"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨୩ କ ଧାଡ଼ି:
}}
 
'''ବୀର ସୁରେନ୍ଦ୍ର ସାଏ ''', [[ଭାରତ]]ର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମି ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । <ref>{{cite web |url= http://www.123orissa.com/person/person.asp?sno=15&cat=f |title=Eminent Persons -123orissa.com |first= |last= |work=123orissa.com |quote=.He had spent thirty-six years in jail out of his 75 years life span. |accessdate=23 January 2013}}</ref> ଏହା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ଜେଲରେ ରହିବା ସମୟ ମଧ୍ୟରେ ସର୍ବାଧୀକ ।<ref>{{cite web |url= http://www.telegraphindia.com/1050907/asp/jamshedpur/story_5204824.asp |title=The Telegraph - Calcutta : Jamshedpur |first= |last= |work=telegraphindia.com |year=2005 |quote=The British put Surendra Sai in jail for 37 years, surpassing any known record for any jail sentences of freedom fighters. |accessdate=23 January 2013}}</ref> ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଘମାଘୋଟ ଲଢ଼େଇ କରିଥିଲେ । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା
 
== ପ୍ରାରମ୍ଭିକ ଜୀବନ ==
୨୩ ଜାନୁଆରୀ ୧୮୦୯ ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଛଅ ଭାଇ ଓ ଜଣେ ଭଉଣୀ ଥିଲେ । ପିତା ଧରମ ସିଂହଙ୍କ ମୃତ୍ୟୁ ପରେ କାକା ବଳରାମ ସିଂହଙ୍କ ତତ୍ତ୍ଵାବଧାନରେ ଘୋଡ଼ା ଚଢ଼ା, ଖଣ୍ଡା ଓ ତୀରଚାଳନା ସମେତ ଅନ୍ୟାନ୍ୟ ପ୍ରଶିକ୍ଷଣ ନେଇଥିଲେ । ସୁରେନ୍ଦ୍ର ସାଏ ଗାଙ୍ଗପୁର ରାଜ୍ୟର ହାତିବାରୀ ଜମିଦାରଙ୍କ କନ୍ୟା ସୁବର୍ଣ୍ଣକୁମାରୀଙ୍କୁ ବିବାହ କରିଥିଲେ । ତାଙ୍କର ଗୋଟିଏ ପୁତ୍ର 'ମିତ୍ରଭାନୁ ସାଏ' ଓ ଗୋଟିଏ କନ୍ୟା ଥିଲା ।
 
== ବିଦ୍ରୋହ ==
== ଭାରତୀୟ ସ୍ଵାଧିନତା ଆନ୍ଦୋଳନରେ ଭୂମିକା ==
