"ସରୋଜିନୀ ନାଇଡୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ + ତଥ୍ୟ
୧୮ କ ଧାଡ଼ି:
|signature=Sarojini Naidu Signature.jpg
}}
ସରୋଜିନୀ ନାଇଡୁ [[ଭାରତ|ଭାରତର]] ପ୍ରଥମ ମହିଳା ରାଜ୍ୟପାଳ ତଥା ଜଣେ ପ୍ରଭାବଶାଳୀକବି, ନାରୀନେତ୍ରୀ ଓ ବାଗ୍ମୀ ହିସାବରେ ସେ ପରିଚିତା । ସେ ଦେଶର ପ୍ରଥମ ମହିଳା ରାଜ୍ୟପାଳ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରଥମ ମହିଳା ଅଧ୍ୟକ୍ଷ ଥିଲେ । ସରୋଜିନୀଙ୍କୁ ଭାରତୀୟ କୋକିଳ ବୋଲି କୁହାଯାଏ l <ref>http://www.thecolorsofindia.com/interesting-facts/government/first-woman-governor-of-a-state-in-india.html</ref>
ଭାରତୀୟ ସ୍ଵାଧୀନତା ଆନ୍ଦୋଳନରେ ଗାନ୍ଧିଜୀଙ୍କ ସହଯୋଗୀ ରୁପେ ସରୋଜିନୀ ନାଇଡୁଙ୍କ ଅବଦାନ ଅତୁଳନୀୟ । ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରଥମ ମହିଳା ସଭାପତି ଥିଲେ । କିନ୍ତୁ ସର୍ବୋପରି ଜଣେ ଇଂରାଜୀ କବି ରୂପେ ଭାରତୀୟ ଇଂରାଜୀ ସାହିତ୍ୟର ଇତିହାସରେ ତାଙ୍କ ସ୍ଥାନ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
== ପ୍ରାରମ୍ଭିକ ଜୀବନ ==
ସରୋଜିନୀ ନାଇଡୁ ୧୮୭୯ ମସିହା ଫେବ୍ରୁଆରୀଫେବୃଆରୀ ୧୩ ତାରିଖରେ [[ହାଇଦ୍ରାବାଦ]]ରେ ଜନ୍ମ ଗ୍ରହଣ କରିଥିଲେ । ଡକ୍ଟର ଅଘୋରନାଥ ଚଟ୍ଟୋପାଧ୍ୟାୟ ଓ ତାଙ୍କର ପତ୍ନୀ ବରଦା ସୁନ୍ଦରୀ ଦେବୀଙ୍କ ଜ୍ୟେଷ୍ଠ ସନ୍ତାନ ଥିଲେ । ବ୍ରାହ୍ମଣ ପରିବାରରେ ଜନ୍ମହୋଇଥିଲେ ମଧ୍ୟ [[ମୁସଲମାନ]] ସଂସ୍କୃତି ପ୍ରଧାନ ହାଇଦ୍ରାବାଦ ସହରରେ ବଢିଥିବାରୁ ସେ ନିଜକୁ ଅଧା ହିନ୍ଦୁ ଅଧା ମୁସଲମାନ ମନେ କରୁଥିଲେ l ବାରବର୍ଷ ବୟସରେ ସେ ମାଟ୍ରିକ୍ୟୁଲେସନ ପରୀକ୍ଷାରେ [[ମାଡ୍ରାସ ବିଶ୍ଵବିଦ୍ୟାଳୟ]]ରେ ପ୍ରଥମସ୍ଥାନ ଅଧିକାର କରି ସମସ୍ତଙ୍କୁ ଚକିତ କରିଦେଇଥିଲେ । କୁହାଯାଏ ସରୋଜିନୀଙ୍କ ଇଂରାଜୀ କବିତାରେ ମୂଗ୍ଧହୋଇ ହାଇଦ୍ରାବାଦର [[ନିଜାମ]] ତାଙ୍କୁ ବିଦେଶରେ ପଢିବାପାଇଁ ବୃତ୍ତି ପ୍ରଦାନ କରିଥିଲେ l ପରବର୍ତ୍ତୀ ତିନିବର୍ଷ ସରୋଜିନୀ ଲଣ୍ଡନ ଓ [[କେମ୍ବ୍ରିଜ ବିଶ୍ଵବିଦ୍ୟାଳୟ]]ରେ ଅଧ୍ୟୟନ କଲେ । ସେହି ସମୟରେ ଲଣ୍ଡନର "ରାଇମର୍ସ କ୍ଲବ୍"ର ପ୍ରଭାବରେ ଏବଂ ସାର୍ ଏଡମଣ୍ଡ ଗୋସ୍ଙଙ୍କ ପ୍ରୋତ୍ସାହନ ପାଇ ତାଙ୍କର କାବ୍ୟିକ ପ୍ରତିଭାର ବିକାଶ ଘଟିଥିଲା ।<ref>http://www.poemhunter.com/sarojini-naidu/biography/</ref> <ref>ଦିବ୍ୟଭାସ୍କର- ଗୁଜରାଟୀ ଖବର କାଗଜ ତା. ୧୦ ଜୁନ ୨୦୧୨, ପୃଷ୍ଠ୍ ଆ: ୧୧</ref>
<ref>http://www.poemhunter.com/sarojini-naidu/biography/</ref>
<ref>ଦିବ୍ୟଭାସ୍କର- ଗୁଜରାଟୀ ଖବର କାଗଜ ତା. ୧୦ ଜୁନ ୨୦୧୨, ପୃଷ୍ଠ୍ ଆ: ୧୧</ref>
 
ସରୋଜିନୀଙ୍କୁ ଯେତେବେଳେ ୧୯ ବର୍ଷ ସେ ନିଜାମଙ୍କ ଚିକିତ୍ସକ ଗୋବିନ୍ଦରାଜୁଙ୍କ ପ୍ରେମରେ ପଡ଼ିଥିଲେ । ଜଣେ ଉଚ୍ଚ ଶ୍ରେଣୀର ବ୍ରହ୍ମଣକନ୍ୟା ବା ଜଣେ ଅଣବ୍ରାହ୍ମଣ କୁ କେମିତି ବିବାହ କରିବ କହି ତାଙ୍କ ପରିବାର ପ୍ରଥମେ ବିରୋଧ କରିଥିଲେ କିନ୍ତୁ ଅସାଧାରଣ ଇଛାଶକ୍ତି ଓ ସାହସିକତା ଯୋଗୁଁ ୧୮୯୮ ମସିହା ସରୋଜିନୀ ସ୍ଵଦେଶ ପ୍ରତ୍ୟାବର୍ତ୍ତନ କରି ତାଙ୍କୁ ବିବାହ କରିଥିଲେ । ସରୋଜିନୀଙ୍କ ଗାର୍ହସ୍ଥ୍ୟ ଜୀବନ ସୁଖମୟ ଥିଲା । ସେ ଉର୍ଦ୍ଧୁ, ତେଲୁଗୁ, ଇଂରାଜୀ, ପାର୍ଶି ଓ ବଙ୍ଗଳା ଭାଷାରେ ଦକ୍ଷତା ହାସଲ କରିଥିଲେ୧୯୧୫ରୁ ୧୯୧୮ ପର୍ଯ୍ୟନ୍ତ ସେ ଯୁବଶକ୍ତିକୁ ଜାଗ୍ରତ କରାଇବା ସହ ମହିଳା ସଶକ୍ତିକରଣ ଉପରେ ସମଗ୍ର ଦେଶବୁଲି ବକ୍ତୃତା ଦେଇଥିଲେ । ୧୯୧୬ରେ ଜବାହାରଲାଲ ନେହେରୁଙ୍କ ସଂପର୍କରେ ଆସିବାପରେ, ଚମ୍ପାରନ୍ ଆନେ୍ଦାଳନରେ ସାମିଲ ହୋଇଥିଲେ । ୧୯୧୯ ଜୁଲାଇରେ ନାଇଡୁ ହୋମରୁଲ ଲିଗର ଇଂଲଣ୍ଡ ଦୂତଭାବେ ଅବସ୍ଥାପିତ ହେଲେ । ୧୯୨୦ରେ ଭାରତ ଫେରିଲେ ଓ ଅଗଷ୍ଟ ୧ରେ [[ମହାତ୍ମା ଗାନ୍ଧୀ]]ଙ୍କ ଅସହଯୋଗ ଆନ୍ଦୋଳନ ଆରମ୍ଭ ହେଲା । ୧୯୨୫ରେ କଂଗ୍ରେସର ଅଧ୍ୟକ୍ଷଭାବେ ନିର୍ବାଚିତ ହେଲେ । ୧୯୩୦ ଜାନୁୟାରୀ ୨୬ରେ ମହାତ୍ମାଗାନ୍ଧୀ ଗିରଫ ହେବାର କିଛି ସମୟ ପରେ ସରୋଜିନୀ ନାଇଡୁଙ୍କୁ ମଧ୍ୟ ଗିରଫ କରାଗଲା ଓ ତାଙ୍କୁ ୧୯୩୧ ଜାନୁୟାରୀ ୩୧ପର୍ଯ୍ୟନ୍ତ ଜେଲରେ ରହିବାକୁ ପଡ଼ିଥିଲା । ଭାରତ ସ୍ୱାଧୀନ ହେବାପରେ ସରୋଜିନୀ [[ଉତ୍ତର ପ୍ରଦେଶ]] ତଥା ଭାରତର ପ୍ରଥମ ମହିଳା ରାଜ୍ୟପାଳ ହେଲେ ଏବଂ କର୍ତ୍ତବ୍ୟରେ ଥାଇ ୧୯୪୯ରେ ତାଙ୍କର ଦେହାନ୍ତ ହେଲା ।
ସରୋଜିନୀ ନାଇଡୁ ୧୮୭୯ ମସିହା ଫେବ୍ରୁଆରୀ ୧୩ ତାରିଖରେ [[ହାଇଦ୍ରାବାଦ]]ରେ ଜନ୍ମ ଗ୍ରହଣ କରିଥିଲେ । ଡକ୍ଟର ଅଘୋରନାଥ ଚଟ୍ଟୋପାଧ୍ୟାୟ ଓ ତାଙ୍କର ପତ୍ନୀ ବରଦା ସୁନ୍ଦରୀ ଦେବୀଙ୍କ ଜ୍ୟେଷ୍ଠ ସନ୍ତାନ ଥିଲେ । ବ୍ରାହ୍ମଣ ପରିବାରରେ ଜନ୍ମହୋଇଥିଲେ ମଧ୍ୟ [[ମୁସଲମାନ]] ସଂସ୍କୃତି ପ୍ରଧାନ ହାଇଦ୍ରାବାଦ ସହରରେ ବଢିଥିବାରୁ ସେ ନିଜକୁ ଅଧା ହିନ୍ଦୁ ଅଧା ମୁସଲମାନ ମନେ କରୁଥିଲେ l ବାରବର୍ଷ ବୟସରେ ସେ ମାଟ୍ରିକ୍ୟୁଲେସନ ପରୀକ୍ଷାରେ [[ମାଡ୍ରାସ ବିଶ୍ଵବିଦ୍ୟାଳୟ]]ରେ ପ୍ରଥମସ୍ଥାନ ଅଧିକାର କରି ସମସ୍ତଙ୍କୁ ଚକିତ କରିଦେଇଥିଲେ । କୁହାଯାଏ ସରୋଜିନୀଙ୍କ ଇଂରାଜୀ କବିତାରେ ମୂଗ୍ଧହୋଇ ହାଇଦ୍ରାବାଦର [[ନିଜାମ]] ତାଙ୍କୁ ବିଦେଶରେ ପଢିବାପାଇଁ ବୃତ୍ତି ପ୍ରଦାନ କରିଥିଲେ l ପରବର୍ତ୍ତୀ ତିନିବର୍ଷ ସରୋଜିନୀ ଲଣ୍ଡନ ଓ [[କେମ୍ବ୍ରିଜ ବିଶ୍ଵବିଦ୍ୟାଳୟ]]ରେ ଅଧ୍ୟୟନ କଲେ । ସେହି ସମୟରେ ଲଣ୍ଡନର "ରାଇମର୍ସ କ୍ଲବ୍"ର ପ୍ରଭାବରେ ଏବଂ ସାର୍ ଏଡମଣ୍ଡ ଗୋସ୍ଙଙ୍କ ପ୍ରୋତ୍ସାହନ ପାଇ ତାଙ୍କର କାବ୍ୟିକ ପ୍ରତିଭାର ବିକାଶ ଘଟିଥିଲା ।
 
ସାମାଜିକ କିମ୍ବା ରାଜନୈତିକ ଅଧିକାର ପାଇଁ ସଂଗ୍ରାମ ହେଉ, କିମ୍ବା ହିନ୍ଦୁ-ମୁସଲମାନ ଏକତା ପ୍ରସଙ୍ଗ ହେଉ ସେ ସର୍ବଦା ନିଷ୍ଠା ଓ ସାହସିକତା ଦେଖାଇଥିଲେ । ସେଥିପାଇଁ [[ଗାନ୍ଧିଜୀ]] ତାଙ୍କୁ ଶ୍ରଦ୍ଧାରେ "ଆଜିର ମୀରାବାଈ" ଡାକୁଥିଲେ ।
 
== ରଚନାବଳୀ ==
ସରୋଜିନୀ ନାଇଡୁ ଇଂରାଜୀ କବିତାରେ ଲେଖୁଥିଲେ, ତାଙ୍କର ଇଂରାଜୀ କବିତା ଗ୍ରନ୍ଥ ‘ଇଣ୍ଡିୟାନ୍ ଡ୍ୟାନସରସ୍’, ‘ଦି ଇଣ୍ଡିଆନ୍ ଜିପ୍ସି’, ‘ଦି କୁଇନସ୍ ରାଇଭାଲ’, ‘ନାଇଟ୍ ଫଲ ଇନ୍ ଦି ସିଟ ଅଫ୍ ହାଇଦରାବାଦ୍’, ‘ଟୁ ଇଣ୍ଡିଆ’ ଏବଂ ‘ଗୁରେଦାନ’ କବିତାଗୁଡ଼ିକ ବିଶେଷତ୍ୱ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ।
* ଦ ଗୋଲ୍ଡନ ଥ୍ରେସ୍ ହୋଲ୍ଡ - ୧୯୦୫
* ଦ ବାର୍ଡ ଅବ୍ ଟାଇମ-୧୯୧୨
* ଦ ବ୍ରୋକନ ଉଇଙ୍ଗ-୧୯୧୭
 
ସରୋଜିନୀଙ୍କୁ ଯେତେବେଳେ ୧୯ ବର୍ଷ ସେ ନିଜାମଙ୍କ ଚିକିତ୍ସକ ଗୋବିନ୍ଦରାଜୁଙ୍କ ପ୍ରେମରେ ପଡ଼ିଥିଲେ । ଜଣେ ଉଚ୍ଚ ଶ୍ରେଣୀର ବ୍ରହ୍ମଣକନ୍ୟା ବା ଜଣେ ଅଣବ୍ରାହ୍ମଣ କୁ କେମିତି ବିବାହ କରିବ କହି ତାଙ୍କ ପରିବାର ପ୍ରଥମେ ବିରୋଧ କରିଥିଲେ କିନ୍ତୁ ଅସାଧାରଣ ଇଛାଶକ୍ତି ଓ ସାହସିକତା ଯୋଗୁଁ ୧୮୯୮ ମସିହା ସରୋଜିନୀ ସ୍ଵଦେଶ ପ୍ରତ୍ୟାବର୍ତ୍ତନ କରି ତାଙ୍କୁ ବିବାହ କରିଥିଲେ । ସରୋଜିନୀଙ୍କ ଗାର୍ହସ୍ଥ୍ୟ ଜୀବନ ସୁଖମୟ ଥିଲା ।
