"ସାରଙ୍ଗଧର ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ତଥ୍ୟପେଟି, ବନାନ ସୁଧାର, ସଜାଣି ଓ ଅନ୍ୟ ପ୍ରସଙ୍ଗ ସହ ସଂଯୋଗ
No edit summary
୨୯ କ ଧାଡ଼ି:
}}
 
'''ସାରଙ୍ଗଧର ଦାସ''' ଓଡିଶାର ଜଣେ ବିଶିଷ୍ଟ ସମାଜବାଦୀ ନେତା ଥିଲେ । ଅନୁନ୍ନତ ଗଡଜାତ ଅଂଚଳର ଉନ୍ନତି ନିମଂତେ ସେ ସ୍ୱପ୍ନ ଦେଖିଥିଲେ । ଗଡଜାତ ଅଂଚଳରେ ତାଂକର ନିସ୍ୱାର୍ଥପର ସେବା ଯୋଗୁଁ ତାଂକୁ ଗଡଜାତ ଗାନ୍ଧୀ ରୂପରେ ଅଭିହିତ କରାଯାଉଥିଲା । ସେ ମଧ୍ୟ ଥିଲେ ସମାଜବାଦୀ ଆନ୍ଦୋଳନର କର୍ଣ୍ଣଧାର । ହୁଏତ ସେ ହେଉଛ୍ଂତି ପ୍ରଥମ ଓଡିଆ ଯେ କି ଜଣେ ଛାତ୍ର ଭାବରେ ଆମେରିକା ମାଟିରେ ପାଦ ଦେଇଥିଲେ ।
'''ସାରଙ୍ଗଧର ଦାସ''', ଗଡ଼ଜାତ ଆନ୍ଦୋଳନର ଗାନ୍ଧୀ ଏବଂ ସମାଜବାଦୀ ଆନ୍ଦୋଳନର କର୍ଣ୍ଣଧାର । ୧୯୫୬ ମସିହା ଐତିହାସିକ ସୀମା ଆନ୍ଦୋଳନ ବେଳେ [[ଓଡ଼ିଶା]] ସହିତ [[ଷଢ଼େଇଖଳା-ଖରସୁଆଁ ଜିଲ୍ଲା|ଷଢ଼େଇଖଳା-ଖରସୁଆଁ]] ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ ଦ୍ଵାରା ନିଯୁକ୍ତ ସୀମା ନିର୍ଦ୍ଧାରଣ କମିଶନ୍ ସୁପାରିସ୍ ପ୍ରକାଶିତ ହେଲା ପରେ ସମଗ୍ର ଓଡ଼ିଶାରେ ପ୍ରତିବାଦର ସ୍ଵର ଝଙ୍କୃତ ହୋଇଥିଲା । ସାରଙ୍ଗଧର ଦାସ ଲୋକସଭାରେ ଓଡ଼ିଶା ସହିତ ଷଢ଼େଇଖଳା-ଖରସୁଆଁ ମିଶ୍ରଣ ସପକ୍ଷରେ ଏକ ତଥ୍ୟ ସମ୍ବଳିତ ଆବେଗମୟ ଭାଷଣ ଦେଇ କେନ୍ଦ୍ର ସରକାର ଏ ଦିଗରେ ଦୃଢ଼ ପଦକ୍ଷେପ ନେବା ପାଇଁ ଦାବି କରିଥିଲେ । କିନ୍ତୁ ସରକାର ଓଡ଼ିଶାର ନ୍ୟାଯ୍ୟ ଦାବି ଗ୍ରହଣ ନକରିବାରୁ ତା'ର ପ୍ରତିବାଦରେ ସେ ପ୍ରଥମ ସତ୍ୟାଗ୍ରହୀ ଭାବରେ ସୀମା ଆନ୍ଦୋଳନର ନେତୃତ୍ଵ ନେଇ କାରାବରଣ କରିଥିଲେ ।
 
ଜନ୍ମ, ବାଲ୍ୟ କାଳ ଓ କଲେଜ ପଢା
 
ସାରଂଗଧର ଢେଂକାନାଳ ସହର ନିକଟବର୍ତ୍ତୀ ହରେକ୍ରୃଷ୍ନପୁର ଗ୍ରାମରେ ୧୮୮୬ ମସିହା ଅକ୍ଟୋବର ମାସ ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଂକର ପିତାଂକର ନାମ ଥିଲା ହରେକୃଷ୍ନ ଦାସ ତଥା ମାତାଂକ ନାମ ଥିଲା ମାଣିକ ଦେବୀ । ପିତା ମାତାଂକର ସେ ଥିଲେ ପଂଚମ ତଥା କନିଷ୍ଠ ସଂତାନ । ଏଗାର ବର୍ଷ ବୟସରେ ସେ ପିତାଂକୁ ହରାଇ ଥିଲେ । କେହି ମୁରବୀ ଦେଖାଶୁଣା କରିବାକୁ ନଥିବାରୁ ସେ କୁସଂଗରେ ପଡିଥିଲେ ମାତ୍ର ପରେ ଅନୁତାପ କରି ମାଂକ ଉପଦେଶ ଅନୁସାରେ ଚଳିଲେ ଓ ୧୯୦୫ ମସିହାରେ କଲିକତା ବିଶ୍ୱବିଦ୍ୟାଳୟରୁ ଦ୍ୱିତୀୟ ଶ୍ରେଣୀରେ ଏଣ୍ଟ୍ରାଂସ୍‍ (ମାଟ୍ରିକୁଲେସନ୍) ପାସ କଲେ । ତାପରେ ସେ ରେଭେନ୍ସା କଲେଜରେ ନାମ ଲେଖାଇଲେ ଏବଂ ସେଠାରେ ତାଂକ ସହ ରହୁଥିଲେ ନୀଳକଣ୍ଠ ଦାସ (ପରେ ପଣ୍ଡିତ ନୀଳକଣ୍ଠ ଦାସ) । ତାଂକରି ଜରିଆରେ ସାରଙ୍ଗଧର ପଣ୍ଡିତ ଗୋପବଂଧୁ ଦାସ, ଆଚାର୍ଯ୍ୟ ହରିହର ପ୍ରଭୃତିଂକ ସହ ଘନିଷ୍ଠ ହୋଇଥିଲେ ଓ ସ୍ୱଦେଶ ଆଂଦୋଳନ ପ୍ରତି ଆକର୍ଷିତ ହୋଇଥିଲେ ।
 
