"କାର୍ତ୍ତିକ ପୂର୍ଣ୍ଣିମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Wikipedia python library
ଟିକେ →‎୨୦୧୫ ତାରିଖ: ୨୫ ନଭେମ୍ବର
୪ କ ଧାଡ଼ି:
|type = hindu
|image = DangaBhasa_KarikPurnima_Bhubaneswar.JPG
|caption= କାର୍ତ୍ତିକ ପୂର୍ଣ୍ଣମାରେ ଡଙ୍ଗାବସାଡଙ୍ଗାଭସା
|nickname= ଦେବ ଦୀପାବଳି, ରାସ ପୂର୍ଣ୍ଣିମା
|longtype=ଧାର୍ମିକ
|observedby= ହିନ୍ଦୁଧର୍ମାବଲମ୍ବୀ, ଜୈନଧର୍ମାବଲମ୍ବୀ
|observedby= ହିନ୍ଦୁ, ଶିଖ ଓ ଜୈନ ଧର୍ମାବଲମ୍ବୀ
|date= [[କାର୍ତ୍ତିକ]] [[ପୂର୍ଣ୍ଣିମା]]
|date2013 = ୧୭ନଭେମ୍ବର (ରବିବାର)
|date{{#time:Y|last year}} =
|date2014 = ୬ ନଭେମ୍ବର (ଗୁରୁବାର)
|date{{#time:Y}} = ୧୭ନଭେମ୍ବର (ରବିବାର)<ref>{{cite web |url= http://www.drikpanchang.com/calendars/hindu/hinducalendar.html |title=2013 Hindu Festivals Calendar for India |first= |last=|work=drikpanchang.com |year=2013|quote=17 Sunday Kartik Purnima |accessdate=1 February 2013}}</ref>
|date2015 = ୨୫ ନଭେମ୍ବର (ବୁଧବାର)<ref>{{cite web|title=2015 Kartik Purnima|url=http://www.drikpanchang.com/purnima/kartik/kartik-purnima-date-time.html?year=2015|publisher=DrikPanchang|accessdate=2 November 2014}}</ref>
|observances= ପୂଜା, ଡଙ୍ଗାଭସା
|significance=
|relatedto = [[ରାସ ପୂର୍ଣ୍ଣିମା]]
}}
କାର୍ତ୍ତିକ ପୂର୍ଣ୍ଣମା, ରାସ ବା [[ରାସ ପୂର୍ଣ୍ଣିମା]] ନାମରେ ମଧ୍ୟ ପରିଚିତ ‌। [[ଓଡ଼ିଶା|ଓଡ଼ିଶାର]] ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡିତ । ଅପର ପକ୍ଷରେ ଐତିହାସିକ ଦୃଷ୍ଟିକୋଣରୁ ମଧ୍ୟ ଏହା କମ୍ ଗୁରୁତ୍ଵପୂର୍ଣ୍ଣ ନୁହେଁଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
 
ବିଶ୍ଵଜନନୀ କରୁଣାମୟୀ ମା [[ଦୁର୍ଗା]]ଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ ମା [[କାଳୀ]]ଙ୍କ ଆରାଧନା ଅତ୍ୟନ୍ତ ଆଡମ୍ବରଆଡ଼ମ୍ବର ସହକାରେ ସମାହିତ ହୁଏ । ଏହାଦେବ ପରେପରେସେନାପତି ହେମନ୍ତଚିର ପ୍ରକୃତିର ମେଘମୁକ୍ତ ଆକାଶ ତଳେ ଧରଣୀ ରାଣୀ ପାର୍ବତୀ ନନ୍ଦନକୁମାର [[କାର୍ତ୍ତିକେୟ]]ଙ୍କ ବନ୍ଦନାରେ ଆତ୍ମବିସ୍ମୃତ ହୋଇ ଉଠେ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ଅତ୍ୟନ୍ତ ଉତ୍ସାହର ସହିତ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
 
