"ସାରଙ୍ଗଧର ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୩୬ କ ଧାଡ଼ି:
[[ରେଭେନ୍ସା ମହାବିଦ୍ୟାଳୟ|ରେଭେନ୍ସା କଲେଜରେ]] ପାଠ ପଢୁଥିବା ସମୟରେ ତାଙ୍କର ଭେଟ ହୋଇଥିଲା 'ଭାରତ ସେବକ ସମାଜ ସଂଘ'ର ସଭ୍ୟ ସି.ଭି ବୈଦ୍ୟଙ୍କ ସହିତ । ଏ ସମ୍ପର୍କରେ ସେ ନିଜ ଡାଏରୀ ରେ ଲେଖିଛନ୍ତି ,"ଏହି ବୈଦ୍ୟ ମହାଶୟଙ୍କ ସଙ୍ଗେ ବ୍ୟକ୍ତିଗତ ଭାବେ ଦେଖା ଏବଂ କଥାବାର୍ତ୍ତା ସେଦିନ ମୋ ଜୀବନଧାରାରେ ଗୋଟିଏ ପରିବର୍ତ୍ତନ ଆଣିଲା । ଢେଙ୍କାନାଳ ପଢୁଥିବାବେଳେ ସରକାରୀ ଚାକିରୀକୁ ଲକ୍ଷ୍ୟ ରଖି ମୁଁ ପାଠ ପଢୁଥିଲି । ତାହା ସେହିଦିନ ଲୋପ ପାଇଗଲା । ମୁଁ ଅନ୍ଧାଣିଆ ଭାବରେ ଭାବିଲି ଯେ ,ଉଚ୍ଚଶିକ୍ଷାପ୍ରାପ୍ତ ଯୁବକ ସକାଶେ ସରକାରୀ ଚାକିରି ବାହାରେ ମଧ୍ୟ ଅନେକ କାମ ରହିଛି । ତାହା ହୁଏତ ଚାକିରି ଅପେକ୍ଷା ଅଧିକ ମହତ୍ତ୍ବପୂର୍ଣ୍ଣ । ମନୁଷ୍ୟ ଜୀବନରେ ଏହିପରି ଗୋଟିଏ ଗୋଟିଏ ଘାଟି ସମୟ ଆସିଥାଏ । ପରବର୍ତ୍ତୀ ସମୟରେ ଜୀବନ ଧାରାରେ ଯେଉଁ ପରିବର୍ତ୍ତନ ଘଟେ , ତାହା ଉଚ୍ଚରୁ ଉଚ୍ଚତର କରେ ।"
 
==ବିଦେଶ ଯାତ୍ରା ଓ ବିଦେଶରେ ଶିକ୍ଷା==
 
ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ସ୍ୱପ୍ନ ଦେଖୁଥିବା ସାରଙ୍ଗଧର ବିଦେଶରେ ଶିଳ୍ପ ନିମନ୍ତେ ତାଲିମ ନେବାକୁ ଆଗ୍ରହୀ ଥିଲେ । ଇଂରେଜ ମାନେ ଆମ ଦେଶକୁ ପରାଧୀନ କରି ରଖିଥିବାରୁ ସେ ଇଂଲଣ୍ଡ କିମ୍ବା ଅନ୍ୟ ୟୁରୋପୀୟ ଦେଶମାନଂକରେ ପଢିବାକୁ ଚାହିଁନଥିଲେ । ସେତେବେଳେ ଏସିଆ ମହାଦେଶରେ ଜାପାନ ଥିଲା ସବୁଠାରୁ ବିକଶିତ ତଥା ଶିଳ୍ପ ସମୃଦ୍ଧ ଦେଶ । ସେଠାରେ ମଧ୍ୟ ଖର୍ଚ କମ ପଡୁଥିଲା । ତେଣୁ ସେ ଜାପାନ ଯିବାକୁ ଇଚ୍ଛୁକ ହେଲେ ।
 
ହେଲେ ତାଂକତାଙ୍କ ପାଖର ଅର୍ଥ ନଥିବାରୁ ପ୍ରଥମେ ସେ ନୀଳଗିରି ସ୍କୁଲ୍‍ରେ ଶିକ୍ଷକତା କଲେ । ସେ କଲିକତାର ଏକ ସଂସ୍ଥା ଯାହାକି ମେଧାବୀ ଛାତ୍ର ମାନଂକୁମାନଙ୍କୁ ବିଦେଶରେ ପାଠ ପଢପଢା ନିମଂତେନିମନ୍ତେ ସହାୟତା କରୁଥିଲା , ତା 'ସହ ଯୋଗାଯୋଗ କରି ମାସିକ ୨୫ ଟଂକାଟଙ୍କା ହିସାବରେ ଦୁଇ ବର୍ଷ ନିମଂତେନିମନ୍ତେ ବୃତ୍ତି ପାଇଲେ । ମାଟ୍ରମାତ୍ର ସେ ସଂସ୍ଥାର ଆଉ ଗୋଟିଏ ସର୍ତ୍ତ ଥିଲା କି ଯେ ସେ ଢେଂକାନାଳ ରାଜାଂକଢେଙ୍କାନାଳ ଠାରୁରାଜାଙ୍କଠାରୁ ମଧ୍ୟ କିଛି ମାସିକ ବୃତ୍ତି ନେବେ । ଢେଂକାନାଳଢେଙ୍କାନାଳ ରାଜା ଶ୍ରୀ ସୁର ପ୍ରତାପ ସିଂହଦେଓ ତଂକୁତାଙ୍କୁ ମାସିକ ବୃତ୍ତି ଯୋଗାଇଦେବା ପାଇଁ ରାଜିହେଲେ । ପଣ୍ଡିତ ଗୋପବଂଧୁଗୋପବନ୍ଧୁ ଏବଂ ଆଚାର୍ଯ୍ୟ ହରିହର ମଧ୍ୟ କିଛି ଅର୍ଥ ଦେଲେ । ଏହାପରେ ସାରଂଗଧର ୧୯୦୭ ମସିହାରେ ଜାପାନ ଯାତ୍ରା କଲେ ।
 
