"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ (ରୋବଟ୍‌: ପ୍ରସାଧନ ବଦଳ)
 
== ରାଜନୀତି ==
ବିଶ୍ଵନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେସଂଗ୍ରାମରେ ରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ ସମ୍ବିଧାନ]] ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।
 
== ଶେଷ ଜୀବନ ==
୭୯୩

ଗୋଟି ସମ୍ପାଦନା