== ବୈଶିଷ୍ଟ୍ୟ ==
Line ୨୨ ⟶ ୨୫:
କିମ୍ବଦନ୍ତୀ ରହିଛି ଯେ ରାକ୍ଷସ ଜଳନ୍ଧର ନିଜ ସତୀ ସ୍ଵାଧୀ ପତ୍ନୀ ତୁଳସୀଙ୍କ ପାତିବ୍ରତ୍ୟ ବଳରେ ବଳୀୟାନ ହୋଇ ଉଠିଥିଲା ଏବଂ ବୃନ୍ଦାବତୀଙ୍କ ସତୀତ୍ଵ ଅମ୍ଳାନ ରହିଥିବା ପର୍ଯ୍ୟନ୍ତ ଦେବତାମାନେ ବହୁ ଚେଷ୍ଟା ସତ୍ତ୍ଵେ ଜଳନ୍ଧର କୌଣସି ଅନିଷ୍ଟ କରିପାରି ନଥିଲେ ।
== ବିଶେଷତା ==
ଆକାଶଦୀପ ପ୍ରତିଷ୍ଠା ପବିତ୍ର କାର୍ତ୍ତିକ କୃତ୍ୟର ଆଉ ଏକ ମହତ୍ତ୍ଵପୂର୍ଣ୍ଣ ଅବଦାନ । କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ ଏବଂ ସେମାନଙ୍କ ଅନ୍ଧକାରାଚ୍ଛନ୍ନ ଦୁର୍ଗମ ପଥକୁ ଆଲୋକିତ କରିବା ସକାଶେ ଉଚ୍ଚ ସ୍ଥାନରେ ଏହି ପ୍ରଦୀପ ପ୍ରଜ୍ଜଳନ ବିଧି ପ୍ରଚଳିତ । ତେଣୁ ପ୍ରାୟତଃ ପ୍ରତ୍ୟେକ ଗ୍ରାମରେ ଏକ ଉଚ୍ଚ ବାଉଁଶ ଖୁଣ୍ଟ ଉପରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଉଥାଏ । [[ପୂର୍ଣ୍ଣିମା]] ଅବକାଶରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ। ସେ ଦିନ ପ୍ରତ୍ୟୁଷରୁ ଆବାଳ- ବୃଦ୍ଧା- ବନିତା ନଦୀ ବା ପୁଷ୍କରଣୀରେ ବୁଡ ପକାଇ କଦଳୀ ବାହୁଙ୍ଗା ବା ସୋଲ ତିଆରି ଖେଳଣା ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଦିଅନ୍ତି । ଏହି ସମୟରେ ସମସ୍ତେ ଉତ୍ ଫୁଲ୍ଲିତ ଚିତ୍ତରେ ଗାନ କରନ୍ତି ''' ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ।''’ ଏହି ଅବସରରେ ପ୍ରତ୍ୟେକ ପୁଣ୍ୟ ଅର୍ଜନ ସକାଶେ ମନାସ କରିଥାନ୍ତି । ବିଶ୍ଵାସ ରହିଛି ଯେ ଏହିଦିନ ପ୍ରତ୍ୟୁଷରୁ ସ୍ନାନପୂର୍ବକ ଦେବଦର୍ଶନ କଲେ ସମସ୍ତ ପ୍ରକାର ପାପ ନାଶ ହୋଇଥାଏ । [[ଆଷାଢ଼]], [[କାର୍ତ୍ତିକ]], [[ମାଘ]] ଓ [[ବୈଶାଖ]]- ଏଇ ଚାରିମାସ ହେଉଛି ସୂର୍ଯ୍ୟଙ୍କର ଅୟନାନ୍ତ କାଳ । ସମ୍ଭବତଃ ଏହି ଅୟନାନ୍ତ ଦିବସମାନଙ୍କରେ ସୌରଦେବଙ୍କ ଉପାସନା କରାଯାଏ । ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ସକାଶେ ଅତ୍ୟନ୍ତ ଅନୁକୂଳ । ତେଣୁ ଏହି ଚାରିମାସର ଆଦ୍ୟବର୍ଣ୍ଣ ‘ ଆ କା ମା ବୈ ’ ଜନଜୀବନକୁ ଯେ ପ୍ରଭାବିତ କରୁ ନ ଥିବ ତାହା କୁହାଯାଇ ନପାରେ । ହୁଏତ ଗଙ୍ଗା ବା ଲକ୍ଷ୍ମୀନାରାୟଣ ଉପାସନା କରିବା ଛଳରେ ଓଡ଼ିଶାର ନରନାରୀ ଜଳରେ ସ୍ଵଦେଶ ସଂସ୍କୃତିର ପ୍ରତୀକ ଉପାସନା ସାମଗ୍ରୀ '' ତାମ୍ବୁଳ, ଅକ୍ଷତ ଓ ତିଳ '' ନିକ୍ଷେପ ପୂର୍ବକ ପ୍ରତିଦାନ ସ୍ଵରୂପ ଦେବତାଙ୍କ ଠାରୁ ପୁଣ୍ୟ କାମନା କରିଥାନ୍ତି I ଏହି ଅବକାଶରେ ଶ୍ୟାମଦେଶ (ଥାଇଲ୍ୟାଣ୍ଡ )ରେ କଦଳୀପଟୁଆ ନିର୍ମିତ ଛୋଟଛୋଟ ଡଙ୍ଗା ଭସାଇବା ପରମ୍ପରା ଏବେ ମଧ୍ୟ ପ୍ରଚଳିତ I ଏହି ପୂର୍ଣ୍ଣିମା ଅବକାଶରେ ପ୍ରାଚୀନ ଉତ୍କଳର ରାଜଧାନୀ ଐତିହାସିକ କଟକନଗରୀ ଉପକଣ୍ଠସ୍ଥ ବାରବାଟୀ ଦୁର୍ଗ ନିକଟବର୍ତ୍ତୀ ପଡ଼ିଆରେ ଅନୁଷ୍ଠିତ [[ବାଲିଯାତ୍ରା]]ର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ । ଏହା ଓଡ଼ିଶାର ଏକ ପ୍ରଧାନ ଉତ୍ସବ । ଉତ୍କଳର ବିଲୁପ୍ତ ନୌପରମ୍ପରା ସହିତ ଏହାର ସଂପୃକ୍ତି ବହୁଭାବରେ ସ୍ଵୀକୃତ । କାର୍ତ୍ତିକ ପୂର୍ଣ୍ଣିମା ''' ବୋଇତ ବନ୍ଦାଣ ଦିବସ ''' ନାମରେ ମଧ୍ୟ ଖ୍ୟାତ । ବହୁ ପୁରାକାଳରୁ ଏହି ଉତ୍ସବ ପାଳିତ ହୋଇଆସୁଛି ।<ref>ସମାଜ, ପୃଷ୍ଠା- ୭, ୧୮- ୨୪.୧୧.୧୨</ref>
 
== ଆଧାର ==
Line ୩୩ ⟶ ୩୬:
{{ହିନ୍ଦୁ ପର୍ବ}}
{{ପକ୍ଷ}}
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
[[ଶ୍ରେଣୀ:ଓଡ଼ିଆ ଚଳଣି]]