"ଅରୁଣ ଜେଟଲୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"==ଅରୁଣ ଜେଟଲୀ== ମନ୍ତ୍ରୀ- ଅର୍ଥ ଓ ପ୍ରତିରକ୍ଷା ବିଭାଗ(..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
୨ କ ଧାଡ଼ି:
ମନ୍ତ୍ରୀ- ଅର୍ଥ ଓ ପ୍ରତିରକ୍ଷା ବିଭାଗ(କ୍ୟାବିନେଟ)
ଦଳ-ଭାଜପା(ରାଜ୍ୟସଭା ସଦସ୍ୟ)
ଅରୁଣ ଜେଟଲୀ ଭାରତୀୟ ଜନତା ପାର୍ଟିର ଜଣେ ସକ୍ରିୟ ସଦସ୍ୟ ା ଷୋଡଶ ଲୋକସଭାରେ ସେ କେନ୍ଦ୍ର କ୍ୟାବିନେଟର ଅର୍ଥମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟରତ ା ଅରୁଣ ଜେଟଲୀ ତାଙ୍କ ରାଜନୈତିକ ଜୀବନ ମଧ୍ୟରେ ବହୁ ବରିଷ୍ଠ ପଦବୀରେ ଅବସ୍ଥାପିତ ହୋଇସାରିଛନ୍ତି ା ୧୯୯୮-୨୦୦୪ କେନ୍ଦ୍ରରେ ଏନଡିଏ ସରକାର ଥିବା ସମୟରେ ସେ ଶିଳ୍ପ, ବାଣିଜ୍ୟ ଏବଂ ଆଇନ ମନ୍ତ୍ରୀ ଭାବେ କାର୍ଯ୍ୟ କରିସାରିଛନ୍ତି ା ମାତ୍ର ୨୦୧୪ ସାଧାରଣ ନିର୍ବାଚନରେ ଅରୁଣ ଜେଟଲୀ କଂଗ୍ରେସ ପ୍ରାର୍ଥୀ ଅମରିନ୍ଦର ସିଂଙ୍କ ଠାରୁ ଅମ୍ରିତସର ଆସନରୁ ପରାଜିତ ହୋଇଥିଲେ ା କିନ୍ତୁ ରାଜ୍ୟସଭା ସଦସ୍ୟ ଥିବାରୁ ନରେନ୍ଦ୍ର ମୋଦି ତାଙ୍କୁ ଷୋଡଶ ଲୋକସଭାରେ ଦୁଇ ପ୍ରମୁଖ ବିଭାଗର ମନ୍ତ୍ରୀପଦ ଦେଇଥିଲେ ା
===ଜନ୍ମ ଓ ଶିକ୍ଷା===
୨୮ ଡିସେମ୍ବର,୧୯୫୨ରେ ନୂଆଦିଲ୍ଲୀରେ ଜନ୍ମ ହୋଇଥିଲେ ଏବଂ ଦିଲ୍ଳୀ ବିଶ୍ୱବିଦ୍ୟାଳୟରୁ ସ୍ନାତ୍ତକରେ ଉତ୍ତୀର୍ଣ୍ଣ ହୋଇଥିଲେ ଜେଟଲୀ ା ତେବେ ତାଙ୍କ ରାଜନୈତିକ ଜୀବନ ଆରମ୍ଭ ହୋଇଥିଲା ଭାଜପାର ଛାତ୍ର ଶାଖାରେ ଯୋଗଦେବାପରଠାରୁ