"ସାରଙ୍ଗଧର ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ତଥ୍ୟପେଟି, ବନାନ ସୁଧାର, ସଜାଣି ଓ ଅନ୍ୟ ପ୍ରସଙ୍ଗ ସହ ସଂଯୋଗ
୧ କ ଧାଡ଼ି:
{{ଛୋଟ|Sarangadhar Das}}
'''ସାରଙ୍ଗଧର ଦାସ''', ଗଡ଼ଜାତ ଆନ୍ଦୋଳନର ଗାନ୍ଧୀ ଏବଂ ସମାଜବାଦୀ ଆନ୍ଦୋଳନର କର୍ଣ୍ଣଧାର । ୧୯୫୬ ମସିହା ଐତିହାସିକ ସୀମା ଆନ୍ଦୋଳନ ବେଳେ [[ଓଡ଼ିଶା]] ସହିତ [[ଷଢ଼େଇଖଳା-ଖରସୁଆଁ ଜିଲ୍ଲା|ଷଢ଼େଇଖଳା-ଖରସୁଆଁ]] ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ ଦ୍ଵାରା ନିଯୁକ୍ତ ସୀମା ନିର୍ଦ୍ଧାରଣ କମିଶନ୍ ସୁପାରିସ୍ ପ୍ରକାଶିତ ହେଲା ପରେ ସମଗ୍ର ଓଡ଼ିଶାରେ ପ୍ରତିବାଦର ସ୍ଵର ଝଙ୍କୃତ ହୋଇଥିଲା । ସାରଙ୍ଗଧର ଦାସ ଲୋକସଭାରେ ଓଡ଼ିଶା ସହିତ ଷଢ଼େଇଖଳା-ଖରସୁଆଁ ମିଶ୍ରଣ ସପକ୍ଷରେ ଏକ ତଥ୍ୟ ସମ୍ବଳିତ ଆବେଗମୟ ଭାଷଣ ଦେଇ କେନ୍ଦ୍ର ସରକାର ଏ ଦିଗରେ ଦୃଢ଼ ପଦକ୍ଷେପ ନେବା ପାଇଁ ଦାବି କରିଥିଲେ । କିନ୍ତୁ ସରକାର ଓଡ଼ିଶାର ନ୍ୟାଯ୍ୟ ଦାବି ଗ୍ରହଣ ନ କରିବାରୁ ତା'ର ପ୍ରତିବାଦରେ ସେ ପ୍ରଥମ ସତ୍ୟାଗ୍ରହୀ ଭାବରେ ସୀମା ଆନ୍ଦୋଳନର ନେତୃତ୍ଵ ନେଇ କାରାବରଣ କରିଥିଲେ ।
{{Infobox person
|image =
|image_size =
|alt =
|birth_name = ସାରଙ୍ଗଧର ଦାସ
|birth_date = ୧୮୮୭
|birth_place =
|death_date = ୧୯୫୭
|death_place =
|death_cause =
|resting_place =
|resting_place_coordinates = <!-- {{Coord|LAT|LONG|display=inline,title}} -->
|nationality = {{flag|ଭାରତୀୟ}}
|other_names =
|known_for =
|education =
|alma_mater =
|religion =
|spouse =
|children =
|parents =
|relatives =
|awards =
|signature =
|website =
|footnotes =
|box_width =
}}
 
