"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୭ କ ଧାଡ଼ି:
[[ମାଣ]] ବସାଇବାରୁ "ମାଣବସା" ନାମ ଆହରିତ । ଚାଉଳ ଆଦି ଶସ୍ୟ ମାପିବା ପାଇଁ ମାଣ ବ୍ୟବହାର ହୋଇଥାଏ ।
 
== ବିଧି ==
== ପୂଜାବିଧି ==
ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ। ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟିବା ମେଣ୍ଟା ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ ।<ref name=ov/> ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ ।
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି ସୁନ୍ଦରଭାବେ ଚିତା ପକାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜାରେ ଲାଗିପଡନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ପୂର୍ଣ୍ଣ କରଦିଅନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ମା'ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ଵତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୁର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୁର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୁର ବୋଳାଯାଇଥିବା [[ମାଣ]] ବା [[ଗଉଣୀ]]କୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ଵରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୁର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।
<ref>{{cite web |url= http://www.puribeachresorts.com/festivals-in-puri/manabasa-gurubar.html |title=Manabasa Gurubar Lakshmi puja , Manabasa Gurubar Festival, Manabasa Gurubar Festivals of Orissa |first= |last= |work=puribeachresorts.com |quote=a pot made of bamboo canes used in the olden days for measuring paddy (known as mana) is filled up to the brink with freshly harvested paddy. |accessdate=6 December 2012}}</ref>
 
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି ସୁନ୍ଦରଭାବେ [[ଝୋଟି]]ଚିତା ପକାନ୍ତିପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜାରେପୂଜା ଲାଗିପଡନ୍ତିଆରମ୍ଭ କରିଥାନ୍ତି ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ପୂର୍ଣ୍ଣଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ କରଦିଅନ୍ତି ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତୀ ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ମା'ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ଵତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୁର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୁର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୁର ବୋଳାଯାଇଥିବା [[ମାଣ]] ବା [[ଗଉଣୀ]]କୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ଵରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୁର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।
ଏହି ପର୍ବ ସମାନ ବିଧିରେ ଓଡ଼ିଶାର ବିଭିନ୍ନ ଆଦିବାସୀ ସମାଜରେ ମଧ୍ୟ ପାଳିତ ହୋଇଥାଏ । [[ସାନ୍ତାଳ]]ମାନେ "ଇରୁ ମାମଣେ", [[ଭୂୟାଁ]]ମାନେ "ମଗୁଶୀର ଗୁରୁବାର ହଲବା", [[ହୋ]] ଓ [[ଓମାନାତ୍ୟା]]ମାନେ ଲକ୍ଷ୍ମୀ ପୂଜା କରିଥାନ୍ତି । ଏହି ସମୟରେ ସନ୍ତାନସନ୍ତତି ନଥିବା ନାରୀମାନେ ସନ୍ତାନ ଆଶାରେ [[କାଞ୍ଜି ଅଁଳା]] ବା"ଶୁଖୁଆ ବୋହୁ" ବା "ଷଠି ଓଷା" କରିଥାନ୍ତି । <ref>{{cite book|last=କାନୁନ୍‌ଗୋ|first=ପଞ୍ଚାନନ|title=ସଂସ୍କୃତି ବୈଭବ|date=୨୦୧୪}}</ref>
 
== ପ୍ରକାର ==
ଏହି ପର୍ବ ସମାନ ବିଧିରେ ଓଡ଼ିଶାର ବିଭିନ୍ନ ଆଦିବାସୀ ସମାଜରେ ମଧ୍ୟ ପାଳିତ ହୋଇଥାଏ । [[ସାନ୍ତାଳ]]ମାନେ "ଇରୁ ମାମଣେ", [[ଭୂୟାଁ]]ମାନେ "ମଗୁଶୀର ଗୁରୁବାର ହଲବା", [[ହୋ]] ଓ [[ଓମାନାତ୍ୟା]]ମାନେ ଲକ୍ଷ୍ମୀ ପୂଜା କରିଥାନ୍ତି । ଏହି ସମୟରେ ସନ୍ତାନସନ୍ତତି ନଥିବା ନାରୀମାନେ ସନ୍ତାନ ଆଶାରେ [[କାଞ୍ଜି ଅଁଳା]] ବା"ଶୁଖୁଆ ବୋହୁ" ବା "ଷଠି ଓଷା" କରିଥାନ୍ତି । <ref>{{cite book|last=କାନୁନ୍‌ଗୋ|first=ପଞ୍ଚାନନ|title=ସଂସ୍କୃତି ବୈଭବ|date=୨୦୧୪}}</ref>
 
== ଭୋଗ ==