"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଆଧାର ଓ ତଥ୍ୟ
ନାମକରଣ+
୨୧ କ ଧାଡ଼ି:
|relatedto = ଲକ୍ଷ୍ମୀଙ୍କ ପୂଜା
}}
'''ମାଣବସା ଗୁରୁବାର ଓଷା''' ('''ମାଣବସା''' ଓ '''ମାଣ ଓଷା''' ନାମରେ ମଧ୍ୟ ଜଣା)ରେ [[ଓଡ଼ିଶା]]ରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ [[ଲକ୍ଷ୍ମୀ]]ଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । <ref>ସୂର୍ଯ୍ୟପ୍ରଭା, ପୃଷ୍ଠା-୯, ୬.୧୨.୧୨</ref> [[ମାର୍ଗଶିର]] ମାସରେ ପ୍ପୂଜାପୂଜା ଘରେ [[ଧାନ ମେଣ୍ଟା]] ବା "ଧାନବେଣୀ"ରେ ଶୋଭା ପାଇଥାଏସଜାଯାଇଥାଏ ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
[[ଫାଇଲ:Dhana Menta.JPG|thumb|"ଧାନ ମେଣ୍ଟା" ବା "ଧାନ ଗହଣି"]]
 
ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ I ଅମଳ ପରେ ଖଳାରେ ସେହି ସ୍ତୁପିକୃତସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାଯାଇଥାଏମାନି ଏହି ଓଷା ପାଳନ କରାଯାଇଥାଏ
<ref>{{cite web |url= http://www.puribeachresorts.com/festivals-in-puri/manabasa-gurubar.html |title=Manabasa Gurubar Lakshmi puja , Manabasa Gurubar Festival, Manabasa Gurubar Festivals of Orissa |first= |last= |work=puribeachresorts.com |quote=a pot made of bamboo canes used in the olden days for measuring paddy (known as mana) is filled up to the brink with freshly harvested paddy. |accessdate=6 December 2012}}</ref>
 
== ନାମକରଣ ==
[[ମାଣ]] ବସାଇବାରୁ "ମାଣବସା" ନାମ ଆହରିତ । ଚାଉଳ ଆଦି ଶସ୍ୟ ମାପିବା ପାଇଁ ମାଣ ବ୍ୟବହାର ହୋଇଥାଏ ।
 
== ପୂଜାବିଧି ==