ମରହଟ୍ଟାମାନଙ୍କ ହାତରେ ବନ୍ଦୀ ହୋଇଥିବା ସମ୍ବଲପୁର ରାଜା ଓ ତାଙ୍କ ପୁତ୍ର ମହାରାଜ ସାଏଙ୍କୁ ମୁକ୍ତ କରିବା ପାଇଁ ରାଣୀ ରତନ କୁମାରୀ ଇଂରେଜମାନଙ୍କ ସହାୟତା ଲୋଡ଼ିଥିଲେ । ୧୮୦୪ ମସିହାରେ ଲେଫ୍ଟେନାଣ୍ଟ ବ୍ରାଉଟନ ମରହଟ୍ଟାମାନଙ୍କ କବଳରୁ ରାଜା ଓ ତାଙ୍କ ପିତାଙ୍କୁ ମୁକ୍ତ କରିଥିଲେ । ମରହଟ୍ଟା ସାମ୍ରାଜ୍ୟର ପତ୍ତନ ପରେ ସମ୍ବଲପୁର ଏକପ୍ରକାର ଇଂରେଜମାନଙ୍କ ନିୟନ୍ତ୍ରଣକୁ ଚାଲିଆସିଥିଲା । ୧୮୨୭ ମସିହାରେ ସମ୍ବଲପୁରର ରାଜା ମହାରାଜା
ସାଏ ଅପୁତ୍ରିକ ହୋଇ ମୃତ୍ୟୁବରଣ କଲେ । ମହାରାଜା ସାଏଙ୍କ ଉତ୍ତରାଧିକାରୀ କିଏ ହେବ ତାହା ନିରୂପଣ କରିବା କ୍ଷମତା ଇଂରେଜ ସରକାର ନିଜ ହାତକୁ ନେଲେ । ରାଜଗାଦି ଦାବି କରିଥିବା ବହୁ ବ୍ୟକ୍ତଙ୍କିୁ ଉପେକ୍ଷା କରି ବିଧବା ରାଣୀ ମୋହନ କୁମାରୀଙ୍କ ହାତରେ ଶାସନ ଦାୟିତ୍ୱ ନ୍ୟସ୍ତ କଲେ । ସେହି କାରଣରୁ ବହୁ ଆଦିବାସୀ ଜମିଦାର ବିଦ୍ରୋହ କରିଥିଲେ । ବଳରାମ ସାଏ ଓ ସୁରେନ୍ଦ୍ର ସାଏ ଏହି ବିପ୍ଲବର ନେତୃତ୍ୱ ନେଇଥିଲେ । ଇଂରେଜମାନେ ନିଶ୍ଚିତ ଥିଲେ ଯେ ରାଣୀ ମୋହନ କୁମାରୀ ସୁଚାରୁରୂପେ ଶାସନ କାର୍ଯ୍ୟ ପରିଚାଳନା କରିପାରିବେ ନାହଁ । ତେଣୁ ରାଣୀ ସେମାନଙ୍କ ହାତରେ ଖେଳନା ହୋଇ ରହିବେ ଏବଂ ଇଂରେଜମାନେ ନିଜର ରାଜନୈତିକ ଅଭିସନ୍ଧି ହାସଲ କରିପାରିବେ । ପ୍ରକୃତ ପକ୍ଷେ ସମ୍ବଲପୁର ରାଜବଂଶର ସୁରେନ୍ଦ୍ର ସାଏ ରାଜଗାଦି ଲାଭ କରିବା କଥା, ମାତ୍ର ଇଂରେଜମାନେ ଜାଣିଥିଲେ ସୁରେନ୍ଦ୍ର ସାଏ କେବେ ହେଲେ ତାଙ୍କର ଅନୁଗାମୀ ହେବେ ନାହଁ । ତେଣୁ ରାଣୀ ମୋହନ କୁମାରୀ ରାଜ୍ୟ ଶାସନ ପରିଚାଳନା କରିବା ପ୍ରତିବାଦରେ ସମ୍ବଲପୁର ଅଞ୍ଚଳରେ ବିଦ୍ରୋହର ବହ୍ନି ଜଳି ଉଠିଥିଲା ।
 
=== ପ୍ରଥମ ପର୍ଯ୍ୟାୟ ବିଦ୍ରୋହ ===
ଇଂରେଜଶାସନର ନିଷ୍ପତ୍ତି ବିରୋଧରେ ସୁରେନ୍ଦ୍ର ସାଏ ତାଙ୍କ ସମର୍ଥକ ମାନଙ୍କୁ ଧରି ସ୍ଵର ଉତ୍ତୋଳନ କରିବା ହେତୁ ୧୮୪୦ ମସିହାରେ [[ସମ୍ବଲପୁର]]ର ଦେହୁରୀପାଲିରେ ସୁରେନ୍ଦ୍ର, ତାଙ୍କ ଭାଇ ଉଦନ୍ତ ଓ କାକା ବଳରାମଙ୍କୁ ଇଂରେଜମାନେ ଗିରଫ କରିଥିଲେ । ସୁରେନ୍ଦ୍ରଙ୍କୁ ପାଞ୍ଚବର୍ଷ ଓ ଅନ୍ୟମାନଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରି ହଜାରୀବାଗ ଜେଲରେ ରଖାଯାଇଥିଲା । କାରାଦଣ୍ଡର ଅବଧି ସରିବା ପରେ ମଧ୍ୟ ଇଂରେଜମାନେ ସୁରେନ୍ଦ୍ରଙ୍କୁ ମୁକ୍ତ କରିନଥିଲେ । ୧୮୪୯ ସେପ୍ଟେମ୍ବରରେ ବ୍ରିଟିଶ ଦ୍ଵାରା ଅବସ୍ଥାପିତ ରାଜା ନାରାୟଣ ସିଂହଙ୍କ ମୃତ୍ୟୁ ପରେ ମଧ୍ୟ ସୁରେନ୍ଦ୍ର ସାଏଙ୍କୁ ଇଂରେଜମାନେ ଗାଦିରୁ ବଞ୍ଚିତ କରିଥିଲେ । ୧୮୫୭ର ସିପାହୀ ବିଦ୍ରୋହ ସମୟରେ ରାମଗଡ଼ରୁ ଆସିଥିବା ଯବାନ ମାନେ ‘ଛୋଟା ବର୍ଦ୍ଧମାନର ପଲଟନ’ ସହ ମିଶି ହଜାରିବାଗ ଜେଲ ଭାଙ୍ଗି ବନ୍ଦୀମାନଙ୍କୁ ମୁକ୍ତ କରିବାରୁ ଦୀର୍ଘ ୧୭ବର୍ଷ ପରେ ସୁରେନ୍ଦ୍ର ଓ ତାଙ୍କ ଭାଇ ଉଦନ୍ତ ସାଏ ମୁକ୍ତ ହୋଇଥିଲେ । ସୁରେନ୍ଦ୍ର ପୁନଶ୍ଚ ବନ୍ଦୀ କରିବା ପାଇଁ ଇଂରେଜ ସରକାର ତାଙ୍କୁ ଧରିବା ପାଇଁ ୨୫୦ ଟଙ୍କାର ପୁରସ୍କାର ଘୋଷଣା କରିବା ସହ ଗୁପ୍ତଚର ନିୟୋଜିତ କରିଥିଲେ ।
ସେତେବେଳେ କ୍ୟାପ୍ଟେନ୍ ହିଗ୍ନସ୍‌ଙ୍କ ଅଧ􀀆ନାୟକତ୍ୱରେ ସମ୍ବଲପୁରରେ ଇଂରେଜମାନଙ୍କ ରାମଗଡ଼ ବାଟାଲିୟନ୍ ଅବସ୍ଥାପିତ ହୋଇଥାନ୍ତି । ସୁରେନ୍ଦ୍ର ସାଏଙ୍କ ପକ୍ଷରୁ ତାଙ୍କ ଅନୁଗାମୀମାନେ ଧନୁଶର ଧରି ଗରିଲା ଯୁଦ୍ଧ କରିଥିବାରୁ ଇଂରେଜ ସୈନ୍ୟମାନେ ତାର ମୁକାବିଲା କରିପାରି ନଥିଲେ । ପରେ ହଜାରୀବାଗ୍‌ର କ୍ୟାପ୍ଟେନ୍ ଉଇଲକିନସନ୍‌ଙ୍କ ନିର୍ଦ୍ଦେଶରେ ଆଉ ଏକ ସୈନ୍ୟବାହିନୀ ସମ୍ବଲପୁରରେ ଆସି ଯୋଗ ଦେଲେ । ଏହାପରେ ବିଦ୍ରୋହ କିଛି ମାତ୍ରାରେ ଦମନ ହୋଇଥିଲେ ମଧ୍ୟ ସମ୍ପୂର୍ଣ୍ଣ ପ୍ରଶମିତ ହୋଇପାରି ନଥିଲା । ଇଂରେଜମାନେ ବାଧ୍ୟ ହୋଇ ରାଣୀ ମୋହନ କୁମାରୀଙ୍କୁ ଗାଦିଚ୍ୟୁତ କରି ପୁନର୍ବାର ରାଜବଂଶର ଦୂର ସମ୍ପର୍କୀୟ ବ୍ୟକ୍ତି ନାରାୟଣ ସିଂହଙ୍କୁ ସମ୍ବଲପୁର ରାଜଗାଦି ପ୍ରଦାନ କଲେ । ମାତ୍ର ସେ ଥିଲେ ସମ୍ପୂର୍ଣ୍ଣ ଅଯୋଗ୍ୟ । ଏହା ଫଳରେ ପୁଣି ବିଦ୍ରୋହ ମୁଣ୍ଡ ଟେକିଲା । ୧୮୩୭ ଖ୍ରୀଷ୍ଟାବ୍ଦରେ ରାସପୂର୍ଣ୍ଣିମା ମଧ୍ୟରାତ୍ରିରେ ଦେବ୍ରୀଗଡ଼ଠାରେ ସୁରେନ୍ଦ୍ର ସାଏ, ଉଦ୍ଦ୍ୟନ୍ତ ସାଏ, ବଳରାମ ସିଂହ ଓ ଲୋଚନପୁର ଜମିଦାର ବଳଭଦ୍ର ଦେଓ ମିଳିତ ହୋଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରୁଥିବା ସମୟରେ ଇଂରେଜମାନେ ଅଚାନକ ସେଠାରେ ପହଞ୍ଚି ବଳଭଦ୍ର ଦେଓଙ୍କୁ ହତ୍ୟା କଲେ । ସୌଭାଗ୍ୟକ୍ରମେ ସୁରେନ୍ଦ୍ର ସାଏ ତାଙ୍କ ଭାଇମାନଙ୍କ ସହ କୌଶଳ କରି ଖସି ଯାଇଥିଲେ । ଇଂରେଜଶାସନର ନିଷ୍ପତ୍ତି ବିରୋଧରେ ସୁରେନ୍ଦ୍ର ସାଏ ତାଙ୍କ ସମର୍ଥକ ମାନଙ୍କୁ ଧରି ସ୍ଵର ଉତ୍ତୋଳନ କରିବା ହେତୁ ୧୮୪୦ ମସିହାରେ ଦକ୍ଷିଣ-ପଶ୍ଚିମ ସୀମାନ୍ତର ତତ୍କାଳୀନ ଇଂରେଜ ଏଜେଣ୍ଟ କର୍ଣ୍ଣେଲ ଆଉସ୍ଳେଙ୍କ ସହାୟତାରେ [[ସମ୍ବଲପୁର]]ର