"ଦୂତୀବାହନ ଓଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
'''ଦୁତିବାହନ ଓଷା"ରୁ ଆଣି ଏଠାରେ ମିଶାଗଲା
ବନାନ ଠିକ କରାଗଲା
୨୨ କ ଧାଡ଼ି:
}}
 
'''ଦୁତିଦୂତୀ ବାହନ ଓଷା''' ('''ଦୁତିଆଦୂତୀଆ ଓଷା''', '''ପୁଅ ଜିଉଁତିଆ ଓଷା''' ବା '''ଜୀମୂତବାହନ ଉପବାସ''' ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆଦୂତୀଆ" ବା "ଦୁତିଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି ।<ref>{{cite web|last=ପ୍ରହରାଜ|first=ଗୋପାଳ ଚନ୍ଦ୍ର|title=ଦୁତୀଆ ଓଷା|url=http://dsalsrv02.uchicago.edu/cgi-bin/philologic/getobject.pl?c.25:3234.praharaj|accessdate=3 May 2014}}</ref> ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । <ref>{{cite web |url= http://newindianexpress.com/states/odisha/article1290244.ece |title=Pua Juintia: Celebrating a special bond - The New Indian Express |first= |last= |work=newindianexpress.com |year=2012 |quote=‘Dutibahana Osha’ is observed on Ashwina Krushna Pakhya Astami (eighth day of dark fortnight of Ashwina month as per the Odia calendar) |accessdate=2 November 2012}}</ref>ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି ।<ref name="samaja">{{cite news|title=ଆଜି ବାତ୍ସଲ୍ୟ ମମତାର ଓଷା "ପୋ ଜିଉଁତିଆ"|accessdate=16 September 2014|newspaper=ସମାଜ|date=16 September 2014}}</ref> କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
 
== କାରଣ ==
୩୨ କ ଧାଡ଼ି:
 
== ପାଳନ ବିଧି ==
ଏହି ବ୍ରତର ଉପାସ୍ୟ ଦେବତା [[ଜିମୂତ ବାହନ]] । [[ଓଡ଼ିଆ ଭାଷା|ଓଡ଼ିଆ]] କବି [[ପୁରୁଷୋତ୍ତମ ଦାସ]]ଙ୍କ ରଚିତ "ଦୁତିଆଦୂତୀଆ ଓଷା କଥା"ରେ ଜିମୂତବାହନ [[ସୂର୍ଯ୍ୟ (ଦେବତା)|ସୂର୍ଯ୍ୟ]]ଙ୍କ ପୁଅ ବୋଲି ଅଭିହିତ କରାଯାଇଛି । କେବଳ ସଧବା ନାରୀମାନେ ଏହି ଓଷା କରିଥାନ୍ତି । ଜିଉଁତିଆର ପୂର୍ବ ଦିନ ଓଷା କାରିଣୀମାନେ ନଦୀ କିମ୍ବା ପୋଖରୀ ତୁଠକୁ ଭଲ ଭାବରେ ପରିଷ୍କାର କରିଦିଅନ୍ତି । ୧୦୮ ଅକ୍ଷତ ଅରୁଆ ଚାଉଳ, ୧୦୮ [[ଦୁବ]], ନାନାପ୍ରକାରର ଫୁଲ ଓ ଆଖୁ, [[କଦଳୀ]], କନ୍ଦମୂଳ, [[ନଡ଼ିଆ]], ଗଜା [[ମୁଗ]], [[ବଡ଼ଚଣା (ଶସ୍ୟ)|ବଡ଼ଚଣା]], ସୋଲା, ନାରଙ୍ଗ, [[ପାନ]], କାକୁଡି, କମଳା, ଜହ୍ନି, କଖାରୁ ଆଦି୨୧ ପ୍ରକାରର ଫଳ ଓ ପରିବା ଆଣିଥାନ୍ତି । ସପ୍ତମୀ ରାତ୍ରିରେ ଚିଲ ଓ ଶିଆଳକୁ ମନେମନେ ସ୍ମରଣକରି ତା'ପରଦିନ ପ୍ରଭାତରୁ ତାଙ୍କୁ ଯାଇ ଭେଟିବାକୁ ହୁଏ । ସ୍ନାନ ଶେଷକରି ସେହି ଦିନଯାକ ନିର୍ଜଳା ଉପବାସ କରିବାକୁ ପଡ଼େ ।<ref>{{cite web |url= http://incredibleorissa.com/en/pua-jiuntia-celebration-western-orissa/ |title=Pua Jiuntia - Dutibahana Osha celebrated Western Orissa Kosal region |first=Surya |last= |work=incredibleorissa.com |year=2012 |quote=fasting the whole day without water for the wellbeing of their children. |accessdate=2 November 2012}}</ref> ସନ୍ଧ୍ୟା ସମୟରେ ପୂଜା ସ୍ଥାନକୁ ପବିତ୍ର କରି ସେଠାରେ ଗୋଟିଏ କୋଠି ତିଆରି କରାଯାଏ । ଚାରିପାଖରୁ ମାଟିଖୋଳି ନେଇ ମଝିଟିକୁ ଛାଡ଼ି ଦିଆଯାଏ ସତେ ଯେମିତି ଚାରିପାଖରେ ପାଣି ରହିଲେ ମଝି ଅଂଶ ଗୋଟିଏ ଦ୍ଵୀପପରି ଜଣାପଡ଼ିବ । ଏହି କୋଠି ଅତି କମରେ ଦୁଇହାତ ଲମ୍ବା ହେବା ଦରକାର । ତା'ମଝିରେ ତୁଳସୀଗଛ ଲଗାଯାଏ ଏବଂ କଦଳୀ ଗଛ ପୋତାଯାଏ ।
 