ଜାପାନରେ ସେ ପ୍ରଥମେ ଦିଆସିଲି ଶିଳ୍ପ ସମ୍ବନ୍ଧରେ ଶିକ୍ଷା ନେଲେ । ଅଧିକ ଶିଳ୍ପ ଶିକ୍ଷା ନିମଂତେନିମନ୍ତେ ଜାପାନୀ ଭାଷା ଜାଣିବା ଜରୁରୀ ହେଲା । ମାତ୍ର ଜାପାନୀ ଭାଷା ଶିକ୍ଷା ନିମଂତେନିମନ୍ତେ ଅନେକ ସମୟ ଲାଗିବାକୁ ଥିଲା । ତାପରେ ତାଂକରତାଙ୍କର ଧାରଣା ହେଲା ଯେ ଜାପାନରେ ଶିକ୍ଷା ସ୍ତର ଏତେ ଉଚ୍ଚ ନୁହଁ, ତେଣୁ ସେ ଜାପାନ ଛାଡି ଆମେରିକା ଯିବାକୁ ସ୍ଥିର କଲେ ଢେଂକାନାଳଢେଙ୍କାନାଳ ରାଜା ତାଂକୁତାଙ୍କୁ ଫେରି ଆସିବାକୁ ପତ୍ର ଲେଖିଲେ, ମାତ୍ର ତାକୁ ଭ୍ରୂ କ୍ଷେପଭ୍ରୂକ୍ଷେପ ନ କରି ସେ ଆମେରିକା ଯିବାକୁ ବଦ୍ଧପରିକର ହେଲେ । ସେ ଶୁଣିଥିଲେ ଯେ ଆମେରିକାରେ ଚାକିରୀ କରି ପାଠ ପଢିପାରିବେ । ହେଲେ ଜାପାନରୁ ଆମେରିକା ଯିବା ନିମଂତେନିମନ୍ତେ ଟିକଟ ଖର୍ଚ୍ଚ ମଧ୍ୟ ତାଂକତାଙ୍କ ପାଖରେ ନ ଥିଲା । ପଣ୍ଡିତ ଗୋପବଂଧୁଗୋପବନ୍ଧୁ ଏବଂ ଆଚାର୍ଯ୍ୟ ହରିହର ଉତ୍କଳ ସମ୍ମିଳନୀ ତରଫରୁ ତାଂକୁତାଙ୍କୁ ୩୦୦ ଟଂକାଟଙ୍କା ପଠାଇଲେ , ଏଥିରେ ସେ ତୃତୀୟ ଶ୍ରେଣୀ ଜଳ ଜାହାଜ ଟିକଟ ଖଣ୍ଡେ କରିପାରିଲେ । ପାଠ ପଢିବାକୁ ଆମେରିକା ଯାଉଥିବା ଛାତ୍ର ମାନଂକମାନଙ୍କ ପାଖରେ ଅତି କମ୍‍ରେ ୫୦ଡଲାର ଅର୍ଥ ଥିବାର ଗୋଟିଏ ନିୟମ ଥିଲା । ଏଥି ନିମଂତେନିମନ୍ତେ ଜାପାନର ଥିବା ଜଣେ ମୁଲତାନ୍‍ ଅଂଚଳରଅଞ୍ଚଳର ଜଣେ ବ୍ୟବସାୟୀ ତାଂକୁତାଙ୍କୁ ବଂଧୁତାବନ୍ଧୁତା ଦୃଷ୍ଟିରେ ଦାନ ଦେଲେ । ଅଂୟଅନ୍ୟ ଉପାୟ ନ ପାଇ ସାରଂଗଧର ତାକୁ ଗ୍ରହଣ କରିଥିଲେ , ହେଲେ ଆମେରିକା ପହଂଚିବାରପହଞ୍ଚିବାର ଚାରି ମାସ ମଧ୍ୟରେ ଫେରାଇଦେଇଥିଲେ ।
 
ଆମେରିକାରେ ପହଂଚିପହଞ୍ଚି ସେ କାଲିଫର୍ଣିଆକାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟରେ ବିଜ୍ଞାନ ଶିକ୍ଷା ପାଇଁ ନାମ ଲେଖାଇଥିଲେ । ଏହା ସେ ଢେଂକାନାଳଢେଙ୍କାନାଳ ରାଜାଂକୁରାଜାଙ୍କୁ ଜଣାଇଥିଲେ, ମାତ୍ର ଏଥିରେ ରାଜା କ୍ରୋଧାନ୍ୱିତ ହୋଇ ତାଂକରତାଙ୍କର ବତ୍ତବୃତ୍ତି ବଂଦବନ୍ଦ କରିଦେଲେ । ଏହାପରେ ଅର୍ଥାଭାବର ସମ୍ମୁଖୀନ ହୋଇ ସେ ବେର୍କ୍ଲୀର ଜଣେ ଗୃହକର୍ତ୍ତ୍ରୀଂକଗୃହକର୍ତ୍ତ୍ରୀଙ୍କ ଘରେ ଦୈନିକ ଚାରିଘଣ୍ଟା କାର୍ଯ୍ୟ କରି ନିଜର ରହିବା ଓ ଖାଇବା ଖର୍ଚ୍ଚ ଯୋଗାଡ କରିଥିଲେ ।
 
==ସମାଜ ସେବା==