ଦେହୁରୀପାଲିରୁ ସୁରେନ୍ଦ୍ର ସାଏ, ଉଦ୍ଦ୍ୟନ୍ତ ସାଏ ଓ କାକା ବଳରାମ ସିଂହଙ୍କୁ ଇଂରେଜମାନେ ଗିରଫ କରିଥିଲେ । ସୁରେନ୍ଦ୍ରଙ୍କୁ ପାଞ୍ଚବର୍ଷ ଓ ଅନ୍ୟମାନଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରି ହଜାରୀବାଗ ଜେଲରେ ରଖାଯାଇଥିଲା । ଏହିଠାରେ ସୁରେନ୍ଦ୍ର ସାଏଙ୍କ ପ୍ରଥମ ପର୍ଯ୍ୟାୟ ସଂଗ୍ରାମର ଯବନିକା ପଡ଼ିଲା ।
 
=== ଦ୍ଵିତୀୟ ପର୍ଯ୍ୟାୟ ବିଦ୍ରୋହ ===
ଇଂରେଜଶାସନର ନିଷ୍ପତ୍ତି ବିରୋଧରେ ସୁରେନ୍ଦ୍ର ସାଏ ତାଙ୍କ ସମର୍ଥକ ମାନଙ୍କୁ ଧରି ସ୍ଵର ଉତ୍ତୋଳନ କରିବା ହେତୁ ୧୮୪୦ ମସିହାରେ [[ସମ୍ବଲପୁର]]ର ଦେହୁରୀପାଲିରେ ସୁରେନ୍ଦ୍ର, ତାଙ୍କ ଭାଇ ଉଦନ୍ତ ଓ କାକା ବଳରାମଙ୍କୁ ଇଂରେଜମାନେ ଗିରଫ କରିଥିଲେ । ସୁରେନ୍ଦ୍ରଙ୍କୁ ପାଞ୍ଚବର୍ଷ ଓ ଅନ୍ୟମାନଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରି ହଜାରୀବାଗ ଜେଲରେ ରଖାଯାଇଥିଲା । କାରାଦଣ୍ଡର ଅବଧି ସରିବା ପରେ ମଧ୍ୟ ଇଂରେଜମାନେ ସୁରେନ୍ଦ୍ରଙ୍କୁ ମୁକ୍ତ କରିନଥିଲେ । ୧୮୪୯ ସେପ୍ଟେମ୍ବରରେ ବ୍ରିଟିଶ ଦ୍ଵାରା ଅବସ୍ଥାପିତ ରାଜା ନାରାୟଣ ସିଂହଙ୍କ ମୃତ୍ୟୁ ପରେ ମଧ୍ୟ ସୁରେନ୍ଦ୍ର ସାଏଙ୍କୁ ଇଂରେଜମାନେ ଗାଦିରୁ ବଞ୍ଚିତ କରିଥିଲେ । ୧୮୫୭ର୧୮୫୭ରେ ଭାରତର ସିପାହୀମାନେ ଇଂରେଜ ସରକାରଙ୍କ ବିରୁଦ୍ଧରେ [[ପ୍ରଥମ ସ୍ୱାଧୀନତା ସଂଗ୍ରାମ]] (ସିପାହୀ ବିଦ୍ରୋହ) ସମୟରେଆରମ୍ଭ କରିଥିଲେ । ସେହିବର୍ଷ ଜୁଲାଇ ମାସ ୩୦ ତାରିଖ ଦିନ ରାମଗଡ଼ରୁ ଆସିଥିବା ଯବାନ ମାନେ ‘ଛୋଟା ବର୍ଦ୍ଧମାନର ପଲଟନ’ ସହ ମିଶି ହଜାରିବାଗ ଜେଲ ଭାଙ୍ଗି ବନ୍ଦୀମାନଙ୍କୁସୁରେନ୍ଦ୍ର ସାଏଙ୍କ ସମେତ ୩୨ ଜଣ ବନ୍ଦୀଙ୍କୁ ମୁକ୍ତ କରିବାରୁକରି ଦେଇଥିଲେ । ଦୀର୍ଘ ୧୭ବର୍ଷ ପରେ ସୁରେନ୍ଦ୍ର ଓ ତାଙ୍କ ଭାଇ ଉଦନ୍ତ ସାଏ ମୁକ୍ତ ହୋଇଥିଲେ । ସୁରେନ୍ଦ୍ର ପୁନଶ୍ଚ ବନ୍ଦୀ କରିବା ପାଇଁ ଇଂରେଜ ସରକାର ତାଙ୍କୁ ଧରିବା ପାଇଁ ୨୫୦ ଟଙ୍କାର ପୁରସ୍କାର ଘୋଷଣା କରିବା ସହ ଗୁପ୍ତଚର ନିୟୋଜିତ କରିଥିଲେ ।
ସେ ୧୮୨୭ରୁ ୧୮୪୦
ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ
ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ
ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଘମାଘୋଟ ଲଢ଼େଇ
