"ହେନେରି କ୍ୟାଭେଣ୍ଡିସ୍" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୭ କ ଧାଡ଼ି:
|doctoral_advisor =
|doctoral_students =
|known_for = [[ହାଇଡ଼୍ରୋଜେନ୍ଉଦଜାନ]]ର ଆବିଷ୍କାର <br /> [[Cavendish experiment|ପୃଥିବୀର ଘନତ୍ଵ ମାପ]]
|author_abbrev_bot =
|author_abbrev_zoo =
୨୬ କ ଧାଡ଼ି:
|signature =
}}
'''ହେନେରି କ୍ୟାଭେଣ୍ଡିସ୍''' ({{lang-en|Henry Cavendish}}) ଜଣେ ବ୍ରିଟିସ୍ବ୍ରିଟିଶ୍ ବୈଜ୍ଞାନିକ । ସେ ଉଭୟ [[ଭୌତିକ ବିଜ୍ଞାନ]] ଓ [[ରସାୟନ ବିଜ୍ଞାନ]]ରେ ଦକ୍ଷତା ହାସଲ କରିଥିଲେ । ସେ [[ଫ୍ରାନ୍ସ]]ର ନାଇସ ନାମକ ସ୍ଥାନରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତାଙ୍କର ନାମ ଥିଲା ଲର୍ଡ ଚାର୍ଲସ୍‌ କ୍ୟାଭେଣ୍ଡିସ୍‌ । ଅନେକ ସମୟରେ ସେ ନିସଙ୍ଗରେ ସମୟ ବିତାଇବାକୁ ପସନ୍ଦ କରୁଥିଲେ । ତାଙ୍କର ଅଧିକାଶଂ ତଥ୍ୟ ମୃତ୍ୟୁର ବହୁବର୍ଷପରେ ପ୍ରକାଶିତ ହୋଇଥିଲା । ଅନେକ ବିଷୟରେ ସେ ଗବେଷଣା କରିଥିଲେ ମଧ୍ୟ ତାପ ସମ୍ପର୍କୀୟ ଗବେଷଣା ପାଇଁ ସେ ବିଖ୍ୟାତ । ଏହି ସମୟରେ ସେ ଅନେକ ବସ୍ତୁର ସ୍ପେସିଫିକ ହିଟ ସମ୍ପର୍କରେ ସେ ସୂଚନା ଦେଇଥିଲେ । ବାୟୁର ବିଭିନ୍ନ ଉପାଦାନ, ଓ ସେହି ଉପାଦାନ ଗୁଡିକ ମଧ୍ୟରୁ ସେ ଉଦ୍‌ଜାନ ସଂପର୍କରେ ସୂଚନା ଦେଇଥିଲେ । ଉଦ୍‌ଜାନକୁ ସେ "inflammable air ନାମରେ ନାମକରଣ କରିଥିଲେ । ଜଳ ଅଣୁର ଗଠନ ବିଷୟରେ ମଧ୍ୟ ସେ ତଥ୍ୟ ପ୍ରଦାନ କରିଥିଲେ । କୁଲମ୍ବ ଓ ଫାରାଡେ ବିଦ୍ୟୁତ ବିଷୟରେ ଊଦ୍ଭାବନ କରିଥିବା ଅନେକ ତଥ୍ୟ ସମ୍ବନ୍ଧରେ ସେ ପୂର୍ବରୁ ସୁଚନା ଦେଇସାରିଥିଲେ । ସେ ପୃଥିବୀର ସାନ୍ଦ୍ରତା ଜଳର ସାନ୍ଦ୍ରତାର ୫.୪୮ଗୁଣ ବୋଲି ଦର୍ଶାଇଥିଲେ । ତାଙ୍କ ଦ୍ୱାରା ଲିଖିତ ତଥ୍ୟଗୁଡିକୁ ନେଇ ୧୯୨୧ ମସିହାରେ ୨ଟି ବହି (Electrical Researches and Chemical and Dynamical) ପ୍ରକାଶିତ ହୋଇଥିଲା । ସେ ମଧ୍ୟ ପୃଥିବୀର ବସ୍ତୁତ୍ୱ ୫.୯୭୨୫ ବିଲିଅନ ଟ୍ରିଲିଅନ ଟନ୍ ବୋଲି ଦର୍ଶାଇଥିଲେ ।
 
== ଜୀବନୀ ==