"ଦୂତୀବାହନ ଓଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
'''ଦୁତିବାହନ ଓଷା"ରୁ ଆଣି ଏଠାରେ ମିଶାଗଲା
୨୨ କ ଧାଡ଼ି:
}}
 
ଆଶ୍ଵିନ'''ଦୁତି କୃଷ୍ଣପକ୍ଷବାହନ ଅଷ୍ଟମୀଓଷା''' ଦିନ('''ଦୁତିଆ ଓଷା''', '''ପୁଅ ଦୂତୀଆଜିଉଁତିଆ ଓଷା''' ବା '''ଦୂତୀବାହନଜୀମୂତବାହନ ଓଷାଉପବାସ''' ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ" ବା "ଦୁତି ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରାଯାଏକରିଥାନ୍ତି<ref>{{cite web|last=ପ୍ରହରାଜ|first=ଗୋପାଳ ଚନ୍ଦ୍ର|title=ଦୁତୀଆ ଓଷା|url=http://dsalsrv02.uchicago.edu/cgi-bin/philologic/getobject.pl?c.25:3234.praharaj|accessdate=3 May 2014}}</ref> ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । <ref>{{cite web |url= http://newindianexpress.com/states/odisha/article1290244.ece |title=Pua Juintia: Celebrating a special bond - The New Indian Express |first= |last= |work=newindianexpress.com |year=2012 |quote=‘Dutibahana Osha’ is observed on Ashwina Krushna Pakhya Astami (eighth day of dark fortnight of Ashwina month as per the Odia calendar) |accessdate=2 November 2012}}</ref>ଏହି । ଏହାର ଅନ୍ୟନାମଦିନ ମା'''ଜୀମୂତବାହନମାନେ ଉପବାସ'''ସାରାଦିନ ଜଳସ୍ପର୍ଶ ସାଧାରଣତଃ ସଧବା ସ୍ତ୍ରୀ ଏହି ଓଷା କରିଥାନ୍ତି ସେମାନେ ପୂର୍ବଦିନ ଉପରଓଳିକରି ଉପବାସ (ଏକବାର) କରି ପରଦିନ ସାରାଦିନ ଓ ରାତି ନିର୍ଜଳ ରହି ଓଷାର ବିଭିନ୍ନ ବିଧାନ କରିଥାନ୍ତି । <ref name="samaja">{{cite webnews|lasttitle=ପ୍ରହରାଜ|first=ଗୋପାଳଆଜି ଚନ୍ଦ୍ରବାତ୍ସଲ୍ୟ ମମତାର ଓଷା "ପୋ ଜିଉଁତିଆ"|titleaccessdate=ଦୁତୀଆ16 September ଓଷା2014|urlnewspaper=http://dsalsrv02.uchicago.edu/cgi-bin/philologic/getobject.pl?c.25:3234.praharajସମାଜ|accessdatedate=316 MaySeptember 2014}}</ref> କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
 
== କାରଣ ==
=== ସାମାଜିକ ===
ପିତା ମାତାଙ୍କ ମୃତ୍ୟୁ ପରେ ପୁଅ ପିଣ୍ଡଦାନ କରିବାର ସାମାଜିକ ଚଳଣି [[ଓଡ଼ିଶା]]ରେ ପ୍ରଚଳିତ । ପୁତ୍ରଲାଭ କରିବା ଓ ତା'ର ମଙ୍ଗଳ କାମନା କରିବା ନିମନ୍ତେ ଏହି ଓଷା ପାଳନ କରାଯାଇଥାଏ ।<ref name="samaja"/>
 
=== ବୈଜ୍ଞାନିକ ===
[[ଆୟୁର୍ବେଦ]] ଅନୁସାରେ ଯୁଇର ବନ୍ଧ୍ୟା ନିରାକରଣ ଶକ୍ତି ଥିବାରୁ ଏହାର ବ୍ୟବହାର କରାଯାଏ । ଅପାମାର୍ଗ ବାତନାଶକ ହୋଇଥିବାରୁ ଏହାର ବ୍ୟବହାର ନାରୀମାନଙ୍କ ସନ୍ତାନଲାଭ ପାଇଁ ହିତକର ହୋଇଥାଏ । ଗଜାମୁଗ ଓ ଚଣାରେ [[ପୁଷ୍ଟିସାର]] ତାହା ମଧ୍ୟ ସ୍ୱାସ୍ଥ୍ୟ ପକ୍ଷେ ହିତକର ।<ref name="samaja"/>
 