କରିଥିଲେ । ତାଙ୍କର ଅ􀁵ୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ,
ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ
ଆଶ୍ଚର୍ଯ୍ୟାନ୍ୱିତ କରିଥିଲା । ସେତେବେଳେ କ୍ୟାପ୍ଟେନ୍ ହିଗ୍ନସ୍ଙ୍କ
ଅଧ􀀆ନାୟକତ୍ୱରେ ସମ୍ବଲପୁରରେ ଇଂରେଜମାନଙ୍କ ରାମଗଡ଼
ବାଟାଲିୟନ୍ ଅବସ୍ଥାପିତ ହୋଇଥାନ୍ତି । ସୁରେନ୍ଦ୍ର ସାଏଙ୍କ ପକ୍ଷରୁ
ତାଙ୍କ ଅନୁଗାମୀମାନେ ଧନୁଶର ଧରି ଗରିଲା ଯୁଦ୍ଧ କରିଥିବାରୁ
ଇଂରେଜ ସୈନ୍ୟମାନେ ତାର ମୁକାବିଲା କରିପାରି ନଥିଲେ ।
ପରେ ହଜାରୀବାଗ୍ର କ୍ୟାପ୍ଟେନ୍ ଉଇଲକିନସନ୍ଙ୍କ ନିର୍ଦ୍ଦେଶରେ
ଆଉ ଏକ ସୈନ୍ୟବାହିନୀ ସମ୍ବଲପୁରରେ ଆସି ଯୋଗ ଦେଲେ ।
ଏହାପରେ ବିଦ୍ରୋହ କିଛି ମାତ୍ରାରେ ଦମନ ହୋଇଥିଲେ ମଧ୍ୟ
ସମ୍ପୂର୍ଣ୍ଣ ପ୍ରଶମିତ ହୋଇପାରି ନଥିଲା । ଇଂରେଜମାନେ ବାଧ୍ୟ
ହୋଇ ରାଣୀ ମୋହନ କୁମାରୀଙ୍କୁ ଗାଦିଚୁ୍ୟତ କରି ପୁନର୍ବାର
ରାଜବଂଶର ଦୂର ସମ୍ପର୍କୀୟ ବ୍ୟକ୍ତି ନାରାୟଣ ସିଂହଙ୍କୁ ସମ୍ବଲପୁର
ରାଜଗାଦି ପ୍ରଦାନ କଲେ । ମାତ୍ର ସେ ଥିଲେ ସମ୍ପୂର୍ଣ୍ଣ ଅଯୋଗ୍ୟ ।
ଏହା ଫଳରେ ପୁଣି ବିଦ୍ରୋହ ମୁଣ୍ଡ ଟେକିଲା । ୧୮୩୭
ଖ୍ରୀଷ୍ଟାବ୍ଦରେ ରାସପୂର୍ଣ୍ିଣିମା ମଧ୍ୟରାତ୍ରିରେ ଦେବ୍ରୀଗଡ଼ଠାରେ ସୁରେନ୍ଦ୍ର
ସାଏ, ଉଦ୍ଦ୍ୟନ୍ତ ସାଏ, ବଳରାମ ସିଂହ ଓ ଲୋଚନପୁର ଜମିଦାର
ବଳଭଦ୍ର ଦେଓ ମିଳିତ ହୋଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ
କରୁଥିବା ସମୟରେ ଇଂରେଜମାନେ ଅଚାନକ ସେଠାରେ ପହଞ୍ଚି
ବଳଭଦ୍ର ଦେଓଙ୍କୁ ହତ୍ୟା କଲେ । ସୌଭାଗ୍ୟକ୍ରମେ ସୁରେନ୍ଦ୍ର ସାଏ
ତାଙ୍କ ଭାଇମାନଙ୍କ ସହ କୌଶଳ କରି ଖସି ଯାଇଥିଲେ । ୧୮୪୦
ଖ୍ରୀଷ୍ଟାବ୍ଦରେ ଦକ୍ଷିଣ-ପଶ୍ଚିମ ସୀମାନ୍ତର ତତ୍କାଳୀନ ଇଂରେଜ
ଏଜେଣ୍ଟ କର୍ଣ୍ଣେଲ ଆଉସ୍ଳେଙ୍କ ସହାୟତାରେ ସୁରେନ୍ଦ୍ର ସାଏ, ଉଦ୍ଦ୍ୟନ୍ତ
ସାଏ ଓ ବଳରାମ ସିଂହଙ୍କୁ ବନ୍ଦୀ କରାଯାଇ ଆଜୀବନ ସଶ୍ରମ
କାରାଦଣ୍ଡରେ ଦଣ୍ଡିତ କରାଗଲା । ସେମାନେ ହଜାରୀବାଗ
ଜେଲରେ ବନ୍ଦୀ ହୋଇ ରହିଲେ । ଏହିଠାରେ ସୁରେନ୍ଦ୍ର ସାଏଙ୍କ
ପ୍ରଥମ ପର୍ଯ୍ୟାୟ ସଂଗ୍ରାମର ଯବନିକା ପଡ଼ିଲା ।
୧୮୪୯ ଖ୍ରୀଷ୍ଟାବ୍ଦରେ ନାରାୟଣ ସିଂହଙ୍କର ମୃତୁ୍ୟ
ବେଳକୁ ସୁରେନ୍ଦ୍ର ସାଏ ହଜାରୀବାଗରେ ବନ୍ଦୀ ଜୀବନଯାପନ
କରୁଥାନ୍ତି । ୧୮୫୭ରେ ଭାରତର ସିପାହୀମାନେ ଇଂରେଜ
ସରକାରଙ୍କ ବିରୁଦ୍ଧରେ ପ୍ରଥମ ସ୍ୱାଧୀନତା ସଂଗ୍ରାମ ଆରମ୍ଭ
