"କୃଷ୍ଣଚନ୍ଦ୍ର ବକ୍ସିପାତ୍ର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Hpsatapathy (ଆଲୋଚନା | ଅବଦାନ) ଟିକେNo edit summary |
Hpsatapathy (ଆଲୋଚନା | ଅବଦାନ) ଟିକେNo edit summary |
||
୨୦ କ ଧାଡ଼ି:
}}
କୃଷ୍ଣଚନ୍ଦ୍ର ବକ୍ସିପାତ୍ର ଅବିଭକ୍ତ କୋରାପୁଟ ଜିଲ୍ଲାର ଜଣେ ସମାଜସେବୀ । ଉତ୍କଳ ସମ୍ମିଳନୀର ପୂର୍ବତନ ଜିଲ୍ଲା ସଭାପତି ତଥା [[
== ଜୀବନ କାଳ ==
କୃଷ୍ଣଚନ୍ଦ୍ର ବକ୍ସିପାତ୍ରଙ୍କ ଜନ୍ମ ହୁଏ ୧୯୨୭ ମସିହା ମେ ମାସ ୬ ତାରିଖ ଦିନ ତାଙ୍କ ମାମୁଁଘର ପାରଳାଖେମୁଣ୍ଡିଠାରେ । ପିଲାଟି ଦିନରୁ ସେ ଧୀରସ୍ଥିର ପ୍ରକୃତିର ଥିଲେ । ପ୍ରାଇମେରୀ ଶିକ୍ଷା ରାୟଗଡ଼ାରେ ସମପନ କରି ସେ ପାରଳାଖେମୁଣ୍ଡିଠାରେ ସ୍ନାତକ (ବି.ଏ) ପର୍ୟ୍ୟନ୍ତ ପଢିଥିଲେ । ୧୯୪୮ରେ ବି.ଏ. ପାସ୍ ପରେ ସେ ବି.ଏଲ୍. ପଢିଲେ । ତାପରେ ସେ ଦେଲେ ଓ.ଏ.ଏସ୍. ପରୀକ୍ଷା । ବାପାଙ୍କ ସ୍ଵାଭିମାନକୁ ସମ୍ମାନ ଜଣାଇ ସେ ଚାକିରିର ମୋହରୁ ନିଜକୁ ଦୂରେଇ ରଖିଲେ ଏବଂ ଜନସେବାରେ ନିଜକୁ ନିୟୋଜିତ କଲେ । ସେତେବେଲେ [[ବିଶ୍ଵନାଥ ପଟ୍ଟନାୟକ]] କୁଜେନ୍ଦ୍ରିରେ ରହି ସ୍ଵାଧୀନତା ଆନ୍ଦୋଳନରେ ଭାଗ ନେଇଥାନ୍ତି । କୃଷ୍ଣଚନ୍ଦ୍ର ତାଙ୍କ ପ୍ରତ୍ୟକ୍ଷ ସଂପର୍କରେ ଆସିଲେ ।
|