"ସିସେମୋମିଟର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୭ କ ଧାଡ଼ି:
 
ଭୂମିକମ୍ପର ତୀବ୍ରତା ମାପ କରିବା ପାଇଁ ଏକ ପ୍ରକାର ସ୍କେଲ ମଧ୍ୟ ବ୍ୟବହାର କରାଯାଏ । ଏହାକୁ [[ରିକ୍ଟର ସ୍କେଲ୍]] କୁହାଯାଏ । ୧୯୩୫ ମସିହାରେ ଆମେରିକାର ଚାର୍ଲସ ଫ୍ରାଙ୍କିସ୍ ରିକ୍ଟର ଏହାକୁ ବାହାର କରିଥିଲେ । ଏହା "୦' ଠାରୁ ଆରମ୍ଭ କରି ୧୨ ପର୍ଯ୍ୟନ୍ତ ଭୂମିକମ୍ପ ତୀବ୍ରତାକୁ ମାପ କରିପାରେ । ଏଥିରେ ପ୍ରତିଟି ସଂଖ୍ୟା ତାହାର ପୂର୍ବ ସଂଖ୍ୟାଠାରୁ ୧୦ ଗୁଣ ଅଧିକ ହୋଇଥାଏ । ଏହି ସ୍କେଲରେ ଭୂମିକମ୍ପର ତୀବ୍ରତା ୨.୦ରୁ କମ୍ ହୋଇଥିଲେ ତାହାକୁ ଜାଣିହୁଏ ନାହିଁ । ମାତ୍ର ଏହି ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୦ ବା ତା ଠାରୁ ଅଧିକ ହୋଇଥିଲେ ତାହା କ୍ଷୟକ୍ଷତି ଘଟାଇଥାଏ । ରିଚର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୦ ରୁ ଅଧିକ ହେଲେ ସେହି ଭୂମିକମ୍ପ ଜନିତ କ୍ଷୟ କ୍ଷତି ଅତି ଭୟାବହ ହୋଇଥାଏ ।
 
[[ଶ୍ରେଣୀ:ବୈଷୟିକ ବିଜ୍ଞାନ]]