== ପାଳନ ବିଧି ==
ଏହି ବ୍ରତର ଉପାସ୍ୟ ଦେବତା [[ଜିମୂତ ବାହନ]] । [[ଓଡ଼ିଆ ଭାଷା|ଓଡ଼ିଆ]] କବି [[ପୁରୁଷୋତ୍ତମ ଦାସ]]ଙ୍କ ରଚିତ "ଦୁତିଆ ଓଷା କଥା"ରେ ଜିମୂତବାହନ [[ସୂର୍ଯ୍ୟ (ଦେବତା)|ସୂର୍ଯ୍ୟ]]ଙ୍କ ପୁଅ ବୋଲି ଅଭିହିତ କରାଯାଇଛି । କେବଳ ସଧବା ନାରୀମାନେ ଏହି ଓଷା କରିଥାନ୍ତି । ଜିଉଁତିଆର ପୂର୍ବ ଦିନ ଓଷା କାରିଣୀମାନେ ନଦୀ କିମ୍ବା ପୋଖରୀ ତୁଠକୁ ଭଲ ଭାବରେ ପରିଷ୍କାର କରିଦିଅନ୍ତି । ୧୦୮ ଅକ୍ଷତ ଅରୁଆ ଚାଉଳ, ୧୦୮ [[ଦୁବ]], ନାନାପ୍ରକାରର ଫୁଲ ଓ ଆଖୁ, [[କଦଳୀ]], କନ୍ଦମୂଳ, [[ନଡ଼ିଆ]], ଗଜା [[ମୁଗ]], [[ବଡ଼ଚଣା (ଶସ୍ୟ)|ବଡ଼ଚଣା]], ସୋଲା, ନାରଙ୍ଗ, [[ପାନ]], କାକୁଡି, କମଳା, ଜହ୍ନି, କଖାରୁ ଆଦି୨୧ ପ୍ରକାରର ଫଳ ଓ ପରିବା ଆଣିଥାନ୍ତି । ସପ୍ତମୀ ରାତ୍ରିରେ ଚିଲ ଓ ଶିଆଳକୁ ମନେମନେ ସ୍ମରଣକରି ତା'ପରଦିନ ପ୍ରଭାତରୁ ତାଙ୍କୁ ଯାଇ ଭେଟିବାକୁ ହୁଏ । ସ୍ନାନ ଶେଷକରି ସେହି ଦିନଯାକ ନିର୍ଜଳା ଉପବାସ କରିବାକୁ ପଡ଼େ ।<ref>{{cite web |url= http://incredibleorissa.com/en/pua-jiuntia-celebration-western-orissa/ |title=Pua Jiuntia - Dutibahana Osha celebrated Western Orissa Kosal region |first=Surya |last= |work=incredibleorissa.com |year=2012 |quote=fasting the whole day without water for the wellbeing of their children. |accessdate=2 November 2012}}</ref> ସନ୍ଧ୍ୟା ସମୟରେ ପୂଜା ସ୍ଥାନକୁ ପବିତ୍ର କରି ସେଠାରେ ଗୋଟିଏ କୋଠି ତିଆରି କରାଯାଏ । ଚାରିପାଖରୁ ମାଟିଖୋଳି ନେଇ ମଝିଟିକୁ ଛାଡ଼ି ଦିଆଯାଏ ସତେ ଯେମିତି ଚାରିପାଖରେ ପାଣି ରହିଲେ ମଝି ଅଂଶ ଗୋଟିଏ ଦ୍ଵୀପପରି ଜଣାପଡ଼ିବ । ଏହି କୋଠି ଅତି କମରେ ଦୁଇହାତ ଲମ୍ବା ହେବା ଦରକାର । ତା'ମଝିରେ ତୁଳସୀଗଛ ଲଗାଯାଏ ଏବଂ କଦଳୀ ଗଛ ପୋତାଯାଏ ।
 
ଖୋଳାଯାଇ ଏକ [[ବିଲ]] ତିଆରି କରି ତହିଁରେ ବାଲି ଦେଇ ବେଦୀ ନିର୍ମାଣ କରାଯାଇଥାଏ । ବେଦୀର ପୂର୍ବ ପାଖରେ ସୂର୍ଯ୍ୟ ଓ ପଶ୍ଚିମ ପାଖରେ ଏକ କଦଳୀ ଗଛକୁ ଜିମୂତବାହନଙ୍କ ପ୍ରତୀକ ରୂପେ ପୂଜା କରାଯାଇଥାଏ । ଲେଉଟିଆ ଶାଗ ବ୍ୟତୀତ ଅନ୍ୟାନ୍ୟ ପନିପରିବାକୁ ନେଇ ବ୍ୟଞ୍ଜନ ପ୍ରସ୍ତୁତ କରି ଖିରିପିଠା ଇତ୍ୟାଦି ପ୍ରସ୍ତୁତ କରି ସନ୍ଧ୍ୟାରେ ସ୍ନାନ କରି ଗଙ୍ଗାମାତାଙ୍କୁ ପୂଜା କରି ରାତିରେ ଦୂତୀବାହନଙ୍କୁ ଫଳ ଭୋଗ ଦେଇ ଓଷାର ଉପାଖ୍ୟାନ ଶୁଣିଥା'ନ୍ତି ।<ref> ଦୁତୀବାହ‌ନ ଓଷା. ସମାଜ (ସେପ୍ଟେମ୍ବର ୨୭, ୨୦୧୩).