'''ସାରଙ୍ଗଧର ଦାସ''', ଗଡ଼ଜାତ ଆନ୍ଦୋଳନର ଗାନ୍ଧୀ ଏବଂ ସମାଜବାଦୀ ଆନ୍ଦୋଳନର କର୍ଣ୍ଣଧାର । ୧୯୫୬ ମସିହା ଐତିହାସିକ ସୀମା ଆନ୍ଦୋଳନ ବେଳେ [[ଓଡ଼ିଶା]] ସହିତ [[ଷଢ଼େଇଖଳା-ଖରସୁଆଁ ଜିଲ୍ଲା|ଷଢ଼େଇଖଳା-ଖରସୁଆଁ]] ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ ଦ୍ଵାରା ନିଯୁକ୍ତ ସୀମା ନିର୍ଦ୍ଧାରଣ କମିଶନ୍ ସୁପାରିସ୍ ପ୍ରକାଶିତ ହେଲା ପରେ ସମଗ୍ର ଓଡ଼ିଶାରେ ପ୍ରତିବାଦର ସ୍ଵର ଝଙ୍କୃତ ହୋଇଥିଲା । ସାରଙ୍ଗଧର ଦାସ ଲୋକସଭାରେ ଓଡ଼ିଶା ସହିତ ଷଢ଼େଇଖଳା-ଖରସୁଆଁ ମିଶ୍ରଣ ସପକ୍ଷରେ ଏକ ତଥ୍ୟ ସମ୍ବଳିତ ଆବେଗମୟ ଭାଷଣ ଦେଇ କେନ୍ଦ୍ର ସରକାର ଏ ଦିଗରେ ଦୃଢ଼ ପଦକ୍ଷେପ ନେବା ପାଇଁ ଦାବି କରିଥିଲେ । କିନ୍ତୁ ସରକାର ଓଡ଼ିଶାର ନ୍ୟାଯ୍ୟ ଦାବି ଗ୍ରହଣ ନ କରିବାରୁନକରିବାରୁ ତା'ର ପ୍ରତିବାଦରେ ସେ ପ୍ରଥମ ସତ୍ୟାଗ୍ରହୀ ଭାବରେ ସୀମା ଆନ୍ଦୋଳନର ନେତୃତ୍ଵ ନେଇ କାରାବରଣ କରିଥିଲେ ।
୧୯୫୭ ମସିହା ଲୋକସଭା ନିର୍ବାଚନରେ ସାରଂଗଧର ଦାସ କଟକ ନିର୍ବାଚନ ମଣ୍ଡଳୀରୁ ପ୍ରଜା-ସୋସାଲିଷ୍ଟ୍ ପାର୍ଟି ର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢୁଥିଲେ । ନିର୍ବାଚନ ପ୍ରଚାର ବେଳେ ସେ ଯେଉଁ ଭାଷଣ ଦେଉଥିଲେ ସେଥିରେ ସାମାଜିକ ଓ ଅର୍ଥନୈତିକ ବୈଷମ୍ୟ ବିରୁଦ୍ଧରେ ତାଙ୍କର ପ୍ରଚଣ୍ଡ କ୍ରୋଧର ବିସ୍ଫୋରଣ ଘଟୁଥିଲା । ସେ ସାଧାରଣ ଲୋକଂକୁ ସରଳ ଭାଷାରେ ସମାଜବାଦର ତତ୍ତ୍ଵ ବୁଝାଉଥିଲେ । ତାଙ୍କ ଭାଷଣରେ ସ୍ଥାନୀୟ ସମସ୍ୟାର ସମାଧାନର ମିଥ୍ୟ। ଆଶ୍ଵାସନl ନ ଥିଲା, ଏପରିକି ପ୍ରତିଦ୍ଵନ୍ଦୀଙ୍କ ବିରୁଦ୍ଧରେ କୌଣସି ଆକ୍ଷେପ ନ ଥିଲା । ନିର୍ବାଚନ ପ୍ରଚାର ଥିଲା ତାଂକ ପାଇଁ ଲୋକଙ୍କୁ ରାଜନୈତିକ ଶିକ୍ଷା ଦେବାର ସୁଯୋଗ । ସମାଜ ନ ବଦଳିଲେ ଦେଶର ଭାଗ୍ୟ ବଦଳିବ ନାହିଁ, ସାମାଜିକ ସମ୍ପଦର ସମବଣ୍ଟନ ନ ହେଲେ ଦେଶରୁ ଦାରିଦ୍ର୍ୟ ଘୁଞ୍ଚିବ ନାହିଁ --ଏହା ଥିଲା ତାଙ୍କ ଭାଷଣର ମୂଳ କଥା ।
 