ଖୋଳାଯାଇ ଏକ [[ବିଲ]] ତିଆରି କରି ତହିଁରେ ବାଲି ଦେଇ ବେଦୀ ନିର୍ମାଣ କରାଯାଇଥାଏ । ବେଦୀର ପୂର୍ବ ପାଖରେ ସୂର୍ଯ୍ୟ ଓ ପଶ୍ଚିମ ପାଖରେ ଏକ କଦଳୀ ଗଛକୁ ଜିମୂତବାହନଙ୍କ ପ୍ରତୀକ ରୂପେ ପୂଜା କରାଯାଇଥାଏ । ଲେଉଟିଆ ଶାଗ ବ୍ୟତୀତ ଅନ୍ୟାନ୍ୟ ପନିପରିବାକୁ ନେଇ ବ୍ୟଞ୍ଜନ ପ୍ରସ୍ତୁତ କରି ଖିରିପିଠା ଇତ୍ୟାଦି ପ୍ରସ୍ତୁତ କରି ସନ୍ଧ୍ୟାରେ ସ୍ନାନ କରି ଗଙ୍ଗାମାତାଙ୍କୁ ପୂଜା କରି ରାତିରେ ଦୂତୀବାହନଙ୍କୁ ଫଳ ଭୋଗ ଦେଇ ଓଷାର ଉପାଖ୍ୟାନ ଶୁଣିଥା'ନ୍ତି ।<ref> ଦୁତୀବାହ‌ନ ଓଷା. ସମାଜ (ସେପ୍ଟେମ୍ବର ୨୭, ୨୦୧୩).ପୃ. ୨</ref> ଯଦି କେହି ଅପୁତ୍ରିକ ଥାଆନ୍ତି ତା'ହେଲେ ବାସ ଓ [[ଯୁଇ]] ଡାଳ ଆଣି ତାରି ପାଖରେ ପୋତି ରଖନ୍ତି । ବିଭିନ୍ନ ବର୍ଣ୍ଣର [[ମୁରୁଜ]] କରି ସୂର୍ଯ୍ୟ ଦେବତାଙ୍କର କାଳ୍ପନିକ ଚିତ୍ର ଆଙ୍କି, ଚିଲ ଏବଂ ଶିଆଳକୁ ଉତ୍ତରରେ ରଖି ପଶ୍ଚିମରେ ଦୂତୀବାହନଙ୍କୁ ସ୍ଥାପନ କରି ଥାଆନ୍ତି । ବ୍ରତ ଧାରଣ କରିଥିବା ନାରୀମାନେ ବାଲିରେ ଚିଲ ଏବଂ ଶିଆଳର ଚିତ୍ର ଆଙ୍କି [[ଅପାମାର୍ଗ]] କାଠିରେ ଦାନ୍ତ ଘସିଥାନ୍ତି । ସେଦିନ ସମସ୍ତେ ଶୁକ୍ଳବସ୍ତ୍ର ପରିଧାନ କରନ୍ତି । ଏଥିପାଇଁ ଯୋଗାଡ଼ କରିଥିବା ୨୧ପ୍ରକାର ଫଳ ଓ ପରିବାକୁ ଚାଙ୍ଗୁଡ଼ିରେ ଥୋଇ ତା' ଉପରେ ଗୋଟିଏ ନୂଆଲୁଗା ପକାଇ ଆସ୍ଥାନ ପାଖରେ ନେଇ ରଖାଯାଏ । ତା'ସହିତ କଉଡ଼ି, ଚଉରାଅଶୀଟା ଗୁଆ ସେହି କୋଠି ଭିତରେ ପକାଇବାକୁ ହୁଏ । ଏହି ପ୍ରକାର ବିଧିରେ ଓଷା ଶେଷକରି ଓଷା ଦ୍ରବ୍ୟକୁ ନିଜେ ନଖାଇ ରାତି ନ ପାହୁଣୁ ସ୍ନାନ କରି ବିବିଧ ବ୍ୟଞ୍ଜନ ପ୍ରସ୍ତୁତ କରି ସମସ୍ତଙ୍କୁ ବାଣ୍ଟି ଦିଆଯାଏ । ସାଧାରଣତଃ ଅପୁତ୍ରିକ ପୁତ୍ର ଲାଭ ଆଶାରେ <ref name="Gajrani2004">{{cite book|author=S. Gajrani|title=History, Religion and Culture of India|url=http://books.google.com/books?id=Ksgz4Fvt57QC&pg=PA193|accessdate=2 November 2012|date=1 September 2004|publisher=Gyan Publishing House|isbn=978-81-8205-063-1|pages=193–}}</ref>
୪୦ କ ଧାଡ଼ି:
ସନ୍ତାନବତୀ ମା' ସନ୍ତାନମାନଙ୍କର ଦୀର୍ଘଜୀବନ କାମନ କରି ଏ ପ୍ରକାର ଓଷା କରୁଥିବାରୁ ଏହି ଓଷା ପ୍ରତ୍ୟେକ ଓଡ଼ିଆ ନାରୀ ପ୍ରାଣରେ ଗଭୀର ରେଖାପାତ କରିଥାଏ । କୌଣସି ଲୋକ ବିପଦରୁ ରକ୍ଷା ପାଇଲେ ଲୋକମାନେ କହିଥା'ନ୍ତି, 'ସତରେ ମା' ତୋର ଦୂତୀଆ ପୂଜିଥିଲା । ତେଣୁ ରକ୍ଷା ପାଇଗଲୁ ।'
ପୁତ୍ରବତୀ ମା' ପୁତ୍ରର ଚନ୍ଦ୍ର ରିଷ୍ଟ ଖଣ୍ଡନ ପାଇଁ ଦୁତିଆଦୂତୀଆ ଓଷା କରିଥାନ୍ତି । ତେଣୁ ଜନ୍ମ ସମୟରେ ଚନ୍ଦ୍ରର ପ୍ରଭାବକୁ ଲାଘବ କରିବା ପାଇଁ ଦ୍ଵୀତୀୟା ଚାନ୍ଦ ପୂଜା କରିବା ଯେପରି ଦରକାର ପଡ଼େ ସେହିପରି ସୂର୍ଯ୍ୟ ଦେବତାଙ୍କୁ ପୂଜା କରିବା ପାଇଁ ଏ ପ୍ରକାର ବିଧି ବିଧାନର ଆୟୋଜନ କରାଯାଇଛି ।
 