ପୃ. ୨</ref> ଯଦି କେହି ଅପୁତ୍ରିକ ଥାଆନ୍ତି ତା'ହେଲେ ବାସ ଓ [[ଯୁଇ]] ଡାଳ ଆଣି ତାରି ପାଖରେ ପୋତି ରଖନ୍ତି । ବିଭିନ୍ନ ବର୍ଣ୍ଣର [[ମୁରୁଜ]] କରି ସୂର୍ଯ୍ୟ ଦେବତାଙ୍କର କାଳ୍ପନିକ ଚିତ୍ର ଆଙ୍କି, ଚିଲ ଏବଂ ଶିଆଳକୁ ଉତ୍ତରରେ ରଖି ପଶ୍ଚିମରେ ଦୂତୀବାହନଙ୍କୁ ସ୍ଥାପନ କରି ଥାଆନ୍ତି । ବ୍ରତ ଧାରଣ କରିଥିବା ନାରୀମାନେ ବାଲିରେ ଚିଲ ଏବଂ ଶିଆଳର ଚିତ୍ର ଆଙ୍କି [[ଅପାମାର୍ଗ]] କାଠିରେ ଦାନ୍ତ ଘସିଥାନ୍ତି । ସେଦିନ ସମସ୍ତେ ଶୁକ୍ଳବସ୍ତ୍ର ପରିଧାନ କରନ୍ତି । ଏଥିପାଇଁ ଯୋଗାଡ଼ କରିଥିବା ୨୧ପ୍ରକାର ଫଳ ଓ ପରିବାକୁ ଚାଙ୍ଗୁଡ଼ିରେ ଥୋଇ ତା' ଉପରେ ଗୋଟିଏ ନୂଆଲୁଗା ପକାଇ ଆସ୍ଥାନ ପାଖରେ ନେଇ ରଖାଯାଏ । ତା'ସହିତ କଉଡ଼ି, ଚଉରାଅଶୀଟା ଗୁଆ ସେହି କୋଠି ଭିତରେ ପକାଇବାକୁ ହୁଏ । ଏହି ପ୍ରକାର ବିଧିରେ ଓଷା ଶେଷକରି ଓଷା ଦ୍ରବ୍ୟକୁ ନିଜେ ନଖାଇ ରାତି ନ ପାହୁଣୁ ସ୍ନାନ କରି ବିବିଧ ବ୍ୟଞ୍ଜନ ପ୍ରସ୍ତୁତ କରି ସମସ୍ତଙ୍କୁ ବାଣ୍ଟି ଦିଆଯାଏ । ସାଧାରଣତଃ ଅପୁତ୍ରିକ ପୁତ୍ର ଲାଭ ଆଶାରେ <ref name="Gajrani2004">{{cite book|author=S. Gajrani|title=History, Religion and Culture of India|url=http://books.google.com/books?id=Ksgz4Fvt57QC&pg=PA193|accessdate=2 November 2012|date=1 September 2004|publisher=Gyan Publishing House|isbn=978-81-8205-063-1|pages=193–}}</ref>
 
ଓଷା ଶେଷରେ ଓଷାରେ ବ୍ୟବହୃତ ପୂଜା ସାମଗ୍ରୀକୁ ଓଷାକାରିଣୀମାନେ ଗିଳିବା ବା ଚୋବାଇବାର ପରମ୍ପରା ରହିଛି । ତା'ସହିତ ଧୂପଦୀପ ଦେଇ ତାଙ୍କୁ ପୂଜା କରନ୍ତି । ପୂଜା ଶେଷକରି ସୂର୍ଯ୍ୟଦେବତାଙ୍କୁ ପ୍ରଣାମକରି ଏକମୁହାଁ ହୋଇ ଘରକୁ ଲେଉଟି ଆସନ୍ତି । ଓଷାର ପରଦିନ ସେମାନେ ନୂଆ ଲୁଗା ପିନ୍ଧି ଘରେ ପୂର୍ଣ୍ଣ କୁମ୍ଭ ବସାଇ ଗୋଟିଏ ସ୍ଥାନକୁ ଗୋବର ପାଣିରେ ଲିପି ପୋଛି ରନ୍ଧାବଢ଼ା କରିଥିବା ଜିନିଷକୁ ସେଇଠାରେ ଥୋଇ ଦିଅନ୍ତି । କୁମ୍ଭ ଆଗରେ ଦୀପ ଜାଳି ପୂଜା ସ୍ଥଳରେ ୧୦୮ ଚାଉଳ ଓ ୧୦୮ ଦୁବ ସହ ଏକ କଷି କାକୁଡ଼ିକୁ [[ଶାଳ]]ପତ୍ରରେ ବାନ୍ଧି ପୁଅମାନଙ୍କୁ ବନ୍ଦାଇଥାନ୍ତି । ତାକୁ ସେମାନେ ଦୂତୀବାହନଙ୍କୁ ନୈବେଦ୍ୟ ଦିଅନ୍ତି । ସେହି ସାମଗ୍ରୀକୁ ପୁଅମାନଙ୍କ ଆପାଦମସ୍ତକ ଛୁଆଁଇ ବ୍ରତ ବା "ଜିଉଁତିଆ"କୁ ସେମାନଙ୍କ ହାତରେ କବଚ ଭଳି ବାନ୍ଧି ଦେଇଥାନ୍ତି <ref name="samaja"/> ଓ ବନ୍ଧୁବାନ୍ଧବ ପିଲା ସମସ୍ତଙ୍କୁ ପରସିଥାନ୍ତି।
 
ସନ୍ତାନବତୀ ମା' ସନ୍ତାନମାନଙ୍କର ଦୀର୍ଘଜୀବନ କାମନ କରି ଏ ପ୍ରକାର ଓଷା କରୁଥିବାରୁ ଏହି ଓଷା ପ୍ରତ୍ୟେକ ଓଡ଼ିଆ ନାରୀ ପ୍ରାଣରେ ଗଭୀର ରେଖାପାତ କରିଥାଏ । କୌଣସି ଲୋକ ବିପଦରୁ ରକ୍ଷା ପାଇଲେ ଲୋକମାନେ କହିଥା'ନ୍ତି, 'ସତରେ ମା' ତୋର ଦୂତୀଆ ପୂଜିଥିଲା । ତେଣୁ ରକ୍ଷା ପାଇଗଲୁ ।'
