"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) |
ଟିକେ →୨୦୧୫ ତାରିଖ |
||
୧୫ କ ଧାଡ଼ି:
|ends =
|date = [[ମାର୍ଗଶିର]] [[ଗୁରୁବାର]]
|date2013 = ୨୧, ୨୮ ନଭେମ୍ବର ଓ<br /> ୫, ୧୨ ଡିସେମ୍ବର
|
|date2015 = ୨୬ ନଭେମ୍ବର ଓ<br /> ୩, ୧୦, ୧୭ , ୨୪ ଡିସେମ୍ବର
|celebrations =
|observances = ୪/୫ଟି ଗୁରୁବାର
Line ୨୨ ⟶ ୨୩:
}}
'''ମାଣବସା ଗୁରୁବାର ଓଷା''' ('''ମାଣବସା''' ଓ '''ମାଣ ଓଷା''' ନାମରେ ମଧ୍ୟ ଜଣା)ରେ [[ଓଡ଼ିଶା]]ରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ [[ଲକ୍ଷ୍ମୀ]]ଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । <ref>ସୂର୍ଯ୍ୟପ୍ରଭା, ପୃଷ୍ଠା-୯, ୬.୧୨.୧୨</ref> [[ମାର୍ଗଶିର]] ମାସରେ ପୂଜା ଘରେ [[ଧାନ ମେଣ୍ଟା]] ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
[[ଫାଇଲ:Dhana Menta.JPG|thumb|"ଧାନ ମେଣ୍ଟା" ବା "ଧାନ ଗହଣି"]]▼
== ନାମକରଣ ==
== ପ୍ରକାର ==
୩୧ କ ଧାଡ଼ି:
== କିମ୍ବଦନ୍ତୀ ==
ମାଣବସା ଗୁରୁବାରର କିମ୍ବଦନ୍ତୀ [[ବଳରାମ ଦାସ]]ଙ୍କ [[ଲକ୍ଷ୍ମୀ ପୁରାଣ]]ରେ ବଖଣାଯାଇଛି । ଏଥି ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କ ଠାରୁ ମାଣବସା ଗୁରୁବାର ଅନୁମତି ନେଇ ଦେଶ ଭ୍ରମଣରେ ବ୍ରାହ୍ମଣୀରୁ ପରେ [[ବଡ଼ ଦେଉଳ]]ରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁ ରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ଏହା
== ବିଧି ==
▲[[ଫାଇଲ:Dhana Menta.JPG|thumb|"ଧାନ ମେଣ୍ଟା" ବା "ଧାନ ଗହଣି"]]
ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ। ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟିବା ମେଣ୍ଟା ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ ।<ref name=ov/> ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ ।
<ref>{{cite web |url= http://www.puribeachresorts.com/festivals-in-puri/manabasa-gurubar.html |title=Manabasa Gurubar Lakshmi puja , Manabasa Gurubar Festival, Manabasa Gurubar Festivals of Orissa |first= |last= |work=puribeachresorts.com |quote=a pot made of bamboo canes used in the olden days for measuring paddy (known as mana) is filled up to the brink with freshly harvested paddy. |accessdate=6 December 2012}}</ref>
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି [[ଝୋଟି]]ଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ,
== ଭୋଗ ==
ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ ([[କଦଳୀ]], ଛେନା, [[ନଡ଼ିଆ]], ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ ।<ref>{{cite web |url= http://www.traveladda.com/east_india/orissa/fairs_and_festivals/lakshmi_puja.html |title=Orissa Lakshmi Puja, Lakshmi Puja in Orissa, Manabasa Gurubar in orissa |first= |last=|work=traveladda.com |quote=the floors are bedecked with stunning floral designs. These unique designs are known as Jhoti. |accessdate=6 December 2012}}</ref> ଏଥି ସହିତ [[ମଣ୍ଡା
ମାର୍ଗଶିର ମାସ ଶେଷରେ [[ମାଘ]]ମାସର କୌଣସି ଏକ ଗୁରୁବାରରେ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ [[ଖିରି]] ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ସହକାରେ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।<ref name=ov>{{cite web|title=ମାଣବସା ଗୁରୁବାର|url=http://www.odishaviews.com/%E0%AC%AE%E0%AC%BE%E0%AC%A3%E0%AC%AC%E0%AC%B8%E0%AC%BE-%E0%AC%97%E0%AD%81%E0%AC%B0%E0%AD%81%E0%AC%AC%E0%AC%BE%E0%AC%B0/|publisher=Odishaviews.com|accessdate=13 November 2014}}</ref>
Line ୪୮ ⟶ ୪୯:
== ଆଧାର ==
{{
== ଅଧିକ ତଥ୍ୟ ==
|