"ବିଶ୍ୱନାଥ ପଟ୍ଟନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୩୨ କ ଧାଡ଼ି:
'''ବିଶ୍ଵନାଥ ପଟ୍ଟନାଯକ''' ହେଉଛନ୍ତି [[ଓଡ଼ିଶା]]ର ଜଣେ ସୁନାମଧନ୍ୟ ସମାଜ ସେବୀ । ସେ ଜଣେ ଜଣାଶୁଣା ଗାନ୍ଧୀବାଦି ସର୍ବୋଦୟ ନେତା । କୁଜେନ୍ଦ୍ରି ଏବଂ ବାଲିଗୁଡା ଅଞ୍ଚଳରେ ଆଦିବାସୀଙ୍କ ନିମନ୍ତେ ସମାଜସେବା ହେତୁ ତାଙ୍କୁ ୨୦୦୮ ମସିହାରେ ଜମୁନାଲାଲ ବଜାଜ ସମ୍ମାନ ମିଳିଛି<ref>[http://www.jamnalalbajajfoundation.org/awards/archives/2008/constructive-work/biswanath-pattnaik "Jamnalal Bajaj awards-2008"] ଜମୁନାଲାଲ ବଜାଜ ସମ୍ମାନ 2008</ref> ।
== ପ୍ରାଥମିକ ଜୀବନ ==
[[ଗଞ୍ଜାମ ଜିଲ୍ଲା]]ର କୁମରଡା ଗାଆଁରେ ତାଙ୍କ ଜନ୍ମ । ପିଲାଦିନୁ ବାପାଙ୍କୁ ହରାଇଥିବା ବିଶ୍ଵନାଥ ପଟ୍ଟନାଯକ ତାଙ୍କ ଜେଜେବାପାଙ୍କଜେଜେବାପା ଶ୍ରୀ ଘନଶ୍ୟାମ ପଟ୍ଟନାଯକଙ୍କ ଯତ୍ନରେ ବଢ଼ିଥିଲେ । ଶ୍ରୀକାକୁଲମଠାରେ ଅଷ୍ଟମ ଯାଏଁ ପଢିବା ପରେ ପାଠରେ ଡୋରି ବନ୍ଧା ହେଲା । ଗାଁ ସ୍କୁଲରେ ମାତ୍ର ସାତ ଟଙ୍କା ଦରମାରେ ଜଣେ ଇନଫରମାଲ ଶିକ୍ଷକ ଭାବେ ଚାକିରି ଆରମ୍ଭ କଲେ । ଶିକ୍ଷକତା କରୁଥିବା ବେଳେ ସେ [[ଗୋପବନ୍ଧୁ ଚୌଧୁରୀ]]ଙ୍କ ଦ୍ୱାରା ପ୍ରଭାବିତ ହୋଇଥିଲେ ଏବଂ ତାଙ୍କ ସହକର୍ମୀ ଭାବେ କାମ କଲେ ।
 
== ସମାଜସେବା ==