ପୁତ୍ରବତୀ ମା' ପୁତ୍ରର ଚନ୍ଦ୍ର ରିଷ୍ଟ ଖଣ୍ଡନ ପାଇଁ ଦ୍ଵୀତୀୟାଦୁତିଆ ଓଷା କରିଥାନ୍ତି । ତେଣୁ ଜନ୍ମ ସମୟରେ ଚନ୍ଦ୍ରର ପ୍ରଭାବକୁ ଲାଘବ କରିବା ପାଇଁ ଦ୍ଵୀତୀୟା ଚାନ୍ଦ ପୂଜା କରିବା ଯେପରି ଦରକାର ପଡ଼େ ସେହିପରି ସୂର୍ଯ୍ୟ ଦେବତାଙ୍କୁ ପୂଜା କରିବା ପାଇଁ ଏ ପ୍ରକାର ବିଧି ବିଧାନର ଆୟୋଜନ କରାଯାଇଛି ।
 
{{Rquote|right|ପୁଅ ଜିଉଁତିଆ ଓଷା ମଣିଷର ଧର୍ମୀୟ ଅନୁଚିନ୍ତାକୁ ସୁଦୃଢ଼ କରିବା ସହିତ ମାତାପୁତ୍ରର ଅନାବିଳ ସ୍ନେହ ମମତାକୁ ଋଦ୍ଧିମନ୍ତ କରିଥାଏ । ଏହି ଓଷା ପଶ୍ଚିମ ଓଡ଼ିଶାରେ ସର୍ବତ୍ର ପାଳିତ ହୋଇଥାଏ ଏବଂ ଏହି ଦିନଠାରୁ ପାର୍ବଣ ଋତୁର ଶୁଭାରମ୍ଭ ହୋଇଥାଏ । ଚିରଶୁଦ୍ଧି, ଧର୍ମୋପାସନା ଓ ଭାଗବତପ୍ରାପ୍ତି ଦିଗରେ ଏହି ପୁଅ ଜିଉଁତିଆ ଓଷାର ଉପାଦେୟତା ଅପରିହାର୍ଯ୍ୟ[|ଦେବାଶିଷ ପାଣ୍ଡିଆ, ସାମାଜିକ ଗବେଷକ<ref name="samaja"/>}}
 
==କିମ୍ବଦନ୍ତୀ==
ଆଶ୍ୱିନ କୃଷ୍ଣପକ୍ଷ ଅଷ୍ଟମୀକୁ ମୂଳାଷ୍ଟମୀ କୁହାଯାଏ । ଏହିଦିନ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଦୂତିଆ ଓଷା ପାଳିତ ହୁଏ । ଦୂତିବାହାନ ଏହି ଓଷାର ଦେବତା । ପ୍ରଚଳିତ ଓଷା କଥା ଅନୁସାରେ ସେ ସୂର୍ଯ୍ୟଙ୍କର ପୁତ୍ର ଏବଂ ଜଣେ ବିଧବା ବ୍ରାହ୍ମଣୀ ଗର୍ଭରୁ ଜନ୍ମ ହୋଇଥିଲେ । ଏହି ପ୍ରସଙ୍ଗରେ ଦୁଇଟି କଥା ରହିଛି ।
===ପ୍ରଥମ କିମ୍ବଦନ୍ତୀ===
ଗରିବ ବ୍ରାହ୍ମଣୀଟିଏ ଥାଏ ବାଳୁତ କାଳରୁ ବିଧବା । ସାହା ଭରସା ହେବାକୁ ଦାସୀଟିଏ ରଖିଥାଏ। ସେମାନେ [[ଧାନ]]କୁଟି ଚଳନ୍ତି। ଆଶ୍ୱିନ ମାସ ପିତୃପକ୍ଷ ପଡ଼ିଲା । ରାଜା କୁଟୂତୁଣିମାନଙ୍କୁ ଡକାଇ ଧାନ ଦେଲେ ଏବଂ କୋଠ ଖନ୍ଦା କରି ଚାରିଦିନରେ [[ଚାଉଳ]] ଦେବାକୁ ବରାଦ ଦେଲେ । ମେଘ ଉଠାଇଲା । ଧାନ ଶୁଖାଇ ଚାଉଳ କରିଦେବା କଷ୍ଟ। ବ୍ରାହ୍ମଣୀଟି [[ସୂର୍ଯ୍ୟ]]ଦେବତାଙ୍କ ପାଖେ ଖରାକଲେ ଅଙ୍ଗଦାନ କରିବାକୁ ମାନସିକ କଲା। ସୂର୍ଯ୍ୟଦେବତା ତା’ଦାଣ୍ଡରେ ଖରାକଲେ । ନିର୍ଦ୍ଦିଷ୍ଟ ସମୟରେ ସେ ରାଜାଘରେ ଚାଉଳ ଦେଲା । କିନ୍ତୁ ସୂର୍ଯ୍ୟ ଦେବତା ନିର୍ଦ୍ଧାରିତ ରାତ୍ରିରେ ଅଙ୍ଗସଙ୍ଗ ପାଇଲେ ନାହିଁ । ବ୍ରାହ୍ମଣୀଟି ତା’ଦାସୀକୁ ତା’ସ୍ଥାନରେ ଶୁଆଇ ଦେଇ ଆତ୍ମଗୋପନ କଲା । ଦେବତା ଦାସୀ ଅଙ୍ଗ ସ୍ପର୍ଶ ନ କରି ନିରାଶ ହୋଇ ବାହୁଡିବା ବେଳେ ଲେଉଟିଆ ପଟାଳିରେ ପରିଶ୍ରା କରି ଦେଇଗଲେ । ସେ ସେତେବେଳେ କାମାର୍ତ୍ତ ଅବସ୍ଥାରେ ଥିଲେ । ସେଠି ଇଚ୍ଛାଶାଗ ଉଠିଲା ମନକୁ ମନ, ଗହଳିଆ ହୋଇ ଉଠିଥିବା ଲେଉଟିଆ ଶାଗ ଖାଇ ବ୍ରାହ୍ମଣୀ ଗର୍ଭବତୀ ହେଲା । ବିଧବାର ଗର୍ଭବାସ ଏକ ଗର୍ହିତ ଅପରାଧ । ସେ ସେଥିପାଇଁ ରାଜରୋଷ ଏବଂ ସାମାଜିକ ବାସନ୍ଦର ସମ୍ମୁଖୀନ ହେଲା । ଆଶ୍ୱିନ କୃଷ୍ଣ ଅଷ୍ଟମୀ ଦିନ ତା’ର ପୁଅଟିଏ ହେଲା । ମିଥୁନ ଲଗ୍ନରେ ହୋଇଥିଲା । ତା’ର ନାମ ଦୂତିବାହାନ ରଖାଗଲା ‌। ପୁଅ କ୍ରମେ ବଡ ହୋଇ ଚାହାଳୀରେ ପଢିଲା । ଦିନେ ତା’ର ଖଡି ଗୋଟାଳି ଗଡି ଯିବାରୁ ଜଣେ ସାଙ୍ଗକୁ ବଢାଇ ଦେବାକୁ ଅନୁରୋଧ କଲା। ସେ ପିଲାଟି ଦୋସାଧୁର ପୁଅ । ତାକୁ ଖଡି ଗୋଟାଳି ବଢାଇ ଦେବାକୁ କହୁଥିବା ରାଣ୍ଡୀ ବ୍ରାହ୍ମଣୀ ପୁଅକୁ ସେ ଅଣବାପୁଆ ବୋଲି କହି ଅପମାନିତ କଲା । ପୁଅ ଘରକୁ ଫେରି ତା’ର ଜନକ କିଏ ବୋଲି ଜାଣିବାକୁ ମାଆ ପାଖରେ ଦାବୀ କଲା । ମାଆ ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କହିଲେ । ରାତି ପାହିଲା । ଅରୁଣ ରଥରେ ବସି ସପ୍ତାଶ୍ୱ ବାହନ ସୂର୍ଯ୍ୟ ଆକାଶରେ ଦେଖାଦେଲେ । ମାଆ ଚିହ୍ନାଇ ଦେଇ କହିଲେ – “ଇଏ ତୋ ବାପା ।” ପୁଅ ଦୂତିବାହାନ ସୂର୍ଯ୍ୟଙ୍କୁ ଦେଖି ନମସ୍କାର କଲା । ସୂର୍ଯ୍ୟ ହାତ ବଢାଇ କୋଳକୁ ଟେକି ନେଲେ । କୋଳରେ ବସାଇ ନାନା ଅଳଙ୍କାର ପିନ୍ଧାଇ ଦେଲେ । ଆକାଶରୁ ନାନା ଅଳଙ୍କାର ପାଟଶାଢୀ ଖସିଲା । ଏହି ବିଚିତ୍ର ଦୃଶ୍ୟଦେଖି ବହୁ ସଂଖ୍ୟାରେ ଲୋକ ଜମିଗଲେ । ଉପସ୍ଥିତ ନରନାରୀ ବିସ୍ମିତ ହେଲେ । ପୁଅ ସୂର୍ଯ୍ୟଦେବଙ୍କୁ ପଚାରିଲା-“ବାପା ! ମୋର ମାଆ କାହିଁକି ଅସତୀ ବୋଲି ନିନ୍ଦା ପାଉଛନ୍ତି ? ଆପଣ ଯଦି ମୋର ବାପା ତେବେ ମୁଁ ଅଣବାବୁଆ ବୋଲି ଅପମାନିତ ହେଉଛି” ? ସୂର୍ଯ୍ୟଦେବ ଆଶ୍ୱସନା ଦେଇ କହିଲେ- “ତୋ ମାଆ ସତୀ । କିଛିଦିନ ପରେ ତୁ ଓ ତୋ ମାଆ ପୃଥିବୀରେ ପୂଜା ପାଇବ ।”
===ଦ୍ଵିତୀୟ କିମ୍ବଦନ୍ତୀ===
ଗୋଟିଏ ଚିଲ ଏବଂ ଗୋଟିଏ ଶୃଗାଳ ଏହି ଓଷା ପାଳନ କରିଥିଲେ । କେତେକ ସ୍ତ୍ରୀଲୋକ ଓଷାକୋଠି ପାଖରେ ବସି ଓଷା ପୂଜୁଥିବାରୁ ଦେଖି ସେମାନେ ଏଥିପ୍ରତି ମନ ବଳାଇଲେ । ଓଷେଇତି ଓଷା ଶେଷରେ ଯେଉଁ ପୂଜା ଜିନିଷ ଫୋପାଡ଼ି ଦେଇଥିଲେ ତାହା ସେମାନେ ସଂଗ୍ରହ କଲେ । ସେମାନେ ଛାଡ଼ି ଯାଇଥିବା ହଳଦୀ ଲଗାଇ ସ୍ନାନ କଲେ । ଚିଲଟି ନିଷ୍ଠାର ସହିତ କାଷ୍ଠାରେ ଓଷା କଲା । କିନ୍ତୁ ଶୃଗାଳଟି ଭୋକ ସମ୍ଭାଳି ପାରିଲାନାହିଁ । ରାତି ଭିତରେ କୋରଡ଼ ଭିତରେ ପଶି ମାଂସ ଖାଇଦେଲା । ଚିଲ କିଛି ଜାଣିନପାରି ଶିଆଳକୁ ପଚାରିଲା- ‘ ଭଉଣୀ ତୁ ଏତେବେଳେ କ’ଣ କଡ଼ମଡ଼ କରି ଚୋବାଉଛୁ ? ଶିଆଳ କହିଲା- କ’ଣ ଅଛି ଯେ ଚୋବାଇବି ? ଥଣ୍ଡାରେ ମୋ ଦାନ୍ତ କଡ଼ମଡ଼ ଶବ୍ଦ ହେଉଛି ।’ ପର ଜନ୍ମରେ ଓଷା ପ୍ରଭାବରୁ ଏହି ଚିଲ ଓ ଶୃଗାଳ ମଣିଷ ଜନ୍ମ ପାଇଲେ । ଉତ୍ତମ କୁଳରେ ଦୁଇ ଭଉଣି ହୋଇ ଜନ୍ମ ହେଲେ । ଶିଆଳ ବଡ ଭଉଣୀ ହେଲା, ଚିଲ ସାନ ଭଉଣୀ ଜନ୍ମ ହେଲା । ବଡ ଭଉଣୀ ମନ୍ତ୍ରୀ ଓ ସାନ ଭଉଣୀ ସାଧବକୁ ବିବାହ କଲେ । ପୂର୍ବ ଜନ୍ମରେ ବ୍ରତ ଖଣ୍ଡିତ କରିଥିବାରୁ ମନ୍ତ୍ରୀ ପତ୍ନୀ ପିଲାଛୁଆ ନହେବାରୁ କଷ୍ଟ ଓ ଦୁଃଖ ଅନୁଭବ କଲା । କିନ୍ତୁ ସାଧବାଣୀ ପୁତ୍ରବତୀ ହୋଇ ସୁଖରେ କାଳ କଟାଇଲା । ଫଳରେ ବଡ଼ ଭଉଣୀ ସାନ ଭଉଣୀକୁ ଇର୍ଷା କଲା । ସାନ ଭଉଣୀ (ସାଧବ ପତ୍ନୀ)ର ସନ୍ତାନମାନେ ମାଉସୀ ଘରକୁ ଖେଳିବାକୁ ଯାଆନ୍ତି । ବଡ଼ ଭଉଣୀ ତଥା ମନ୍ତ୍ରୀ ପତ୍ନୀ ଶୀଳାବତୀ ସେମାନଙ୍କୁ ବିଭିନ୍ନ ଭାବରେ ହତ୍ୟା କରି ସାଧବ ସ୍ତ୍ରୀ ପାଖକୁ ହାଣ୍ଡି, ଚାଙ୍ଗୁଡ଼ି ଇତ୍ୟାଦିରେ ପ୍ରତିଥର ମୃତ ପୁତ୍ରଙ୍କର ଶରୀର ପଠାଏ ଏବଂ ଦୂତୀବାହାନଙ୍କ ମହିମାରୁ ପୁଅମାନେ ଭଲରେ ଥାଆନ୍ତି । ପଠା ହୋଇଥିବା ମାୟା ପୁତ୍ରମାନଙ୍କର ଶରୀର ନଡ଼ିଆ, ଆଖୁ, ଅଦା, ଚଣା ଇତ୍ୟାଦି ଖାଦ୍ୟ ପଦାର୍ଥ ପାଲଟନ୍ତି । ସରଳ ସାଧବ ସ୍ତ୍ରୀ ଏକଥା ଜାଣିପାରେ ନାହିଁ । ପୁଅମାନେ ଠିକ୍ ସମୟରେ ବାହୁଡ଼ନ୍ତି ଏବଂ ମାଉସୀ ପଠାଇଥିବା ଖାଦ୍ୟ ଖାଇ ଖୁସି ହୁଅନ୍ତି । ବାରମ୍ବାର ମାରିବା ପରେ ପୁଅମାନେ ନ ମରିବାରୁ ଶୀଳାବତୀ ଆତଙ୍କିତ ହେଲା । ଏହି ଅବସରରେ ମନ୍ତ୍ରୀ ଏକଥା ଜାଣି ତାକୁ ଭର୍ତ୍ସନା କଲେ । ଶୀଳାବତୀକୁ ନେଇ ସାଧବାଣୀ ପାଖରେ କ୍ଷମା ମାଗିଲେ । କିନ୍ତୁ ଦୂତିବାହାନ ସାଧବାଣିକୁ ପୂର୍ବରୁ ସ୍ୱପ୍ନରେ ସବୁକଥା କହିଦେଇଥିଲେ । ସେ ଭଉଣୀ ଉପରେ ରାଗିଥିଲେ ମଧ୍ୟ ଦୂତୀବାହାନଙ୍କ ଓଷା କରିଥିବାରୁ ସବୁ ପ୍ରକାରେ ସାହାଯ୍ୟ କଲା । ସେମାନେ ଓଷା ପୂଜିବା ସମୟରେ ଦୂତୀବାହାନ ସାତବର୍ଷର ପିଲା ବେଶରେ ଧନୁରେ ଜୁଈର କାଠିଶର ଜୋଖି ଶୀଳାବତୀକୁ କାଣ୍ଡ ବିନ୍ଧିଲେ ଓ ତା’ର ମଡ଼ିଛି ଦୋଷ ଭଗ୍ନ ହୋଇ ସେ ପୁତ୍ରବତୀ ହେଲା । <ref>ସଂଚାର, ପୃଷ୍ଠା-୧୪, ୨୭ ସେପ୍ଟେମ୍ବର ୨୦୧୩</ref><ref>ଅରବିନ୍ଦ ପଟ୍ଟନାୟକ, ବ୍ରତ ସାହିତ୍ୟ, ପୃଷ୍ଠା-୫୧-୫୩, ISBN:81-7586-183-5</ref>
 
===ଦ୍ଵିତୀୟ କିମ୍ବଦନ୍ତୀ===
== ବିଧି ==
ଗୋଟିଏ ଚିଲ ଏବଂ ଗୋଟିଏ ଶୃଗାଳ ଏହି ଓଷା ପାଳନ କରିଥିଲେ । କେତେକ ସ୍ତ୍ରୀଲୋକ ଓଷାକୋଠି ପାଖରେ ବସି ଓଷା ପୂଜୁଥିବାରୁ ଦେଖି ସେମାନେ ଏଥିପ୍ରତି ମନ ବଳାଇଲେ । ଓଷେଇତି ଓଷା ଶେଷରେ ଯେଉଁ ପୂଜା ଜିନିଷ ଫୋପାଡ଼ି ଦେଇଥିଲେ ତାହା ସେମାନେ ସଂଗ୍ରହ କଲେ । ସେମାନେ ଛାଡ଼ି ଯାଇଥିବା ହଳଦୀ ଲଗାଇ ସ୍ନାନ କଲେ । ଚିଲଟି ନିଷ୍ଠାର ସହିତ କାଷ୍ଠାରେ ଓଷା କଲା । କିନ୍ତୁ ଶୃଗାଳଟି ଭୋକ ସମ୍ଭାଳି ପାରିଲାନାହିଁ । ରାତି ଭିତରେ କୋରଡ଼ ଭିତରେ ପଶି ମାଂସ ଖାଇଦେଲା । ଚିଲ କିଛି ଜାଣିନପାରି ଶିଆଳକୁ ପଚାରିଲା- ‘ ଭଉଣୀ ତୁ ଏତେବେଳେ କ’ଣ କଡ଼ମଡ଼ କରି ଚୋବାଉଛୁ ? ଶିଆଳ କହିଲା- କ’ଣ ଅଛି ଯେ ଚୋବାଇବି ? ଥଣ୍ଡାରେ ମୋ ଦାନ୍ତ କଡ଼ମଡ଼ ଶବ୍ଦ ହେଉଛି ।’ ପର ଜନ୍ମରେ ଓଷା ପ୍ରଭାବରୁ ଏହି ଚିଲ ଓ ଶୃଗାଳ ମଣିଷ ଜନ୍ମ ପାଇଲେ । ଉତ୍ତମ କୁଳରେ ଦୁଇ ଭଉଣି ହୋଇ ଜନ୍ମ ହେଲେ । ଶିଆଳ ବଡ ଭଉଣୀ ହେଲା, ଚିଲ ସାନ ଭଉଣୀ ଜନ୍ମ ହେଲା । ବଡ ଭଉଣୀ ମନ୍ତ୍ରୀ ଓ ସାନ ଭଉଣୀ ସାଧବକୁ ବିବାହ କଲେ । ପୂର୍ବ ଜନ୍ମରେ ବ୍ରତ ଖଣ୍ଡିତ କରିଥିବାରୁ ମନ୍ତ୍ରୀ ପତ୍ନୀ ପିଲାଛୁଆ ନହେବାରୁ କଷ୍ଟ ଓ ଦୁଃଖ ଅନୁଭବ କଲା । କିନ୍ତୁ ସାଧବାଣୀ ପୁତ୍ରବତୀ ହୋଇ ସୁଖରେ କାଳ କଟାଇଲା । ଫଳରେ ବଡ଼ ଭଉଣୀ ସାନ ଭଉଣୀକୁ ଇର୍ଷା କଲା । ସାନ ଭଉଣୀ (ସାଧବ ପତ୍ନୀ)ର ସନ୍ତାନମାନେ ମାଉସୀ ଘରକୁ ଖେଳିବାକୁ ଯାଆନ୍ତି । ବଡ଼ ଭଉଣୀ ତଥା ମନ୍ତ୍ରୀ ପତ୍ନୀ ଶୀଳାବତୀ ସେମାନଙ୍କୁ ବିଭିନ୍ନ ଭାବରେ ହତ୍ୟା କରି ସାଧବ ସ୍ତ୍ରୀ ପାଖକୁ ହାଣ୍ଡି, ଚାଙ୍ଗୁଡ଼ି ଇତ୍ୟାଦିରେ ପ୍ରତିଥର ମୃତ ପୁତ୍ରଙ୍କର