୧୯୫୭ ମସିହା ଲୋକସଭା ନିର୍ବାଚନରେ ସାରଂଗଧର ଦାସ କଟକ ନିର୍ବାଚନ ମଣ୍ଡଳୀରୁ ପ୍ରଜା-ସୋସାଲିଷ୍ଟ୍ ପାର୍ଟି ରପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢୁଥିଲେ । ନିର୍ବାଚନ ପ୍ରଚାର ବେଳେ ସେ ଯେଉଁ ଭାଷଣ ଦେଉଥିଲେ ସେଥିରେ ସାମାଜିକ ଓ ଅର୍ଥନୈତିକ ବୈଷମ୍ୟ ବିରୁଦ୍ଧରେ ତାଙ୍କର ପ୍ରଚଣ୍ଡ କ୍ରୋଧର ବିସ୍ଫୋରଣ ଘଟୁଥିଲା । ସେ ସାଧାରଣ ଲୋକଂକୁଲୋକଙ୍କୁ ସରଳ ଭାଷାରେ ସମାଜବାଦର ତତ୍ତ୍ଵ ବୁଝାଉଥିଲେ । ତାଙ୍କ ଭାଷଣରେ ସ୍ଥାନୀୟ ସମସ୍ୟାର ସମାଧାନର ମିଥ୍ୟ। ଆଶ୍ଵାସନlଆଶ୍ଵାସନା ନ ଥିଲା, ଏପରିକି ପ୍ରତିଦ୍ଵନ୍ଦୀଙ୍କ ବିରୁଦ୍ଧରେ କୌଣସି ଆକ୍ଷେପ ମଧ୍ୟ ଥିଲାନଥିଲା । ନିର୍ବାଚନ ପ୍ରଚାର ଥିଲା ତାଂକତାଙ୍କ ପାଇଁ ଲୋକଙ୍କୁ ରାଜନୈତିକ ଶିକ୍ଷା ଦେବାର ସୁଯୋଗ । ସମାଜ ନ ବଦଳିଲେନବଦଳିଲେ ଦେଶର ଭାଗ୍ୟ ବଦଳିବ ନାହିଁ, ସାମାଜିକ ସମ୍ପଦର ସମବଣ୍ଟନ ନ ହେଲେନହେଲେ ଦେଶରୁ ଦାରିଦ୍ର୍ୟ ଘୁଞ୍ଚିବ ନାହିଁ --ଏହା ଥିଲା ତାଙ୍କ ଭାଷଣର ମୂଳ କଥା ।
 
ସାରଙ୍ଗଧର, ନିଜର ସ୍ଥାବର, ଅସ୍ଥାବର ସମ୍ପତ୍ତି, ଗଣତାନ୍ତ୍ରିକ ସମାଜବାଦର ପ୍ରସାର ଏବଂ ଶିଶୁ -ମହିଳାମାନଙ୍କ ଉନ୍ନୟନ ପାଇଁ ଉଇଲ୍ କରି ଯାଇଛନ୍ତି । ଜଣେ ଖାଣ୍ଟି ସୋସାଲିଷ୍ଟ୍ ଭାବରେ ସେ ବ୍ୟକ୍ତିଗତ ସମ୍ପତ୍ତିର ମାଲିକାନା ଉପରେ ବିଶ୍ଵାସ କରୁନଥିଲେ, ସେଥିପାଇଁ ସେ ନିଜର ସମସ୍ତ ସମ୍ପତ୍ତି ସାମାଜିକ ଉନ୍ନୟନ ଏବଂ ସମାଜବାଦର ପ୍ରସାର ଓ ପ୍ରତିଷ୍ଠା ପାଇଁ ଦାନ କରିଯାଇଛନ୍ତି ।
 
ବିପ୍ଲବୀ ସାରଙ୍ଗଧର ସାରଂଗଧର ଦାସଂକ ଦାସଙ୍କ ଜୀବନ ଭିନ୍ନ ଭିନ୍ନ ସମୟରେ ନେଇଥିଲା ,ଭିନ୍ନ ଭିନ୍ନ ମୋଡ । [[ରେଭେନ୍ସା ମହାବିଦ୍ୟାଳୟ|ରେଭେନ୍ସା କଲେଜରେ]] ପାଠ ପଢୁଥିବା ସମୟରେ ତାଂକରତାଙ୍କର ଭେଟ ହୋଇଥିଲା 'ଭାରତ ସେବକ ସମାଜ ସଂଘ' ର ସଭ୍ୟ ସି .ଭି ବୈଦ୍ୟନ୍କବୈଦ୍ୟଙ୍କ ସହିତ |ଏ ସମ୍ପର୍କରେ ସେ ନିଜ ଡାଏରୀ ରେ ଲେଖିଛନ୍ତି ,"ଏହି ବୈଦ୍ୟ ମହାଶୟଂକମହାଶୟଙ୍କ ସଂଗେସଙ୍ଗେ ବ୍ୟକ୍ତିଗତ ଭାବେ ଦେଖା ଏବଂ କଥାବାର୍ତ୍ତା ସେଦିନ ମୋ ଜୀବନଧାରାରେ ଗୋଟିଏ ପରିବର୍ତ୍ତନ ଆଣିଲା । [[ଢେଙ୍କାନାଳ|ଢେଂକାନାଳରେଢେଙ୍କାନାଳରେ]] ପଢୁଥିବାବେଳେ ସରକାରୀ ଚାକିରୀକୁ ଲକ୍ଷ୍ୟ ରଖି ମୁଁ ପାଠ ପଢୁଥିଲି |ତାହା ସେହିଦିନ ଲୋପପାଇଗଲା | ମୁଁ ଅନ୍ଧାଣିଆ ଭାବରେ ଭାବିଲି ଯେ ,ଉଚ୍ଚଶିକ୍ଷାପ୍ରାପ୍ତ ଯୁବକ ସକାଶେ ସରକାରୀ ଚାକିରି ବାହାରେ ମଧ୍ୟ ଅନେକ କାମ ରହିଛି |ତାହା ହୁଏତ ଚାକିରି ଅପେକ୍ଷା ଅଧିକ ମହତ୍ତ୍ବପୂର୍ଣ୍ଣ |ମନୁଷ୍ୟ ଜୀବନରେ ଏହିପରି ଗୋଟିଏ ଗୋଟିଏ ଘାଟି ସମୟ ଆସିଥାଏ | ପରବର୍ତ୍ତୀ ସମୟରେ ଜୀବନ ଧାରାରେ ଯେଉଁ ପରିବର୍ତ୍ତନ ଘଟେ , ତାହା ଉଚ୍ଚ ରୁଉଚ୍ଚରୁ ଉଚ୍ଚତର କରେ |"
 
