"ସାରଙ୍ଗଧର ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୩୪ କ ଧାଡ଼ି:
 
ସାରଂଗଧର ଢେଂକାନାଳ ସହର ନିକଟବର୍ତ୍ତୀ ହରେକ୍ରୃଷ୍ନପୁର ଗ୍ରାମରେ ୧୮୮୬ ମସିହା ଅକ୍ଟୋବର ମାସ ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଂକର ପିତାଂକର ନାମ ଥିଲା ହରେକୃଷ୍ନ ଦାସ ତଥା ମାତାଂକ ନାମ ଥିଲା ମାଣିକ ଦେବୀ । ପିତା ମାତାଂକର ସେ ଥିଲେ ପଂଚମ ତଥା କନିଷ୍ଠ ସଂତାନ । ଏଗାର ବର୍ଷ ବୟସରେ ସେ ପିତାଂକୁ ହରାଇ ଥିଲେ । କେହି ମୁରବୀ ଦେଖାଶୁଣା କରିବାକୁ ନଥିବାରୁ ସେ କୁସଂଗରେ ପଡିଥିଲେ ମାତ୍ର ପରେ ଅନୁତାପ କରି ମାଂକ ଉପଦେଶ ଅନୁସାରେ ଚଳିଲେ ଓ ୧୯୦୫ ମସିହାରେ କଲିକତା ବିଶ୍ୱବିଦ୍ୟାଳୟରୁ ଦ୍ୱିତୀୟ ଶ୍ରେଣୀରେ ଏଣ୍ଟ୍ରାଂସ୍‍ (ମାଟ୍ରିକୁଲେସନ୍) ପାସ କଲେ । ତାପରେ ସେ ରେଭେନ୍ସା କଲେଜରେ ନାମ ଲେଖାଇଲେ ଏବଂ ସେଠାରେ ତାଂକ ସହ ରହୁଥିଲେ ନୀଳକଣ୍ଠ ଦାସ (ପରେ ପଣ୍ଡିତ ନୀଳକଣ୍ଠ ଦାସ) । ତାଂକରି ଜରିଆରେ ସାରଙ୍ଗଧର ପଣ୍ଡିତ ଗୋପବଂଧୁ ଦାସ, ଆଚାର୍ଯ୍ୟ ହରିହର ପ୍ରଭୃତିଂକ ସହ ଘନିଷ୍ଠ ହୋଇଥିଲେ ଓ ସ୍ୱଦେଶ ଆଂଦୋଳନ ପ୍ରତି ଆକର୍ଷିତ ହୋଇଥିଲେ ।
 
ବିପ୍ଲବୀ ସାରଙ୍ଗଧର ଦାସଙ୍କ ଜୀବନ ଭିନ୍ନ ଭିନ୍ନ ସମୟରେ ନେଇଥିଲା ,ଭିନ୍ନ ଭିନ୍ନ ମୋଡ । [[ରେଭେନ୍ସା ମହାବିଦ୍ୟାଳୟ|ରେଭେନ୍ସା କଲେଜରେ]] ପାଠ ପଢୁଥିବା ସମୟରେ ତାଙ୍କର ଭେଟ ହୋଇଥିଲା 'ଭାରତ ସେବକ ସମାଜ ସଂଘ'ର ସଭ୍ୟ ସି.ଭି ବୈଦ୍ୟଙ୍କ ସହିତ । ଏ ସମ୍ପର୍କରେ ସେ ନିଜ ଡାଏରୀ ରେ ଲେଖିଛନ୍ତି ,"ଏହି ବୈଦ୍ୟ ମହାଶୟଙ୍କ ସଙ୍ଗେ ବ୍ୟକ୍ତିଗତ ଭାବେ ଦେଖା ଏବଂ କଥାବାର୍ତ୍ତା ସେଦିନ ମୋ ଜୀବନଧାରାରେ ଗୋଟିଏ ପରିବର୍ତ୍ତନ ଆଣିଲା । [[ଢେଙ୍କାନାଳ|ଢେଙ୍କାନାଳରେ]] ପଢୁଥିବାବେଳେ ସରକାରୀ ଚାକିରୀକୁ ଲକ୍ଷ୍ୟ ରଖି ମୁଁ ପାଠ ପଢୁଥିଲି । ତାହା ସେହିଦିନ ଲୋପପାଇଗଲା । ମୁଁ ଅନ୍ଧାଣିଆ ଭାବରେ ଭାବିଲି ଯେ ,ଉଚ୍ଚଶିକ୍ଷାପ୍ରାପ୍ତ ଯୁବକ ସକାଶେ ସରକାରୀ ଚାକିରି ବାହାରେ ମଧ୍ୟ ଅନେକ କାମ ରହିଛି । ତାହା ହୁଏତ ଚାକିରି ଅପେକ୍ଷା ଅଧିକ ମହତ୍ତ୍ବପୂର୍ଣ୍ଣ । ମନୁଷ୍ୟ ଜୀବନରେ ଏହିପରି ଗୋଟିଏ ଗୋଟିଏ ଘାଟି ସମୟ ଆସିଥାଏ । ପରବର୍ତ୍ତୀ ସମୟରେ ଜୀବନ ଧାରାରେ ଯେଉଁ ପରିବର୍ତ୍ତନ ଘଟେ , ତାହା ଉଚ୍ଚରୁ ଉଚ୍ଚତର କରେ ।"
 
ବିଦେଶ ଯାତ୍ରା
Line ୪୩ ⟶ ୪୫:
ସାରଙ୍ଗଧର, ନିଜର ସ୍ଥାବର, ଅସ୍ଥାବର ସମ୍ପତ୍ତି, ଗଣତାନ୍ତ୍ରିକ ସମାଜବାଦର ପ୍ରସାର ଏବଂ ଶିଶୁ -ମହିଳାମାନଙ୍କ ଉନ୍ନୟନ ପାଇଁ ଉଇଲ୍ କରି ଯାଇଛନ୍ତି । ଜଣେ ଖାଣ୍ଟି ସୋସାଲିଷ୍ଟ୍ ଭାବରେ ସେ ବ୍ୟକ୍ତିଗତ ସମ୍ପତ୍ତିର ମାଲିକାନା ଉପରେ ବିଶ୍ଵାସ କରୁନଥିଲେ, ସେଥିପାଇଁ ସେ ନିଜର ସମସ୍ତ ସମ୍ପତ୍ତି ସାମାଜିକ ଉନ୍ନୟନ ଏବଂ ସମାଜବାଦର ପ୍ରସାର ଓ ପ୍ରତିଷ୍ଠା ପାଇଁ ଦାନ କରିଯାଇଛନ୍ତି ।
 
ବିପ୍ଲବୀ ସାରଙ୍ଗଧର ଦାସଙ୍କ ଜୀବନ ଭିନ୍ନ ଭିନ୍ନ ସମୟରେ ନେଇଥିଲା ,ଭିନ୍ନ ଭିନ୍ନ ମୋଡ ।

==ଆଧାର==