{{Rquote|right|ପୁଅ ଜିଉଁତିଆ ଓଷା ମଣିଷର ଧର୍ମୀୟ ଅନୁଚିନ୍ତାକୁ ସୁଦୃଢ଼ କରିବା ସହିତ ମାତାପୁତ୍ରର ଅନାବିଳ ସ୍ନେହ ମମତାକୁ ଋଦ୍ଧିମନ୍ତ କରିଥାଏ । ଏହି ଓଷା ପଶ୍ଚିମ ଓଡ଼ିଶାରେ ସର୍ବତ୍ର ପାଳିତ ହୋଇଥାଏ ଏବଂ ଏହି ଦିନଠାରୁ ପାର୍ବଣ ଋତୁର ଶୁଭାରମ୍ଭ ହୋଇଥାଏ । ଚିରଶୁଦ୍ଧି, ଧର୍ମୋପାସନା ଓ ଭାଗବତପ୍ରାପ୍ତି ଦିଗରେ ଏହି ପୁଅ ଜିଉଁତିଆ ଓଷାର ଉପାଦେୟତା ଅପରିହାର୍ଯ୍ୟ[|ଦେବାଶିଷ ପାଣ୍ଡିଆ, ସାମାଜିକ ଗବେଷକ<ref name="samaja"/>}}