"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୪ କ ଧାଡ଼ି:
[[ଫାଇଲ:Dhana Menta.JPG|thumb|"ଧାନ ମେଣ୍ଟା" ବା "ଧାନ ଗହଣି"]]
 
 
ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ । ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ ।
କୃଷକଟି ଧାନ ଅମଳ କ ରି ଘରକୁ ଆଣିବା ପୂର୍ବରୁ ତାର ଗୃହିଣୀ ଏଥିରୁ ଶୁକ୍ଳଧାନର ଶିଶା ବାଛି ବାହାର କରି ଥାଏ । ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟିବା ମେଣ୍ଟା ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଓ ଚତୁଃପାଶ୍ୱର୍କୁ ଗୋବର ମାଟିରେ ଲିପା ପୋଛା କରି ଅତ୍ୟନ୍ତ ପରିସ୍କାର କରିଥାଏ ।
ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ। ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ ।<ref name=ov/> ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ ।
<ref>{{cite web |url= http://www.puribeachresorts.com/festivals-in-puri/manabasa-gurubar.html |title=Manabasa Gurubar Lakshmi puja , Manabasa Gurubar Festival, Manabasa Gurubar Festivals of Orissa |first= |last= |work=puribeachresorts.com |quote=a pot made of bamboo canes used in the olden days for measuring paddy (known as mana) is filled up to the brink with freshly harvested paddy. |accessdate=6 December 2012}}</ref>