"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"ବୀର" ଉପାଧୀ ରହିତ ନାମ ଲେଖାଯିବ, ତେବେ ଉପାଧୀ ବାବଦରେ ବିଷୟବସ୍ତୁରେ ଉଲ୍ଲେଖ କରାହେବ
୧ କ ଧାଡ଼ି:
{{ଛୋଟ|Veer Surendra Sai}}
{{Infobox person
| honorific_prefix = ବୀର
୫ କ ଧାଡ଼ି:
| image = Veer Surendra Sai.jpg
| caption =
| order = ସ୍ୱାଧୀନତା ସଂଗ୍ରାମିସଂଗ୍ରାମୀ
| state = [[ଓଡ଼ିଶା]]
| Born =
| birthdate = {{Birth date|1809|01|23|df=y}}<ref>{{cite web |url= http://sambalpur.nic.in/ |title=Official Web Site Of Sambalpur District |first= |last= |work=sambalpur.nic.in |quote= Born on 23rd January, 1809 |accessdate=23 January 2013}}</ref>
| birth_place = [[ସମ୍ବଲପୁର]], [[ଓଡ଼ିଶା]], [[ଭାରତ]]
|death_date= {{Death date and age|1884|02|24|1809|01|23|df=y}}
|death_date= {{Death date and age|1884|02|24|1809|01|23|df=y}}<ref name=sai>{{cite web|last=[http://orissa.gov.in/e-magazine/utkalprasanga/2014/Jan/janoriya.htm ଉତ୍କଳ ପ୍ରସଙ୍ଗ]|title=ବୀର ସୁରେନ୍ଦ୍ର ସାଏ|url=http://orissa.gov.in/e-magazine/utkalprasanga/2014/Jan/oriyapdf/98-100.pdf|accessdate=7 June 2014}}</ref>
| deathplace =
| party =
| children = ମିତ୍ରଭାନୁ
| residence =
| profession = [[ସ୍ୱାଧୀନତା ସଂଗ୍ରାମିସଂଗ୍ରାମୀ]]
| religion = [[ହିନ୍ଦୁ]]
| spouse = ସୁବର୍ଣ୍ଣକୁମାରୀ
୨୨ କ ଧାଡ଼ି:
}}
 
'''ସୁରେନ୍ଦ୍ର ସାଏ''', [[ଭାରତ]]ର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମିସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । <ref name=sai2>{{cite web |url= http://www.123orissa.com/person/person.asp?sno=15&cat=f |title=Eminent Persons -123orissa.com |first= |last= |work=123orissa.com |quote=.He had spent thirty-six years in jail out of his 75 years life span. |accessdate=23 January 2013}}</ref> ଏହା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ଜେଲରେ ରହିବା ସମୟ ମଧ୍ୟରେ ସର୍ବାଧୀକ ।