"ମାନଗୋବିନ୍ଦ ସାମଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୦ କ ଧାଡ଼ି:
ମାନବାବୁ ପ୍ରଥମେ କଳାଶ୍ରୀ ଗୋପାଳପୁର୍ ଗ୍ରାମ ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ । ପରେ ସେ ବଡଚଣା ବ୍ଲକର ଅଧକ୍ଷ ଭାବେ ନିର୍ବାଚିତ ହୋଇଥିଲେ । ସେ ମସିହା ୧୯୭୧ ରୁ ମସିହା ୧୯୮୫ ପର୍ଯ୍ୟନ୍ତ ବିଧାନସଭା ପାର୍ଥୀ ଭାବେ ଉତ୍କଳ କଂଗ୍ରେସ ଓ ଜନତା ଦଳ ତରଫରୁ ଲଢି ଥିଲେ । ସେ ଜଣେ ଲୋକପ୍ରିୟ ନେତା ଥିଲେ । ବଡଚଣା ବ୍ଲକର ଉନ୍ନତିରେ ମାନବାବୁଙ୍କ ଅବଦାନ ଶ୍ରେଷ୍ଠ । ସେ ବିଭିନ୍ନ ବଡଚଣା ବାସୀଙ୍କୁ କର୍ମ ନିଯୁକ୍ତି ଦେଇଥିଲେ ।
 
ମାନବାବୁ ମାତା ଦୁର୍ଗାଙ୍କର ଭକ୍ତ ଥିଲେ | ସେ ତାଙ୍କ ଘରେ ପ୍ରତି ବର୍ଷ ଦୁର୍ଗାପୁଜା କଳାଶ୍ରୀ ଗ୍ରାମବାସୀଙ୍କ ସହିତ ପାଳନ କରୁଥିଲେ | ଏବେ ତାଙ୍କ ପୁଅ ଓ ନାତି ମନେ ଦୁର୍ଗା ପୁଜା କଳାଶ୍ରୀ ଗ୍ରାମବାସୀଙ୍କ ସହିତ ପାଳନ କରୁଛନ୍ତି |
{| class="wikitable"
|-