"ରବର୍ଟ କଚ୍" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧ କ ଧାଡ଼ି:
{{ଛୋଟ|Robert Koch}}
==ସଂକ୍ଷେପରେ ଜୀବନ==
ହେନେରିକ୍ ହରମନ୍ ରବର୍ଟ କଚ୍ ହେଉଛନ୍ତି ଜଣେ ଜର୍ମାନ ଡାକ୍ତର।ଡାକ୍ତର । ଯକ୍ଷ୍ମା ବିଷୟରେ ଗୁଣାତ୍ମକ ଗବେଷଣା ପାଇଁ ୧୯୦୫ ମସିହାରେ ତାଙ୍କୁ ଶରୀରତତ୍ତ୍ୱ ବା ଆୟୁର୍ବିଜ୍ଞାନ ବିଭାଗରେ ନୋବେଲ୍ ପୁରସ୍କାର ଦିଆଯାଇଥିଲା।ଦିଆଯାଇଥିଲା । ଜର୍ମାନ୍ ର ହେନ୍ଭର୍ ରାଜ୍ୟର କ୍ଳାଉସ୍ଥାଲ୍ ସହରରେ ୧୮୪୩ ମସିହା ଡିସେମ୍ବର ୧୧ ତାରିଖରେ ରବର୍ଟ କଚ୍ ଜନ୍ମ ଗ୍ରହଣ କରିଥିଲେ।କରିଥିଲେ । ବାପା ହେନେରିକ୍ ହରମନ୍ କଚ୍ ଓ ମାତା ମାଥାଇମ୍ ଜୁଲି ହେନରିଟ୍ ବିଅରିଖୱେଣ୍ଡଙ୍କ ଜନ୍ମିତ ୧୩ ପିଲାପିଲିଙ୍କ ମଧ୍ୟରୁ ରବର୍ଟ କଚ୍ ହେଉଛନ୍ତି ତୃତୀୟ ପୁତ୍ର।ପୁତ୍ର । ୧୮୧୮ ମସିହାରେ ପ୍ରାଥମିକ ଶିକ୍ଷା ଆରମ୍ଭ କରି ପ୍ରତ୍ୟେକ ଶ୍ରେଣୀରେ ନିଜକୁ ଶ୍ରେଷ୍ଠ ଛାତ୍ର ଭାବରେ ନିଜକୁ ପ୍ରମାଣିତ କରିଥଲେ।କରିଥଲେ । ୧୮୬୨ ମସିହାରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।କରିଥିଲେ । ମାତ୍ର ବୁଡ଼ାଜାହାଜରେ ଜଣେ ଡ଼ାକ୍ତର ଭାବରେ କାମ କରିବାକୁ ତାଙ୍କର ଏଚ୍ଛାଇଚ୍ଛା ଥିଲା।ଥିଲା । ତେଣୁ ଗତିନ୍ଜନ୍ ବିଶ୍ୱବିଦ୍ୟାଳୟରେ ଆୟୁର୍ବିଜ୍ଞାନ ପଢ଼ି ୧୮୬୬ ମସିହାରେ ଡ଼ିଗ୍ରୀ ହାସଲ୍ କରିଥିଲେ।କରିଥିଲେ । ୬୬ ବର୍ଷ ବୟସରେ ମେ ୨୭ ତାରିଖ, ୧୯୧୦ ମସିହାରେ ବଡ଼େନ୍-ବଡ଼େନ୍ ସହରରେ କଚ୍ ପ୍ରାଣ ତ୍ୟାଗ କରିଥିଲେ।କରିଥିଲେ ।
 