<ref>{{cite web |url= http://www.telegraphindia.com/1050907/asp/jamshedpur/story_5204824.asp |title=The Telegraph - Calcutta : Jamshedpur |first= |last= |work=telegraphindia.com |year=2005 |quote=The British put Surendra Sai in jail for 37 years, surpassing any known record for any jail sentences of freedom fighters. |accessdate=23 January 2013}}</ref>
ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଘମାଘୋଟ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା ।<ref name=sai/> ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
 
== ପ୍ରାରମ୍ଭିକ ଜୀବନ ==
୨୩ ଜାନୁଆରୀ ୧୮୦୯<ref>{{cite web |url= http://sambalpur.nic.in/ |title=Official Web Site Of Sambalpur District |first= |last= |work=sambalpur.nic.in |quote= Born on 23rd January, 1809 |accessdate=23 January 2013}}</ref> ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଛଅ ଭାଇ ଓ ଜଣେ ଭଉଣୀ ଥିଲେ । ପିତା ଧରମ ସିଂହଙ୍କ ମୃତ୍ୟୁ ପରେ କାକା ବଳରାମ ସିଂହଙ୍କ ତତ୍ତ୍ଵାବଧାନରେ ଘୋଡ଼ା ଚଢ଼ା, ଖଣ୍ଡା ଓ ତୀରଚାଳନା ସମେତ ଅନ୍ୟାନ୍ୟ ପ୍ରଶିକ୍ଷଣ ନେଇଥିଲେ । ସୁରେନ୍ଦ୍ର ସାଏ ଗାଙ୍ଗପୁର ରାଜ୍ୟର ହାତିବାରୀ ଜମିଦାରଙ୍କ କନ୍ୟା ସୁବର୍ଣ୍ଣକୁମାରୀଙ୍କୁ ବିବାହ କରିଥିଲେ । ତାଙ୍କର ଗୋଟିଏ ପୁତ୍ର 'ମିତ୍ରଭାନୁ ସାଏ' ଓ ଗୋଟିଏ କନ୍ୟା ଥିଲା ।<ref name=sai>{{cite web|last=[http://orissa.gov.in/e-magazine/utkalprasanga/2014/Jan/janoriya.htm ଉତ୍କଳ ପ୍ରସଙ୍ଗ]|title=ବୀର ସୁରେନ୍ଦ୍ର ସାଏ|url=http://orissa.gov.in/e-magazine/utkalprasanga/2014/Jan/oriyapdf/98-100.pdf|accessdate=7 June 2014}}</ref>
 
== ବିଦ୍ରୋହ ==
[[File:Statue of Veer Surendra Sai.jpg|thumb|250px|ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି]]
ମରହଟ୍ଟାମାନଙ୍କ ହାତରେ ବନ୍ଦୀ ହୋଇଥିବା ସମ୍ବଲପୁର ରାଜା ଓ ତାଙ୍କ ପୁତ୍ର ମହାରାଜ ସାଏଙ୍କୁ ମୁକ୍ତ କରିବା ପାଇଁ ରାଣୀ ରତନ କୁମାରୀ ଇଂରେଜମାନଙ୍କ ସହାୟତା ଲୋଡ଼ିଥିଲେ । ୧୮୦୪ ମସିହାରେ ଲେଫ୍ଟେନାଣ୍ଟ ବ୍ରାଉଟନ ମରହଟ୍ଟାମାନଙ୍କ କବଳରୁ ରାଜା ଓ ତାଙ୍କ ପିତାଙ୍କୁ ମୁକ୍ତ କରିଥିଲେ । ମରହଟ୍ଟା ସାମ୍ରାଜ୍ୟର ପତ୍ତନ ପରେ ସମ୍ବଲପୁର ଏକପ୍ରକାର ଇଂରେଜମାନଙ୍କ ନିୟନ୍ତ୍ରଣକୁ ଚାଲିଆସିଥିଲା । ୧୮୨୭ ମସିହାରେ ସମ୍ବଲପୁରର ରାଜା ମହାରାଜା ସାଏ ଅପୁତ୍ରିକ ହୋଇ ମୃତ୍ୟୁବରଣ କଲେ ।