"ଚାର୍ଲସ ଡାରଉଇନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୩୨ କ ଧାଡ଼ି:
|spouse = ଏମ୍ମା ଡାରଉଇନ
}}
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ଵବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ଵବିଜ୍ଞାନୀ | “ବିବର୍ତ୍ତନବାଦ" ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀ ର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀ ରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦ ର ଶାଖା ପ୍ରଶାଖା ର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା " ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଂକ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦ କୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନ୍ କଂ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତା କୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
 
 
== ଆଧାର ==