କରିଥିଲେ । ସେହିବର୍ଷ ଜୁଲାଇ ମାସ ୩୦ ତାରିଖ ଦିନ
ସିପାହୀମାନେ ବଳ ପ୍ରୟୋଗପୂର୍ବକ ହଜାରୀବାଗ୍ ଜେଲରେ
ପ୍ରବେଶ କରି ସୁରେନ୍ଦ୍ର ସାଏଙ୍କ ସମେତ ୩୨ ଜଣ ବନ୍ଦୀଙ୍କୁ ମୁକ୍ତ
କରି ଦେଇଥିଲେ । ମୁକ୍ତି ପାଇ ସୁରେନ୍ଦ୍ର ସାଏ ସଙ୍ଗେ ସଙ୍ଗେ
ସମ୍ବଲପୁର ଫେରି ଆସିଲେ ଏବଂ ସମ୍ବଲପୁରବାସୀଙ୍କୁ ସୁସଙ୍ଗଠିତ
କରି ପୁନର୍ବାର ସଂଗ୍ରାମ କରିବାକୁ ଆଗେଇ ଆସିଲେ । ଦେବ୍ରୀଗଡ଼
ହେଲା ସୁରେନ୍ଦ୍ରଙ୍କ ସଂଗ୍ରାମର କେନ୍ଦ୍ରସ୍ଥଳ । କୌଶଳକ୍ରମେ ସୁରେନ୍ଦ୍ର
ସାଏ ପ୍ରଥମେ ସମ୍ବଲପୁର ଅଞ୍ଚଳରେ ଥିବା ଇଂରେଜମାନଙ୍କର
ବାହ୍ୟ ଯୋଗାଯୋଗ ସମ୍ପର୍କ ଛିନ୍ନ କଲେ । ବଡ଼ ବଡ଼ ପଥର ଖଣ୍ଡ
ରଖି ରାସ୍ତା ଅବରୋଧ କରିବା ସହ ପାହାଡ଼ ଉପରେ ଥିବା
ଶିଆଳୀ ଲତାରେ ବଡ଼ ବଡ଼ ପଥରକୁ ବାନ୍ଧିରଖି ଆବଶ୍ୟକ ସ୍ଥଳେ
ଲତାକୁ କାଟି ଦେଉଥିଲେ । ଫଳରେ ପଥରଖଣ୍ଡମାନ ପଡ଼ି
ଇଂରେଜମାନଙ୍କୁ ଆଘାତ ଦେଉଥିଲା । ଅନ୍ୟ ପକ୍ଷରେ
ଇଂରେଜମାନଙ୍କ ଗୁଳିଗୁଳା ଘଞ୍ଚ ଜଙ୍ଗଲରେ ଥିବା ଗଛଗୁଡ଼ିକରେ
ବାଜି ସବୁ ନଷ୍ଟଭ୍ରଷ୍ଟ ହୋଇଯାଉଥିଲା । ପାହାଡ଼ ମଧ୍ୟସ୍ଥ ଘଞ୍ଚ
ଜଙ୍ଗଲରେ ସୁରେନ୍ଦ୍ରଙ୍କ ପକ୍ଷର ଆକ୍ରମଣକାରୀମାନେ ଲୁଚିଛପି
ଗରିଲା ଯୁଦ୍ଧ କରିବା ପାଇଁ ବେଶ୍ ସୁବିଧା ପାଉଥିଲେ ।
ଇଂରେଜମାନଙ୍କ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଆଗରେ
ସମ୍ବଲପୁରବାସୀଙ୍କ ଧନୁତୀର, ବର୍ଚ୍ଛା, ଖଣ୍ଡା, ନିଆଁଧରା ବନ୍ଧୁକ
ଆଦି ବିଶେଷ କିଛି କାମ ଦେବ ନାହଁ ବୋଲି ସେ ଗରିଲା ଯୁଦ୍ଧର
ଆଶ୍ରୟ ନେଇଥିଲେ ।
୧୮୬୧ରେ ମେଜର ଇମ୍ପେଙ୍କୁ ସମ୍ବଲପୁରର ଡେପୁଟୀ
କମିଶନର ରୂପେ ନିଯୁକ୍ତି ଦିଆଗଲା । ମେଜର ଇମ୍ପେ ଯୁଦ୍ଧ􀀃ନୀତି
ପରିତ୍ୟାଗ କରି ଶାନ୍ତି ନୀତି ଅନୁସରଣ କଲେ । ସୁରେନ୍ଦ୍ର ସାଏଙ୍କ
ବିରୁଦ୍ଧରେ ଯୁଦ୍ଧ ବନ୍ଦ ଘୋଷଣା କଲେ । ଆତ୍ମସମର୍ପଣ କରିଥିବା
ବିଦ୍ରୋହୀମାନଙ୍କୁ କ୍ଷମା ପ୍ରଦାନ କରି ସେମାନଙ୍କର ବାଜ୍ୟାପ୍ତ ସମ୍ପତ୍ତି
ଫେରସ୍ତ କରି ଦିଆଯିବାର ନିଷ୍ପତ୍ତି ନେଲେ । ଏହାପରେ
 