ଶରୀର ପଠାଏ ଏବଂ ଦୂତୀବାହାନଙ୍କ ମହିମାରୁ ପୁଅମାନେ ଭଲରେ ଥାଆନ୍ତି । ପଠା ହୋଇଥିବା ମାୟା ପୁତ୍ରମାନଙ୍କର ଶରୀର ନଡ଼ିଆ, ଆଖୁ, ଅଦା, ଚଣା ଇତ୍ୟାଦି ଖାଦ୍ୟ ପଦାର୍ଥ ପାଲଟନ୍ତି । ସରଳ ସାଧବ ସ୍ତ୍ରୀ ଏକଥା ଜାଣିପାରେ ନାହିଁ । ପୁଅମାନେ ଠିକ୍ ସମୟରେ ବାହୁଡ଼ନ୍ତି ଏବଂ ମାଉସୀ ପଠାଇଥିବା ଖାଦ୍ୟ ଖାଇ ଖୁସି ହୁଅନ୍ତି । ବାରମ୍ବାର ମାରିବା ପରେ ପୁଅମାନେ ନ ମରିବାରୁ ଶୀଳାବତୀ ଆତଙ୍କିତ ହେଲା । ଏହି ଅବସରରେ ମନ୍ତ୍ରୀ ଏକଥା ଜାଣି ତାକୁ ଭର୍ତ୍ସନା କଲେ । ଶୀଳାବତୀକୁ ନେଇ ସାଧବାଣୀ ପାଖରେ କ୍ଷମା ମାଗିଲେ । କିନ୍ତୁ ଦୂତିବାହାନ ସାଧବାଣିକୁ ପୂର୍ବରୁ ସ୍ୱପ୍ନରେ ସବୁକଥା କହିଦେଇଥିଲେ । ସେ ଭଉଣୀ ଉପରେ ରାଗିଥିଲେ ମଧ୍ୟ ଦୂତୀବାହାନଙ୍କ ଓଷା କରିଥିବାରୁ ସବୁ ପ୍ରକାରେ ସାହାଯ୍ୟ କଲା । ସେମାନେ ଓଷା ପୂଜିବା ସମୟରେ ଦୂତୀବାହାନ ସାତବର୍ଷର ପିଲା ବେଶରେ ଧନୁରେ ଜୁଈର କାଠିଶର ଜୋଖି ଶୀଳାବତୀକୁ କାଣ୍ଡ ବିନ୍ଧିଲେ ଓ ତା’ର ମଡ଼ିଛି ଦୋଷ ଭଗ୍ନ ହୋଇ ସେ ପୁତ୍ରବତୀ ହେଲା । <ref>ସଂଚାର, ପୃଷ୍ଠା-୧୪, ୨୭ ସେପ୍ଟେମ୍ବର ୨୦୧୩</ref><ref>ଅରବିନ୍ଦ ପଟ୍ଟନାୟକ, ବ୍ରତ ସାହିତ୍ୟ, ପୃଷ୍ଠା-୫୧-୫୩, ISBN:81-7586-183-5</ref>
ଲେଉଟିଆ ଶାଗ ବ୍ୟତୀତ ଅନ୍ୟାନ୍ୟ ପନିପରିବାକୁ ନେଇ ବ୍ୟଞ୍ଜନ ପ୍ରସ୍ତୁତ କରି ଖିରିପିଠା ଇତ୍ୟାଦି ପ୍ରସ୍ତୁତ କରି ସନ୍ଧ୍ୟାରେ ସ୍ନାନ କରି ଗଙ୍ଗାମାତାଙ୍କୁ ପୂଜା କରି ରାତିରେ ଦୂତୀବାହନଙ୍କୁ ଫଳ ଭୋଗ ଦେଇ ଓଷାର ଉପାଖ୍ୟାନ ଶୁଣିଥା'ନ୍ତି ।<ref> ଦୁତୀବାହ‌ନ ଓଷା. ସମାଜ (ସେପ୍ଟେମ୍ବର ୨୭, ୨୦୧୩).ପୃ. ୨</ref> ଯେଉଁ ସଧବା ନାରୀ ଏହି ଓଷା କରନ୍ତି ସେ ନଦୀ କିମ୍ବା ପୋଖରୀ ତୁଠକୁ ଭଲ ଭାବରେ ପରିଷ୍କାର କରିଦିଅନ୍ତି । ବାଲିରେ ଚିଲ ଏବଂ ଶିଆଳର ଚିତ୍ର ଆଙ୍କି [[ଅପାମାର୍ଗ|ଅପମାରଙ୍ଗ]] [[ଦାନ୍ତକାଠି]] ଦୁଇଖଣ୍ଡ ସେମାନଙ୍କୁ ଅର୍ପଣ କରନ୍ତି । ତା'ସହିତ ଧୂପଦୀପ ଦେଇ ତାଙ୍କୁ ପୂଜା କରନ୍ତି । ପୂଜା ଶେଷକରି ସୂର୍ଯ୍ୟଦେବତାଙ୍କୁ ପ୍ରଣାମକରି ଏକମୁହାଁ ହୋଇ ଘରକୁ ଲେଉଟି ଆସନ୍ତି । ତା'ପରେ ନିଜେ ବେଶଭୂଷା ହୋଇ ଗୋଟିଏ ସ୍ଥାନକୁ ଗୋବର ପାଣିରେ ଲିପି ପୋଛି ରନ୍ଧାବଢ଼ା କରିଥିବା ଜିନିଷକୁ ସେଇଠାରେ ଥୋଇ ଦିଅନ୍ତି । ତାକୁ ସେମାନେ ଦୂତୀବାହନଙ୍କୁ ନୈବେଦ୍ୟ ଦିଅନ୍ତି । ଯାହା ପ୍ରସ୍ତୁତ କରାଯାଇଥାଏ ତାକୁ ବନ୍ଧୁବାନ୍ଧବ ପିଲା ସମସ୍ତଙ୍କୁ ଦିଆଯାଏ । ଏଇ ଭଳି ସପ୍ତମୀ ରାତ୍ରିରେ ଚିଲ ଓ ଶିଆଳକୁ ମନେମନେ ସ୍ମରଣକରି ତା'ପରଦିନ ପ୍ରଭାତରୁ ତାଙ୍କୁ ଯାଇ ଭେଟିବାକୁ ହୁଏ । ସ୍ନାନ ଶେଷକରି ସେହି ଦିନଯାକ ନିର୍ଜଳା ଉପବାସ କରିବାକୁ ପଡ଼େ ।