"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୩ କ ଧାଡ଼ି:
}}
[[File:Statue of Veer Surendra Sai.jpg|thumb|250px|ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି]]
'''ବୀର ସୁରେନ୍ଦ୍ର ସାଏ ''', [[ଭାରତ]]ର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମି ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । <ref name=sai2>{{cite web |url= http://www.123orissa.com/person/person.asp?sno=15&cat=f |title=Eminent Persons -123orissa.com |first= |last= |work=123orissa.com |quote=.He had spent thirty-six years in jail out of his 75 years life span. |accessdate=23 January 2013}}</ref> ଏହା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ଜେଲରେ ରହିବା ସମୟ ମଧ୍ୟରେ ସର୍ବାଧୀକ ।<ref>{{cite web |url= http://www.telegraphindia.com/1050907/asp/jamshedpur/story_5204824.asp |title=The Telegraph - Calcutta : Jamshedpur |first= |last= |work=telegraphindia.com |year=2005 |quote=The British put Surendra Sai in jail for 37 years, surpassing any known record for any jail sentences of freedom fighters. |accessdate=23 January 2013}}</ref> ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଘମାଘୋଟ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା ।<ref name=sai/> ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
 
== ପ୍ରାରମ୍ଭିକ ଜୀବନ ==