"ଗୁଣପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୭ କ ଧାଡ଼ି:
 
== ଇତିହାସ ==
ଗୁଣପୁର ସହରଟି ପ୍ରଥମେ ଛୋଟ ଏକ ଗାଁ କାମ୍ପଗୁଡା ନାମରେ ପରିଚିତ ଥିଲା । ବର୍ତ୍ତମାନ ସହରରେ ସଂଖ୍ୟାଧିକ ଲୋକ ମୂଖ୍ୟତଃ ଓଡିଆ ଏବଂ ତେଲୁଗୁ କହନ୍ତି । ଆଦିବାସୀ ସଂପ୍ରଦାୟ ସୌରା ଏବଂ କୁଇ ଭାଷା ବ୍ୟବହାର କରନ୍ତି । ଗୂଣପୁରର ଉଚ୍ଚବିଦ୍ୟାଳୟଟି ଜିଲ୍ଲାର ସର୍ବପ୍ରଚୀନସର୍ବପ୍ରାଚୀନ ଉଚ୍ଚ ବିଦ୍ୟାଳୟ ମଧ୍ୟରୁ ଅନ୍ୟତମ ।
 
==ଭୂଗୋଳ==
"https://or.wikipedia.org/wiki/ଗୁଣପୁର"ରୁ ଅଣାଯାଇଅଛି