"ଇଲିଆନା ସିତାରିଷ୍ଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୧୯ କ ଧାଡ଼ି:
 
== ନୃତ୍ୟ ଜୀବନୀ ==
[[File:Ileana Citaristi performing Mayurbhanj Chau style Siba Tandaba.jpg|thumb|[[ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ]]ରେ [[ଛଉ]]ରେ ଶିବତାଣ୍ଡବ ପରିବେଷଣ କରୁଥିବା ସିତାରିଷ୍ଟ]]
ଇଲିଆନା ଗୁରୁ [[କେଳୁଚରଣ ମହାପାତ୍ର|କେଳୁଚରଣ ମହାପାତ୍ରଙ୍କ]] ପାଖରେ [[ଓଡ଼ିଶୀ]] ଶିଖିବା ଆରମ୍ଭ କରିଥିଲେ ଏବଂ ୧୯୯୪ ରୁ ନିଜର ନୃତ୍ୟ ବିଦ୍ୟାଳୟର ସ୍ଥାପନା କରିଛନ୍ତି ।<ref name="articles.timesofindia.indiatimes" /> ସେ ମଧ୍ୟ ମୟୂରଭଞ୍ଜ ଛଉ ନୃତ୍ୟରେ ପ୍ରବୀଣା, ଯାହାକୁ ଗୁରୁ ହରି ନାୟକଙ୍କ ଠାରୁ ଶିକ୍ଷା କରିଥିଲେ । ସେ ଭୁବନେଶ୍ୱର ସଙ୍ଗୀତ ମହାବିଦ୍ୟାଳୟରୁ ଛଉ ନୃତ୍ୟ ପାଇଁ ଆଚାର୍ଯ୍ୟ ଉପାଧୀ ପାଇଛନ୍ତି ।<ref>{{cite web|title=Padmashri Ileana Citaristi|url=http://spicmacay.com/articles/padmashri-ileana-citaristi|publisher=SPICMACAY|accessdate=6 November 2012}}</ref> ୧୯୯୬ ମସିହାରେ ସେ ଆର୍ଟ ଭିଜନ ଏକାଡ଼େମୀର ପ୍ରତିଷ୍ଠା କରିଥିଲେ, ଯାହା ବିଭିନ୍ନ ପ୍ରକାର ନୃତ୍ୟ, ସଙ୍ଗୀତ, ଚିତ୍ରକଳା, ଅଭିନୟ କଳାକୁ ପ୍ରୋତ୍ସାହନ ଦେବା ସହ ଓଡ଼ିଶୀ ଏବଂ ଛଉ ନୃତ୍ୟ ଶିକ୍ଷଣ ପାଇଁ ଉଦ୍ଦିଷ୍ଟ ।<ref name="narthaki">{{cite web|title=Dr. Ileana Citaristi: My karma is to break new ground|url=http://www.narthaki.com/info/intervw/intrv149.html|accessdate=6 November 2012}}</ref>