"ସାରଙ୍ଗଧର ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୩୮ କ ଧାଡ଼ି:
 
ବିଦେଶ ଯାତ୍ରା
 
ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ନିମଂତେ ସ୍ୱପ୍ନ ଦେଖୁଥିବା ସାରଂଗଧର ବିଦେଶରେ ଶିଳ୍ପ ନିମଂତେ ତାଲିମ ନେବାକୁ ଆଗ୍ରହୀ ଥିଲେ
 
୧୯୫୬ ମସିହା ଐତିହାସିକ ସୀମା ଆନ୍ଦୋଳନ ବେଳେ [[ଓଡ଼ିଶା]] ସହିତ [[ଷଢ଼େଇଖଳା-ଖରସୁଆଁ ଜିଲ୍ଲା|ଷଢ଼େଇଖଳା-ଖରସୁଆଁ]] ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ ଦ୍ଵାରା ନିଯୁକ୍ତ ସୀମା ନିର୍ଦ୍ଧାରଣ କମିଶନ୍ ସୁପାରିସ୍ ପ୍ରକାଶିତ ହେଲା ପରେ ସମଗ୍ର ଓଡ଼ିଶାରେ ପ୍ରତିବାଦର ସ୍ଵର ଝଙ୍କୃତ ହୋଇଥିଲା । ସାରଙ୍ଗଧର ଦାସ ଲୋକସଭାରେ ଓଡ଼ିଶା ସହିତ ଷଢ଼େଇଖଳା-ଖରସୁଆଁ ମିଶ୍ରଣ ସପକ୍ଷରେ ଏକ ତଥ୍ୟ ସମ୍ବଳିତ ଆବେଗମୟ ଭାଷଣ ଦେଇ କେନ୍ଦ୍ର ସରକାର ଏ ଦିଗରେ ଦୃଢ଼ ପଦକ୍ଷେପ ନେବା ପାଇଁ ଦାବି କରିଥିଲେ । କିନ୍ତୁ ସରକାର ଓଡ଼ିଶାର ନ୍ୟାଯ୍ୟ ଦାବି ଗ୍ରହଣ ନକରିବାରୁ ତା'ର ପ୍ରତିବାଦରେ ସେ ପ୍ରଥମ ସତ୍ୟାଗ୍ରହୀ ଭାବରେ ସୀମା ଆନ୍ଦୋଳନର ନେତୃତ୍ଵ ନେଇ କାରାବରଣ କରିଥିଲେ ।