ମୁକ୍ତି ପାଇ ସୁରେନ୍ଦ୍ର ସାଏ ସଙ୍ଗେ ସଙ୍ଗେ ସମ୍ବଲପୁର ଫେରି ଆସିଲେ ଏବଂ ସମ୍ବଲପୁରବାସୀଙ୍କୁ ସୁସଙ୍ଗଠିତ କରି ପୁନର୍ବାର ସଂଗ୍ରାମ କରିବାକୁ ଆଗେଇ ଆସିଲେ । ଦେବ୍ରୀଗଡ଼ ହେଲା ସୁରେନ୍ଦ୍ରଙ୍କ ସଂଗ୍ରାମର କେନ୍ଦ୍ରସ୍ଥଳ । କୌଶଳକ୍ରମେ ସୁରେନ୍ଦ୍ର ସାଏ ପ୍ରଥମେ ସମ୍ବଲପୁର ଅଞ୍ଚଳରେ ଥିବା ଇଂରେଜମାନଙ୍କର ବାହ୍ୟ ଯୋଗାଯୋଗ ସମ୍ପର୍କ ଛିନ୍ନ କଲେ । ବଡ଼ ବଡ଼ ପଥର ଖଣ୍ଡ ରଖି ରାସ୍ତା ଅବରୋଧ କରିବା ସହ ପାହାଡ଼ ଉପରେ ଥିବା ଶିଆଳୀ ଲତାରେ ବଡ଼ ବଡ଼ ପଥରକୁ ବାନ୍ଧିରଖି ଆବଶ୍ୟକ ସ୍ଥଳେ ଲତାକୁ କାଟି ଦେଉଥିଲେ । ଫଳରେ ପଥରଖଣ୍ଡମାନ ପଡ଼ି ଇଂରେଜମାନଙ୍କୁ ଆଘାତ ଦେଉଥିଲା । ଅନ୍ୟ ପକ୍ଷରେ ଇଂରେଜମାନଙ୍କ ଗୁଳିଗୁଳା ଘଞ୍ଚ ଜଙ୍ଗଲରେ ଥିବା ଗଛଗୁଡ଼ିକରେ ବାଜି ସବୁ ନଷ୍ଟଭ୍ରଷ୍ଟ ହୋଇଯାଉଥିଲା । ପାହାଡ଼ ମଧ୍ୟସ୍ଥ ଘଞ୍ଚ ଜଙ୍ଗଲରେ ସୁରେନ୍ଦ୍ରଙ୍କ ପକ୍ଷର ଆକ୍ରମଣକାରୀମାନେ ଲୁଚିଛପି ଗରିଲା ଯୁଦ୍ଧ କରିବା ପାଇଁ ବେଶ୍ ସୁବିଧା ପାଉଥିଲେ । ଇଂରେଜମାନଙ୍କ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଆଗରେ ସମ୍ବଲପୁରବାସୀଙ୍କ ଧନୁତୀର, ବର୍ଚ୍ଛା, ଖଣ୍ଡା, ନିଆଁଧରା ବନ୍ଧୁକ ଆଦି ବିଶେଷ କିଛି କାମ ଦେବ ନାହଁ ବୋଲି ସେ ଗରିଲା ଯୁଦ୍ଧର ଆଶ୍ରୟ ନେଇଥିଲେ । ୧୮୬୧ରେ ମେଜର ଇମ୍ପେଙ୍କୁ ସମ୍ବଲପୁରର ଡେପୁଟୀ କମିଶନର ରୂପେ ନିଯୁକ୍ତି ଦିଆଗଲା । ମେଜର ଇମ୍ପେ ଯୁଦ୍ଧ􀀃ନୀତି ପରିତ୍ୟାଗ କରି ଶାନ୍ତି ନୀତି ଅନୁସରଣ କଲେ । ସୁରେନ୍ଦ୍ର ସାଏଙ୍କ ବିରୁଦ୍ଧରେ ଯୁଦ୍ଧ ବନ୍ଦ ଘୋଷଣା କଲେ । ଆତ୍ମସମର୍ପଣ କରିଥିବା ବିଦ୍ରୋହୀମାନଙ୍କୁ କ୍ଷମା ପ୍ରଦାନ କରି ସେମାନଙ୍କର ବାଜ୍ୟାପ୍ତ ସମ୍ପତ୍ତି ଫେରସ୍ତ କରି ଦିଆଯିବାର ନିଷ୍ପତ୍ତି ନେଲେ । ଏହାପରେ ସୁରେନ୍ଦ୍ରଙ୍କର ଭାଇ ଓ ପୁତ୍ର ଆତ୍ମସମର୍ପଣ କରିଥିଲେ । ସେମାନଙ୍କୁ ଇମ୍ପେ ସମ୍ମାନର ସହ ଖିଣ୍ଡା ଗ୍ରାମରେ ଆଶ୍ରୟ ଦେଇଥିଲେ । ପରେ ପରେ ୧୮୬୨ ମସିହା ମଇ ମାସ ୧୬ ତାରିଖ ଦିନ ରାତିରେ ଘୋର ଜଙ୍ଗଲ ମଧ୍ୟରେ ଇମ୍ପେ ସାହେବଙ୍କ ସହ ସୁରେନ୍ଦ୍ର ସାଏଙ୍କର ସାକ୍ଷାତ ହେଲା ଏବଂ ସେହିଠାରେ ସୁରେନ୍ଦ୍ର ସାଏ ଆତ୍ମସମର୍ପଣ କରିଥିଲେ । ୧୮୬୩ରେ ଇମ୍ପେ ସାହେବଙ୍କର ମୃତ୍ୟୁ ହେବାରୁ ସମ୍ବଲପୁରର ରାଜନୈତିକ ପରିସ୍ଥିତି ବଦଳିଗଲା । ମେଜର ଇମ୍ପେଙ୍କ ସ୍ଥାନରେ କ୍ୟାପ୍ଟେନ୍ କମ୍ବରଲେଜ୍ ନିଯୁକ୍ତି ପାଇଲେ । କମ୍ବରଲେଜ୍ ଉଚ୍ଚ ପୋଲିସ୍ ଅଫିସର କ୍ୟାପ୍ଟେନ୍ ଷ୍ଟୁଆର୍ଟ ଓ ମିଷ୍ଟର ବେରିଲ୍‌ଙ୍କ ସହାୟତାରେ ୧୮୬୪ ମସିହା ଜାନୁଆରୀ ୨୩ ତାରିଖ ରାତ୍ର ୧୧ ଘଣ୍ଟା ସମୟରେ ସୁରେନ୍ଦ୍ର ସାଏ ଓ ତାଙ୍କ ପରିବାରବର୍ଗ ଶୋଇଥିବା ସମୟରେ ତାଙ୍କ ଘର ଉପରେ ଚଡ଼ାଉକରି ସେମାନଙ୍କୁ ବନ୍ଦୀ କଲେ । ସେହି ରାତ୍ରିରେ ସେମାନଙ୍କୁ ରାୟପୁର ନିଆଗଲା । ପରେ ସେମାନଙ୍କୁ ନାଗପୁର ଜେଲ୍ ଓ ଆଜୀବନ ଦେଶାନ୍ତର ଦଣ୍ଡରେ ଦଣ୍ଡିତ କରାଯାଇ ୧୮୬୬ ମସିହାରେ ଅସୀରଗଡ଼ ଦୁର୍ଗକୁ ପଠାଇ ଦିଆଗଲା ।
