"ଚଉଷଠି ଯୋଗିନୀ ମନ୍ଦିର, ହୀରାପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ସଜାଣି, ଦୁଇଥର ଓ ଅଦରକରୀ ତଥ୍ୟ ହଟାଗଲା
୪୩ କ ଧାଡ଼ି:
 
== ଇତିହାସ ==
ଖ୍ରୀଷ୍ଟୀୟ ସପ୍ତମ ଓ ଅଷ୍ଟମ ଶତାବ୍ଦୀରେ ଭୌମ୍ୟ ବଂଶୀୟ ଶାନ୍ତା ନାମକ ଜଣେ ରାଜା ଏଠାରେ ରାଜୁତି କରୁଥିଲେ । ତାଙ୍କର ହୀରାବତୀ ନାମକ ଜଣେ ପାଟରାଣୀ ଥିଲେ । ରାଣୀଙ୍କ ନାମାନୁସାରେ ଏହି ଗ୍ରାମର ନାମ ହୀରାପୁର ହୋଇଅଛି ବୋଲି କିମ୍ବଦନ୍ତୀ କୁହେ । ରାଣୀ ହୀରାବତୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଚଉଷଠି ଯୋଗିନୀ ପୀଠ ହୋଇଥିଲା । ସ୍ଥାପତ୍ୟ ଓ ଭାସ୍କର୍ଯ୍ୟଶୈଳୀରୁ ମଧ୍ୟ ଚଉଷଠି ଯୋଗିନୀ ମନ୍ଦିରଟି ନବମ ଶତାବ୍ଦୀରେ ନିର୍ମାଣ କରାଯାଇଥିବା ଅନୁମିତ । ଏହା [[ଭୌମ ରାଜବଂଶ|ଭୌମ]] ଓ ସୋମ ରାଜବଂଶୀଙ୍କ ସମୟରେ ପ୍ରତିଷ୍ଠିତ ହୋଇଥିବାର ଜଣାଯାଏ । ଏହା ଏକ ଶକ୍ତିପୀଠ ହୋଇଥିବାରୁ ତନ୍ତ୍ର ସାଧନା ପାଇଁ ଏଠାକୁ ବହୁ ତନ୍ତ୍ର ସାଧକଙ୍କ ଆଗମନ ହେଉଥିଲା । <ref name =samaja/> [[ମଧ୍ୟପ୍ରଦେଶମଧ୍ୟ ପ୍ରଦେଶ]]ର [[ଖଜୁରାହୋ]] ଓ [[ଜବଲପୁର]] ଏବଂ ଓଡ଼ିଶାର ହୀରାପୁର ଓ ରାଣୀପୁର- ଝରିଆଲର ୬୪ଯୋଗିନୀ ମନ୍ଦିର ଢାଞ୍ଚାରେ ଭାରତୀୟ ସଂସଦ ନିର୍ମାଣ କରାଯାଇଥିବା ଅନୁମାନ କରାଯାଏ । ସଂସଦ ଭବନର ଗୋଲାକାର ନକ୍ସା ଚଉଷଠି ଯୋଗିନୀ ମନ୍ଦିରରୁ ପ୍ରସ୍ତୁତ କରାଯାଇଛି ବୋଲି ବିଶେଷଜ୍ଞ ମତ ଦିଅନ୍ତି ।{{cn|ନଭେମ୍ବର ୨୦୧୪}} ନିଜ ରାଜତ୍ଵ କାଳରେ [[କଳାପାହାଡ଼]] ଏହି ମନ୍ଦିର ଭାଙ୍ଗିଛି ଓ ବର୍ତ୍ତମାନ ତାହାର ଭଗ୍ନାବଶେଷ ପ୍ରତୀୟମାନ ବୋଲି ଗ୍ରାମବାସୀ କହନ୍ତି । ଦୀର୍ଘବର୍ଷ ପରେ ମନ୍ଦିରଟି ସାଧାରଣ ଲୋକଙ୍କ ପାଇଁ ଉନ୍ମୁକ୍ତ କରାଯାଇଥିଲା ବୋଲି ସେମାନେ କୁହନ୍ତି । <ref name =samaja/>
ନିଜ ରାଜତ୍ଵ କାଳରେ [[କଳାପାହାଡ଼]] ଏହି ମନ୍ଦିର ଭାଙ୍ଗିଛି ଓ ବର୍ତ୍ତମାନ ତାହାର ଭଗ୍ନାବଶେଷ ପ୍ରତୀୟମାନ ବୋଲି ଗ୍ରାମବାସୀ କହନ୍ତି । ଦୀର୍ଘବର୍ଷ ପରେ ମନ୍ଦିରଟି ସାଧାରଣ ଲୋକଙ୍କ ପାଇଁ ଉନ୍ମୁକ୍ତ କରାଯାଇଥିଲା ବୋଲି ସେମାନେ କୁହନ୍ତି । <ref name =samaja/>
 
== ଉପାସନା ==