<br />
==କଚ୍ ଙ୍କ ଗବେଷଣା==
ବିଜାଣୁବୀଜାଣୁ ବା ବ୍ୟାକ୍ଟେରିଆ ଉପରେ ରବର୍ଟ କଚ୍ ଗବେଷଣା କରି ଲୁଇ ପାଶ୍ଚରଙ୍କ ସୃଷ୍ଟ ବିଜାଣୁବୀଜାଣୁ ବିଜ୍ଞାନକୁ ପ୍ରତିଷ୍ଟିତ କରାଇବାରେ ମୁଖ୍ୟ ଭୁମିକା ଗ୍ରହଣ କରିପାରିଥିଲେ।କରିପାରିଥିଲେ । ଗୋଜାତି ପଶୁମାନଙ୍କ ମଧ୍ୟରେ ଆନ୍ଥ୍ରାକ୍ସ ରୋଗର ସଂକ୍ରମଣ ବିଷୟକୁ ଅନୁଧ୍ୟାନ କରି ବେସିଲସ୍ ଏନ୍ଥ୍ରାସିସ୍ ବିଜାଣୁକୁବୀଜାଣୁକୁ କଚ୍ ସଂକ୍ରମିତ ପଶୁର ରକ୍ତରୁ ଅଲଗା କରିଥିଲେ।କରିଥିଲେ । ଏଭଲି ବିଜାଣୁକୁବୀଜାଣୁକୁ ଅବମିଶ୍ରିତ ପୋଷକରେ ବୃଦ୍ଧି କରାଯାଇଥିଲା।କରାଯାଇଥିଲା । ଏହି ବିଜାଣୁବୀଜାଣୁ ନିଜସ୍ୱ ପୋଷଦଠାରୁ ଅଧିକ ସମୟ ପର୍ଯ୍ୟନ୍ତ ଅଲଗା ହୋଇ ରହିଲେ ଅକ ପ୍ରକାର କୋଷ ପେଟୀଦ୍ୱାରା ଆବୃତ ହେଉଥିବାର ଦର୍ଶାଇଥିଲେ।ଦର୍ଶାଇଥିଲେ । ବିଜାଣୁର ଏହି ଅବସ୍ଥାକୁ ଅନ୍ତର ରେଣୁ କୁହାଯାଏ।କୁହାଯାଏ । ଏଗୁଡ଼ିକ ମାଟିରେ ବହୁତ ସମୟ ପର୍ଯ୍ୟନ୍ତ ଜୀବନ୍ତ ରହିପାରନ୍ତି ଯାହାକି ଉପଯୁକ୍ତ ପରିବେଶର ଗୋଜାତୀ ପଶୁଙ୍କୁ ହଠାତ୍ ସଂକ୍ରମଣ କରେ।କରେ । ଏହାଦ୍ୱାରା ମହାମାରୀ ଭାବରେ ଆନ୍ଥ୍ରାକ୍ସ ବ୍ୟାପିଯାଏ।<brବ୍ୟାପିଯାଏ />
 
ରବର୍ଟ କଚ୍ ୧୮୮୩ ମସିହାରେ ଫ୍ରାନ୍ସ ଗବେଷକମାନଙ୍କ ସହିତ ମିଶି ହଇଜା ରୋଗ ବିଷୟରେ ଗବେଷଣା କରିଥିଲେ ଏବଂ ଏହି ରୋଗ କରୁଥିବା ବିଜାଣୁକୁବୀଜାଣୁକୁ ଛ୍ନଟଚିହ୍ନଟ କରିଥିଲେ।କରିଥିଲେ । ସେ ସମୟରେ ବଳବତ୍ତର ଥିବା ମିଆଜ୍ମା ତତ୍ତ୍ୱ ପାଇଁ ଏଭଳି ଆବିଷ୍କାରକୁ ଗୁରୁତ୍ୱ ଦିଆଯାଏନଥିଲା।<brଦିଆଯାଇନଥିଲା । />
ଯକ୍ଷ୍ମା ରୋଗ ଘଟାଉଥିବା ବୀଜାଣୁ ମାଇକୋବ୍ୟାକ୍ଟେରିଅମ୍ ଟ୍ୟୁବେକୁଲେସିସ୍ କୁ ୧୮୮୨ ମସିହାରେ କଚ୍ ଆବିଷ୍କାର କରାଇଥିଇଲେ ଓ ରୋଗୀ ଦେହରୁ ବୀଜାଣୁ ପୃଥକ୍ କରି ଅବମିଶ୍ରିତ ପୋଷକ ତିଆରି କରିପାରିଥିଲେ। ସେ ବ୍ୟବହାର କରିଥିବା ଅଗର୍ ପ୍ଲେଟ୍ ପଦ୍ଧତି ଆଜି ମଧ୍ୟ ବିଜ୍ଞାନ ପ୍ରୟୋଗଶାଳାରେ ବ୍ୟବହାର କରାଯାଉଛି।<br />
 