ବିଦେଶ ଯାତ୍ରା
 
'''ସାରଙ୍ଗଧର ଦାସ''', ଗଡ଼ଜାତ ଆନ୍ଦୋଳନର ଗାନ୍ଧୀ ଏବଂ ସମାଜବାଦୀ ଆନ୍ଦୋଳନର କର୍ଣ୍ଣଧାର । ୧୯୫୬ ମସିହା ଐତିହାସିକ ସୀମା ଆନ୍ଦୋଳନ ବେଳେ [[ଓଡ଼ିଶା]] ସହିତ [[ଷଢ଼େଇଖଳା-ଖରସୁଆଁ ଜିଲ୍ଲା|ଷଢ଼େଇଖଳା-ଖରସୁଆଁ]] ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ ଦ୍ଵାରା ନିଯୁକ୍ତ ସୀମା ନିର୍ଦ୍ଧାରଣ କମିଶନ୍ ସୁପାରିସ୍ ପ୍ରକାଶିତ ହେଲା ପରେ ସମଗ୍ର ଓଡ଼ିଶାରେ ପ୍ରତିବାଦର ସ୍ଵର ଝଙ୍କୃତ ହୋଇଥିଲା । ସାରଙ୍ଗଧର ଦାସ ଲୋକସଭାରେ ଓଡ଼ିଶା ସହିତ ଷଢ଼େଇଖଳା-ଖରସୁଆଁ ମିଶ୍ରଣ ସପକ୍ଷରେ ଏକ ତଥ୍ୟ ସମ୍ବଳିତ ଆବେଗମୟ ଭାଷଣ ଦେଇ କେନ୍ଦ୍ର ସରକାର ଏ ଦିଗରେ ଦୃଢ଼ ପଦକ୍ଷେପ ନେବା ପାଇଁ ଦାବି କରିଥିଲେ । କିନ୍ତୁ ସରକାର ଓଡ଼ିଶାର ନ୍ୟାଯ୍ୟ ଦାବି ଗ୍ରହଣ ନକରିବାରୁ ତା'ର ପ୍ରତିବାଦରେ ସେ ପ୍ରଥମ ସତ୍ୟାଗ୍ରହୀ ଭାବରେ ସୀମା ଆନ୍ଦୋଳନର ନେତୃତ୍ଵ ନେଇ କାରାବରଣ କରିଥିଲେ ।
 
୧୯୫୭ ମସିହା ଲୋକସଭା ନିର୍ବାଚନରେ ସାରଂଗଧର ଦାସ କଟକ ନିର୍ବାଚନ ମଣ୍ଡଳୀରୁ ପ୍ରଜା-ସୋସାଲିଷ୍ଟ୍ ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢୁଥିଲେ । ନିର୍ବାଚନ ପ୍ରଚାର ବେଳେ ସେ ଯେଉଁ ଭାଷଣ ଦେଉଥିଲେ ସେଥିରେ ସାମାଜିକ ଓ ଅର୍ଥନୈତିକ ବୈଷମ୍ୟ ବିରୁଦ୍ଧରେ ତାଙ୍କର ପ୍ରଚଣ୍ଡ କ୍ରୋଧର ବିସ୍ଫୋରଣ ଘଟୁଥିଲା । ସେ ସାଧାରଣ ଲୋକଙ୍କୁ ସରଳ ଭାଷାରେ ସମାଜବାଦର ତତ୍ତ୍ଵ ବୁଝାଉଥିଲେ । ତାଙ୍କ ଭାଷଣରେ ସ୍ଥାନୀୟ ସମସ୍ୟାର ସମାଧାନର ମିଥ୍ୟ। ଆଶ୍ଵାସନା ନ ଥିଲା, ଏପରିକି ପ୍ରତିଦ୍ଵନ୍ଦୀଙ୍କ ବିରୁଦ୍ଧରେ କୌଣସି ଆକ୍ଷେପ ମଧ୍ୟ ନଥିଲା । ନିର୍ବାଚନ ପ୍ରଚାର ଥିଲା ତାଙ୍କ ପାଇଁ ଲୋକଙ୍କୁ ରାଜନୈତିକ ଶିକ୍ଷା ଦେବାର ସୁଯୋଗ । ସମାଜ ନବଦଳିଲେ ଦେଶର ଭାଗ୍ୟ ବଦଳିବ ନାହିଁ, ସାମାଜିକ ସମ୍ପଦର ସମବଣ୍ଟନ ନହେଲେ ଦେଶରୁ ଦାରିଦ୍ର୍ୟ ଘୁଞ୍ଚିବ ନାହିଁ --ଏହା ଥିଲା ତାଙ୍କ ଭାଷଣର ମୂଳ କଥା ।