<ref name=sai/> ମହାରାଜା ସାଏଙ୍କ ଉତ୍ତରାଧିକାରୀ କିଏ ହେବ ତାହା ନିରୂପଣ କରିବା କ୍ଷମତା ଇଂରେଜ ସରକାର ନିଜ ହାତକୁ ନେଲେ । ରାଜଗାଦି ଦାବି କରିଥିବା ବହୁ ବ୍ୟକ୍ତଙ୍କିୁ ଉପେକ୍ଷା କରି ବିଧବା ରାଣୀ ମୋହନ କୁମାରୀଙ୍କ ହାତରେ ଶାସନ ଦାୟିତ୍ୱ ନ୍ୟସ୍ତ କଲେ । ସେହି କାରଣରୁ ବହୁ ଆଦିବାସୀ ଜମିଦାର ବିଦ୍ରୋହ କରିଥିଲେ । ବଳରାମ ସାଏ ଓ ସୁରେନ୍ଦ୍ର ସାଏ ଏହି ବିପ୍ଲବର ନେତୃତ୍ୱ ନେଇଥିଲେ । ଇଂରେଜମାନେ ନିଶ୍ଚିତ ଥିଲେ ଯେ ରାଣୀ ମୋହନ କୁମାରୀ ସୁଚାରୁରୂପେ ଶାସନ କାର୍ଯ୍ୟ ପରିଚାଳନା କରିପାରିବେ ନାହଁ । ତେଣୁ ରାଣୀ ସେମାନଙ୍କ ହାତରେ ଖେଳନା ହୋଇ ରହିବେ ଏବଂ ଇଂରେଜମାନେ ନିଜର ରାଜନୈତିକ ଅଭିସନ୍ଧି ହାସଲ କରିପାରିବେ । ପ୍ରକୃତ ପକ୍ଷେ ସମ୍ବଲପୁର ରାଜବଂଶର ସୁରେନ୍ଦ୍ର ସାଏ ରାଜଗାଦି ଲାଭ କରିବା କଥା, ମାତ୍ର ଇଂରେଜମାନେ ଜାଣିଥିଲେ ସୁରେନ୍ଦ୍ର ସାଏ କେବେ ହେଲେ ତାଙ୍କର ଅନୁଗାମୀ ହେବେ ନାହଁ । ତେଣୁ ରାଣୀ ମୋହନ କୁମାରୀ ରାଜ୍ୟ ଶାସନ ପରିଚାଳନା କରିବା ପ୍ରତିବାଦରେ ସମ୍ବଲପୁର ଅଞ୍ଚଳରେ ବିଦ୍ରୋହର ବହ୍ନି ଜଳି ଉଠିଥିଲା ।
ସାଏ ଅପୁତ୍ରିକ ହୋଇ ମୃତ୍ୟୁବରଣ କଲେ ।<ref name=sai/> ମହାରାଜା ସାଏଙ୍କ ଉତ୍ତରାଧିକାରୀ କିଏ ହେବ ତାହା ନିରୂପଣ କରିବା କ୍ଷମତା ଇଂରେଜ ସରକାର ନିଜ ହାତକୁ ନେଲେ । ରାଜଗାଦି ଦାବି କରିଥିବା ବହୁ ବ୍ୟକ୍ତଙ୍କିୁ ଉପେକ୍ଷା କରି ବିଧବା ରାଣୀ ମୋହନ କୁମାରୀଙ୍କ ହାତରେ ଶାସନ ଦାୟିତ୍ୱ ନ୍ୟସ୍ତ କଲେ । ସେହି କାରଣରୁ ବହୁ ଆଦିବାସୀ ଜମିଦାର ବିଦ୍ରୋହ କରିଥିଲେ । ବଳରାମ ସାଏ ଓ ସୁରେନ୍ଦ୍ର ସାଏ ଏହି ବିପ୍ଲବର ନେତୃତ୍ୱ ନେଇଥିଲେ । ଇଂରେଜମାନେ ନିଶ୍ଚିତ ଥିଲେ ଯେ ରାଣୀ ମୋହନ କୁମାରୀ ସୁଚାରୁରୂପେ ଶାସନ କାର୍ଯ୍ୟ ପରିଚାଳନା କରିପାରିବେ ନାହଁ । ତେଣୁ ରାଣୀ ସେମାନଙ୍କ ହାତରେ ଖେଳନା ହୋଇ ରହିବେ ଏବଂ ଇଂରେଜମାନେ ନିଜର ରାଜନୈତିକ ଅଭିସନ୍ଧି ହାସଲ କରିପାରିବେ । ପ୍ରକୃତ ପକ୍ଷେ ସମ୍ବଲପୁର ରାଜବଂଶର ସୁରେନ୍ଦ୍ର ସାଏ ରାଜଗାଦି ଲାଭ କରିବା କଥା, ମାତ୍ର ଇଂରେଜମାନେ ଜାଣିଥିଲେ ସୁରେନ୍ଦ୍ର ସାଏ କେବେ ହେଲେ ତାଙ୍କର ଅନୁଗାମୀ ହେବେ ନାହଁ । ତେଣୁ ରାଣୀ ମୋହନ କୁମାରୀ ରାଜ୍ୟ ଶାସନ ପରିଚାଳନା କରିବା ପ୍ରତିବାଦରେ ସମ୍ବଲପୁର ଅଞ୍ଚଳରେ ବିଦ୍ରୋହର ବହ୍ନି ଜଳି ଉଠିଥିଲା ।
 
=== ପ୍ରଥମ ପର୍ଯ୍ୟାୟ ବିଦ୍ରୋହ ===
୪୧ କ ଧାଡ଼ି:
 
