"ଧାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ପ୍ରକାର
୩ କ ଧାଡ଼ି:
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ [[ଏସିଆ]] ମହାଦେଶରେ ଅଧିକ ଭାବେ ଚାଷ କରାଯାଏ। ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଧାନ ଚାଷ ସାଧାରଣତଃ ବର୍ଷାଋତୁରେ ଚାଷ କରାଯାଏ । ଧାନ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଧାନର ବୈଜ୍ଞାନିକ ନାମ ହେଲା ଓରିଇଜା ସାଟାଇଭା (''Oryza sativa)''। ଧାନ କିସମ ଅନୁସାରେ ସଅଳ, ମଧ୍ୟମ ଓ ବି‌ଳମ୍ବ କିସମର ଅଟେ।
==ଇତିହାସ==
==ପ୍ରକାର==
* ସୁନାଖିଲ
*ହାତିଦାନ୍ତ
 
==ସଂସ୍କୃତି==
===ଓଡ଼ିଶା===
"https://or.wikipedia.org/wiki/ଧାନ"ରୁ ଅଣାଯାଇଅଛି