<ref>{{cite web |url= http://incredibleorissa.com/en/pua-jiuntia-celebration-western-orissa/ |title=Pua Jiuntia - Dutibahana Osha celebrated Western Orissa Kosal region |first=Surya |last= |work=incredibleorissa.com |year=2012 |quote=fasting the whole day without water for the wellbeing of their children. |accessdate=2 November 2012}}</ref> ସନ୍ଧ୍ୟା ସମୟରେ ସେ ସ୍ଥାନକୁ ପବିତ୍ର କରି ସେଠାରେ ଗୋଟିଏ କୋଠି ତିଆରି କରାଯାଏ । ଚାରିପାଖରୁ ମାଟିଖୋଳି ନେଇ ମଝିଟିକୁ ଛାଡ଼ି ଦିଆଯାଏ ସତେ ଯେମିତି ଚାରିପାଖରେ ପାଣି ରହିଲେ ମଝି ଅଂଶ ଗୋଟିଏ ଦ୍ଵୀପପରି ଜଣାପଡ଼ିବ । ଏହି କୋଠି ଅତି କମ୍‌ରେ ଦୁଇହାତ ଲମ୍ବା ହେବା ଦରକାର । ତା'ମଝିରେ ତୁଳସୀଗଛ ଲଗାଯାଏ- ଏବଂ କଦଳୀ ଗଛ ପୋତାଯାଏ । ଯଦି କେହି ଅପୁତ୍ରିକ ଥାଆନ୍ତି ତା'ହେଲେ ବାସ ଏବଂ ଯୁଇଡାଳ ଆଣି ତାରି ପାଖରେ ପୋତି ରଖନ୍ତି । ବିଭିନ୍ନ ବର୍ଣ୍ଣର [[ମୁରୁଜ]] କରି ସୂର୍ଯ୍ୟ ଦେବତାଙ୍କର କାଳ୍ପନିକ ଚିତ୍ର ଆଙ୍କି, ଚିଲ ଏବଂ ଶିଆଳକୁ ଉତ୍ତରରେ ରଖି ପଶ୍ଚିମରେ ଦୂତୀବାହନଙ୍କୁ ସ୍ଥାପନ କରି ଥାଆନ୍ତି । ସେଦିନ ସମସ୍ତେ ଶୁକ୍ଳବସ୍ତ୍ର ପରିଧାନ କରନ୍ତି । ଏଥିପାଇଁ ଆଖୁ, [[କଦଳୀ]], କନ୍ଦମୂଳ, [[ନଡ଼ିଆ]], ମୁଗ, ସୋଲା, ନାରଙ୍ଗ, [[ପାନ]], କାକୁଡି, କମଳା, ଜହ୍ନି, କଖାରୁ ଏଭଳି ଏକୋଇଶ ପ୍ରକାର ଦ୍ରବ୍ୟକୁ ଚାଙ୍ଗୁଡ଼ିରେ ଥୋଇ ତା' ଉପରେ ଗୋଟିଏ ନୂଆଲୁଗା ପକାଇ ଆସ୍ଥାନ ପାଖରେ ନେଇ ରଖାଯାଏ । ତା'ସହିତ କଉଡ଼ି, ଚଉରାଅଶୀଟା ଗୁଆ ସେହି କୋଠି ଭିତରେ ପକାଇବାକୁ ହୁଏ । ଏହି ପ୍ରକାର ବିଧିରେ ଓଷା ଶେଷକରି ଓଷା ଦ୍ରବ୍ୟକୁ ନିଜେ ନଖାଇ ରାତି ନ ପାହୁଣୁ ସ୍ନାନ କରି ବିବିଧ ବ୍ୟଞ୍ଜନ ପ୍ରସ୍ତୁତ କରି ସମସ୍ତଙ୍କୁ ବାଣ୍ଟି ଦିଆଯାଏ । ସାଧାରଣତଃ ଅପୁତ୍ରିକ ପୁତ୍ର ଲାଭ ଆଶାରେ <ref name="Gajrani2004">{{cite book|author=S. Gajrani|title=History, Religion and Culture of India|url=http://books.google.com/books?id=Ksgz4Fvt57QC&pg=PA193|accessdate=2 November 2012|date=1 September 2004|publisher=Gyan Publishing House|isbn=978-81-8205-063-1|pages=193–}}</ref>ଏବଂ ସନ୍ତାନବତୀ ମା' ସନ୍ତାନମାନଙ୍କର ଦୀର୍ଘଜୀବନ କାମନ କରି ଏ ପ୍ରକାର ଓଷା କରୁଥିବାରୁ ଏହି ଓଷା ପ୍ରତ୍ୟେକ ହିନ୍ଦୁ ନାରୀ ପ୍ରାଣରେ ଗଭୀର ରେଖାପାତ କରିଥାଏ । କୌଣସି ଲୋକ ବିପଦରୁ ରକ୍ଷା ପାଇଲେ ଲୋକମାନେ କହିଥା'ନ୍ତି, 'ସତରେ ମା' ତୋର ଦୂତୀଆ ପୂଜିଥିଲା । ତେଣୁ ରକ୍ଷା ପାଇଗଲୁ ।'
ପୁତ୍ରବତୀ ମା' ପୁତ୍ରର ଚନ୍ଦ୍ର ରିଷ୍ଟ ଖଣ୍ଡନ ପାଇଁ ଦ୍ଵୀତୀୟା ଓଷା କରିଥାନ୍ତି । ତେଣୁ ଜନ୍ମ ସମୟରେ ଚନ୍ଦ୍ରର ପ୍ରଭାବକୁ ଲାଘବ କରିବା ପାଇଁ ଦ୍ଵୀତୀୟା ଚାନ୍ଦ ପୂଜା କରିବା ଯେପରି ଦରକାର ପଡ଼େ ସେହିପରି ସୂର୍ଯ୍ୟ ଦେବତାଙ୍କୁ ପୂଜା କରିବା ପାଇଁ ଏ ପ୍ରକାର ବିଧି ବିଧାନର ଆୟୋଜନ କରାଯାଇଛି ।
 
== ଆଧାର ==