ସୁରେନ୍ଦ୍ରଙ୍କର ଭାଇ ଓ ପୁତ୍ର ଆତ୍ମସମର୍ପଣ କରିଥିଲେ । ସେମାନଙ୍କୁ
ଇମ୍ପେ ସମ୍ମାନର ସହ ଖିଣ୍ଡା ଗ୍ରାମରେ ଆଶ୍ରୟ ଦେଇଥିଲେ ।
ପରେ ପରେ ୧୮୬୨ ମସିହା ମଇ ମାସ ୧୬ ତାରିଖ ଦିନ
ରାତିରେ ଘୋର ଜଙ୍ଗଲ ମଧ୍ୟରେ ଇମ୍ପେ ସାହେବଙ୍କ ସହ ସୁରେନ୍ଦ୍ର
ସାଏଙ୍କର ସାକ୍ଷାତ ହେଲା ଏବଂ ସେହିଠାରେ ସୁରେନ୍ଦ୍ର ସାଏ
ଆତ୍ମସମର୍ପଣ କରିଥିଲେ । ୧୮୬୩ରେ ଇମ୍ପେ ସାହେବଙ୍କର
ମୃତୁ୍ୟ ହେବାରୁ ସମ୍ବଲପୁରର ରାଜନୈତିକ ପରିସ୍ଥିତି ବଦଳିଗଲା ।
ମେଜର ଇମ୍ପେଙ୍କ ସ୍ଥାନରେ କ୍ୟାପ୍ଟେନ୍ କମ୍ବରଲେଜ୍ ନିଯୁକ୍ତି
ପାଇଲେ । କମ୍ବରଲେଜ୍ ଉଚ୍ଚ ପୋଲିସ୍ ଅଫିସର କ୍ୟାପ୍ଟେନ୍
ଷ୍ଟୁଆର୍ଟ ଓ ମିଷ୍ଟର ବେରିଲ୍ଙ୍କ ସହାୟତାରେ ୧୮୬୪ ମସିହା
ଜାନୁଆରୀ ୨୩ ତାରିଖ ରାତ୍ର ୧୧ ଘଣ୍ଟା ସମୟରେ ସୁରେନ୍ଦ୍ର
ସାଏ ଓ ତାଙ୍କ ପରିବାରବର୍ଗ ଶୋଇଥିବା ସମୟରେ ତାଙ୍କ ଘର
ଉପରେ ଚଡ଼ାଉକରି ସେମାନଙ୍କୁ ବନ୍ଦୀ କଲେ । ସେହି ରାତ୍ରିରେ
ସେମାନଙ୍କୁ ରାୟପୁର ନିଆଗଲା । ପରେ ସେମାନଙ୍କୁ ନାଗପୁର
ଜେଲ୍ ଓ ଆଜୀବନ ଦେଶାନ୍ତର ଦଣ୍ଡରେ ଦଣ୍ଡିତ କରାଯାଇ
୧୮୬୬ ମସିହାରେ ଅସୀରଗଡ଼ ଦୁର୍ଗକୁ ପଠାଇ ଦିଆଗଲା ।
ଉକ୍ତ ଅସୀରଗଡ଼ ଦୁର୍ଗରେ ୧୮୮୪ ମସିହା ଫେବୃୟାରୀ ମାସ
୨୮ ତାରିଖରେ ବୀର ସୁରେନ୍ଦ୍ର ସାଏଙ୍କ ଜୀବନଦୀପ ନିର୍ବାପିତ
ହେଲା ।
ଘୋର ଅରଣ୍ୟ ମଧ୍ୟରେ ଲୁଚି ରହି ସାହସୀ
ଓଡ଼ିଆମାନଙ୍କୁ ଏକତ୍ର କରି ବିଭିନ୍ନ ରଣକୌଶଳରେ ସେମାନଙ୍କୁ
ତାଲିମ ଦେଇ ଶୃ\ଳାବୋଧ ଓ ନୈତିକତାକୁ ବଜାୟ ରଖି ସୁରେନ୍ଦ୍ର
ସାଏ ଇଂରେଜମାନଙ୍କ ବିରୁଦ୍ଧରେ ଏକକ ସଂଗ୍ରାମର ନେତୃତ୍ୱ
ନେଇଥିଲେ । ଏହା ଓଡ଼ିଆ ଜାତିର ଇତିହାସରେ ଏକ ସ୍ମରଣୀୟ
ଘଟଣା । ଓଡ଼ିଶାର ଏହି ଜାତୀୟ ବୀରଙ୍କର ଧୈର୍ଯ୍ୟ, ସାହସ,
ଦୃଢ଼ ନେତୃତ୍ୱ ଓ ମନୋବଳ ତଥା ଶୃ\ଳା ଓ ନୈତିକତା ଏବଂ
ମହତ୍ ଆଦର୍ଶ ଯୁଗେ ଯୁଗେ ଓଡ଼ିଆ ଜାତି ନିମନ୍ତେ ପ୍ରେରଣାର
ଉତ୍ସ ହୋଇ ରହିଥିବ ।
 
== ଶେଷ ଜୀବନ ==
Line ୧୫୦ ⟶ ୬୩:
[[ଶ୍ରେଣୀ:ଓଡ଼ିଶାର ଲୋକ]]
[[ଶ୍ରେଣୀ:ଭାରତୀୟ ନେତା]]
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->