== ଶେଷ ଜୀବନ ==
[[File:Opd.jpg|thumb|250px|ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ବୁର୍ଲା ସ୍ଥିତ "ବୀର ସୁରେନ୍ଦ୍ର ସାଏ ଭେଷଜ ମହାବିଦ୍ୟାଳୟ"]]
ଇଂରେଜମାନଙ୍କୁ କଡ଼ା ଜବାବ ଦେବା ପାଇଁ ୭ ଅକ୍ଟୋବର ୧୮୫୭ରେ ୧୨ଶହ ଲୋକଙ୍କ ସହ ସମ୍ବଲପୁର ସହରରେ ପ୍ରବେଶ କରିଥିଲେ । ବିଶ୍ଵାସଘାତକର ଶିକାର ହୋଇଥିବା ସୁରେନ୍ଦ୍ର ତାଙ୍କ ଜନ୍ମଦିନ (୨୩ ଜାନୁଆରୀ ୧୮୬୪)ରେ ଦୁଇଜଣ ସ୍ଥାନୀୟ ଲୋକ ଦୟାନିଧି ମେହର ଓ ମୋହନ ସିଂହଙ୍କ ଯୋଗୁଁ ଦ୍ଵିତୀୟ ଥର ପାଇଁ ଗିରଫ ହୋଇଥିଲେ । ୮ ଜୁନ ୧୮୬୫ରେ ସୁରେନ୍ଦ୍ର ସାଏଙ୍କୁ [[ମଧ୍ୟ ପ୍ରଦେଶ]]ର ରାୟପୁରସ୍ଥ ଅସୁରଗଡ଼ ଦୁର୍ଗରେ ବନ୍ଦୀ କରାଯାଇଥିଲା । ସେବେଠାରୁ ଜୀବନର ଶେଷ ନିଶ୍ଵାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ କାଟିଥିଲେ ସୁରେନ୍ଦ୍ର ସାଏ । ୧୮୮୪ ଫେବୃଆରୀ ୨୮ ତାରିଖରେ ଅସୁରଗଡ଼ ଦୁର୍ଗରେ ହିଁ ସୁରେନ୍ଦ୍ର ସାଏଙ୍କ ପରଲୋକ ହୋଇଥିଲା <ref name=sai/><ref name=sai2/>
 
== ସମ୍ମାନ ==
[[File:Opd.jpg|thumb|250px|ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ବୁର୍ଲା ସ୍ଥିତ "ବୀର ସୁରେନ୍ଦ୍ର ସାଏ ଭେଷଜ ମହାବିଦ୍ୟାଳୟ"]]
* ସୁରେନ୍ଦ୍ର ସାଏଙ୍କ ସମ୍ମାନାର୍ଥେ ୨୦୦୯ ମସିହାରେ ''ୟୁନିଭର୍‌ସିଟି କଲେଜ୍ ଅଫ୍ ଇଞ୍ଜିନିଅରିଂ'', ବୁର୍ଲାର ନାମ ବଦଳାଇ ''ବୀର ସୁରେନ୍ଦ୍ର ସାଏ ୟୁନିଭର୍‌ସିଟି ଅଫ୍ ଟେକ୍ନୋଲୋଜି'', ବୁର୍ଲା କରାଯାଇଥିଲା ।<ref>{{cite web |url = http://www.vssut.ac.in/institute/history.asp | title = UCE changes to VSSUT }}</ref>
* ବୁର୍ଲା ଠାରେ ସ୍ଥିତ ଭେଷଜ ମହାବିଦ୍ୟାଳୟର ନାମ [[ବୀର ସୁରେନ୍ଦ୍ର ସାଏ ଭେଷଜ ମହାବିଦ୍ୟାଳୟ]] ଦିଆଯାଇଅଛି ।
* ୨୦୦୫ ରେ ଭାରତ ସରକାର ସଂସଦ ପରିସରରେ ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିଥିଲେ ।<ref>{{cite web |url = http://www.telegraphindia.com/1050907/asp/jamshedpur/story_5204824.asp |title = Centre okays patriot statue|publisher = The Telegraph (Kolkata)}}</ref>
* ଭାରତ ସରକାର ସୁରେନ୍ଦ୍ର ସାଏଙ୍କ ସମ୍ମାନାର୍ଥେ ଡାକ ଟିକଟ ଛପାଇଥିଲେ ।
{{clear}}
== ଆଧାର ==
{{Reflist|30em}}
Line ୫୭ ⟶ ୫୬:
[[ଶ୍ରେଣୀ:ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ]]
[[ଶ୍ରେଣୀ:ସମ୍ବଲପୁର ଜିଲ୍ଲାର ଲୋକ]]
[[ଶ୍ରେଣୀ:ଭାରତୀୟ ନେତା]]