ବିପ୍ଲବୀ ସାରଂଗଧର ଦାସଂକ ଜୀବନ ଭିନ୍ନ ଭିନ୍ନ ସମୟରେ ନେଇଥିଲା ,ଭିନ୍ନ ଭିନ୍ନ ମୋଡ |ରେଭେନ୍ସା କଲେଜରେ ପାଠ ପଢୁଥିବା ସମୟରେ ତାଂକର ଭେଟ ହୋଇଥିଲା 'ଭାରତ ସେବକ ସମାଜ ସଂଘ' ର ସଭ୍ୟ ସି ଭି ବୈଦ୍ୟନ୍କ ସହିତ |ଏ ସମ୍ପର୍କରେ ସେ ନିଜ ଡାଏରୀ ରେ ଲେଖିଛନ୍ତି ,"ଏହି ବୈଦ୍ୟ ମହାଶୟଂକ ସଂଗେ ବ୍ୟକ୍ତିଗତ ଭାବେ ଦେଖା ଏବଂ କଥାବାର୍ତ୍ତା ସେଦିନ ମୋ ଜୀବନଧାରାରେ ଗୋଟିଏ ପରିବର୍ତ୍ତନ ଆଣିଲା |ଢେଂକାନାଳରେ ପଢୁଥିବାବେଳେ ସରକାରୀ ଚାକିରୀକୁ ଲକ୍ଷ୍ୟ ରଖି ମୁଁ ପାଠ ପଢୁଥିଲି |ତାହା ସେହିଦିନ ଲୋପପାଇଗଲା | ମୁଁ ଅନ୍ଧାଣିଆ ଭାବରେ ଭାବିଲି ଯେ ,ଉଚ୍ଚଶିକ୍ଷାପ୍ରାପ୍ତ ଯୁବକ ସକାଶେ ସରକାରୀ ଚାକିରି ବାହାରେ ମଧ୍ୟ ଅନେକ କାମ ରହିଛି |ତାହା ହୁଏତ ଚାକିରି ଅପେକ୍ଷା ଅଧିକ ମହତ୍ତ୍ବପୂର୍ଣ୍ଣ |ମନୁଷ୍ୟ ଜୀବନରେ ଏହିପରି ଗୋଟିଏ ଗୋଟିଏ ଘାଟି ସମୟ ଆସିଥାଏ | ପରବର୍ତ୍ତୀ ସମୟରେ ଜୀବନ ଧାରାରେ ଯେଉଁ ପରିବର୍ତ୍ତନ ଘଟେ ,ତାହା ଉଚ୍ଚ ରୁ ଉଚ୍ଚତର କରେ |"
 
==ଆଧାର==
{{ଆଧାର}}
 
[[ଶ୍ରେଣୀ:୧୮୮୭ ଜନ୍ମ]]
[[ଶ୍ରେଣୀ:୧୯୫୭ ମୃତ୍ୟୁ]]