"ବୀଜିଣୁ ହିଁ ରୋଗର କାରକ" ମତବାଦର ରବର୍ଟ କଚ୍ ଥିଲେ ଉଦ୍ୟକ୍ତା। ତାଙ୍କ ଦ୍ୱାରା ପ୍ରଣିତ "କଚ୍ ଙ୍କ ସ୍ୱୀକାର୍ଯ୍ୟ ତଥ୍ୟ" ହିଁ କଚ୍ ଙ୍କୁ ନୋବେଲ୍ ପୁରସ୍କାର ଜିତାଇ ଥିଲା। ତଥ୍ୟର ମୁଖ୍ୟ ବିଷୟ: ରୋଗଗ୍ରସ୍ତ ଜୀବଠାରେ ବହୁ ପରମାଣୁର ସନ୍ଧାନ ମିଳେ। ସୁସ୍ଥ ଜୀବ ପାଖରେ ତାହା ନଥାଏ। ଅଣୁଜୀବକୁ ରୋଗୀଙ୍କ ପାଖରୁ ଅଲଗା କରି ଅବମିଶ୍ରିତ ପୋଷକରେ ବଢ଼ାଇ ହେବ। ଏଭଳି ପୋଷକ ଅଣୁଜୀବକୁ ସୁସ୍ଥ ଜୀବ ଦେହକୁ ପ୍ରବେଶ କରାଇଲେ ତା' ଦେହରେ ସେହି ରୋଗ ଦେଖାଦିଏ।<br />
ଯକ୍ଷ୍ମା ରୋଗ ଘଟାଉଥିବା ବୀଜାଣୁ ମାଇକୋବ୍ୟାକ୍ଟେରିଅମ୍ ଟ୍ୟୁବେକୁଲେସିସ୍ କୁ ୧୮୮୨ ମସିହାରେ କଚ୍ ଆବିଷ୍କାର କରାଇଥିଇଲେ ଓ ରୋଗୀ ଦେହରୁ ବୀଜାଣୁ ପୃଥକ୍ କରି ଅବମିଶ୍ରିତ ପୋଷକ ତିଆରି କରିପାରିଥିଲେ।କରିପାରିଥିଲେ । ସେ ବ୍ୟବହାର କରିଥିବା ଅଗର୍ ପ୍ଲେଟ୍ ପଦ୍ଧତି ଆଜି ମଧ୍ୟ ବିଜ୍ଞାନ ପ୍ରୟୋଗଶାଳାରେ ବ୍ୟବହାର କରାଯାଉଛି।<brକରାଯାଉଛି />
୧୮୯୮ ମସିହାରେ ପୃସିଆରେ ନୁଆ ଭାବରେ ଗଢ଼ା ଯାଇଥିବା ସଂକ୍ରାମକ ରୋଗ ପ୍ରତିଷ୍ଠାନର କଚ୍ ପ୍ରଥମ ନିର୍ଦ୍ଦେଶକ ହୋଇଥିଲେ। ଏହି ପ୍ରତିଷ୍ଠାନଟି ପରବତ୍ତୀ କାଳରେ ରବର୍ଟ କଚ୍ ପ୍ରତିଷ୍ଠାନ ଭାବରେ ନାମିତ ହୋଇଥିଲା।
 
"ବୀଜିଣୁବୀଜାଣୁ ହିଁ ରୋଗର କାରକ" ମତବାଦର ରବର୍ଟ କଚ୍ ଥିଲେ ଉଦ୍ୟକ୍ତା।ଉଦ୍ୟକ୍ତା । ତାଙ୍କ ଦ୍ୱାରା ପ୍ରଣିତ "କଚ୍ ଙ୍କ ସ୍ୱୀକାର୍ଯ୍ୟ ତଥ୍ୟ" ହିଁ କଚ୍ ଙ୍କୁ ନୋବେଲ୍ ପୁରସ୍କାର ଜିତାଇ ଥିଲା।ଥିଲା । ତଥ୍ୟର ମୁଖ୍ୟ ବିଷୟ: ରୋଗଗ୍ରସ୍ତ ଜୀବଠାରେ ବହୁ ପରମାଣୁର ସନ୍ଧାନ ମିଳେ।ମିଳେ । ସୁସ୍ଥ ଜୀବ ପାଖରେ ତାହା ନଥାଏ।ନଥାଏ । ଅଣୁଜୀବକୁ ରୋଗୀଙ୍କ ପାଖରୁ ଅଲଗା କରି ଅବମିଶ୍ରିତ ପୋଷକରେ ବଢ଼ାଇ ହେବ।ହେବ । ଏଭଳି ପୋଷକ ଅଣୁଜୀବକୁ ସୁସ୍ଥ ଜୀବ ଦେହକୁ ପ୍ରବେଶ କରାଇଲେ ତା' ଦେହରେ ସେହି ରୋଗ ଦେଖାଦିଏ।<brଦେଖାଦିଏ />
 
୧୮୯୮ ମସିହାରେ ପୃସିଆରେ ନୁଆ ଭାବରେ ଗଢ଼ା ଯାଇଥିବା ସଂକ୍ରାମକ ରୋଗ ପ୍ରତିଷ୍ଠାନର କଚ୍ ପ୍ରଥମ ନିର୍ଦ୍ଦେଶକ ହୋଇଥିଲେ।ହୋଇଥିଲେ । ଏହି ପ୍ରତିଷ୍ଠାନଟି ପରବତ୍ତୀ କାଳରେ ରବର୍ଟ କଚ୍ ପ୍ରତିଷ୍ଠାନ ଭାବରେ ନାମିତ ହୋଇଥିଲା।ହୋଇଥିଲା ।
==ଆଧାର==
{{ଆଧାର}}
[[ଶ୍ରେଣୀ:୧୮୪୩ ଜନ୍ମ]]
[[ଶ୍ରେଣୀ:୧୯୧୦ ମୃତ୍ୟୁ]]