ସାମାଜିକ କିମ୍ବା ରାଜନୈତିକ ଅଧିକାର ପାଇଁ ସଂଗ୍ରାମ ହେଉ, କିମ୍ବା ହିନ୍ଦୁ-ମୁସଲମାନ ଏକତା ପ୍ରସଙ୍ଗ ହେଉ ସେ ସର୍ବଦା ନିଷ୍ଠା ଓ ସାହସିକତା ଦେଖାଇଥିଲେ । ସେଥିପାଇଁ [[ଗାନ୍ଧିଜୀ]] ତାଙ୍କୁ ଶ୍ରଦ୍ଧାରେ "ଆଜିର ମୀରାବାଈ" ଡାକୁଥିଲେ ।
== ଗୁରୂତ୍ଵପୂର୍ଣ୍ଣ ଘଟଣାବଳୀ ==
[[ଫାଇଲ:Gandhi Naidu London.jpg|thumb|ଲଣ୍ଡନରେ ଗାନ୍ଧିଜୀଙ୍କ ସହ ସରୋଜିନୀ ନାଇଡୁ]]
<ref>http://www.culturalindia.net/leaders/sarojini-naidu.html</ref>
* ୧୯୦୫ ମସିହାରେ ବଙ୍ଗଭଙ୍ଗ ପରେ ସରୋଜିନୀ ସକ୍ରିୟ ଭାବରେ [[ଭାରତ]]ରଭାରତର ସ୍ବାଧୀନତାସ୍ଵାଧୀନତା ଅନ୍ଦୋଳନରେ ଯୋଗଦେଲେ । [[ଅସହଯୋଗ ଆନ୍ଦୋଳନ]] ଓ ସତ୍ୟାଗ୍ରହରେ [[ଗାନ୍ଧିଜୀ]]ଙ୍କ ସହ କାମକରି ସେ ଅନେକ ସମୟ ଜେଲଦଣ୍ଡ ଭୋଗିଥିଲେ ।
* ୧୯୧୯ ର [[ଜାଲିଆଁୱାଲାବାଗ ହତ୍ୟାକାଣ୍ଡ]]ର ପରେ ପରେ ସେ ହୃଦ୍‌ରୋଗରେ ପିଡିତପିଡ଼ିତ ହେବାରୁ ସେ [[ଇଂଲଣ୍ଡ]] ଯାଇଥିଲେ ।
* ୧୯୨୪ ମସିହାରେ ସେ ପୂର୍ବ ଓ [[ଦକ୍ଷିଣ ଆଫ୍ରିକା]]ଭ୍ରମଣରେ ଯାଇ ସେଠାରେ ଭାରତୀଙ୍କ ଅବସ୍ଥା ଅନୁଧ୍ୟାନ କରିଥିଲେ ।
* ୧୯୨୫ ମସିହାରେ ସେ ପ୍ରଥମେ ଭାରତୀୟ ମହିଳାଭାବେ କାନପୁର [[କଂଗ୍ରେସ]] ସମ୍ମିଳନୀର ସଭାପତିତ୍ଵ କରିଥିଲେ ।
* ୧୯୩୦ ମସିହାରେ ଦାଣ୍ଡି [[ଲବଣ ସତ୍ୟାଗ୍ରହ]] ସମୟରେ ଗାନ୍ଧିଜୀ ବନ୍ଦୀ ହେଲାପରେ ସେ ପଚିଶ ହଜାର ସ୍ଵେଛାସେବୀଙ୍କୁ ନେଇ ଧାରସନା ଲୁଣ କାରଖାନା ଆନ୍ଦୋଳନ କରିଥିଲେ ।
* ୧୯୩୧ ମସିହାରେ[[ଲଣ୍ଡନ]] ଗୋଲ ଟେବୁଲ ବୈଠକରେ ଭାରତୀୟ ମହିଳାମାନଙ୍କର ପ୍ରତିନିଧିତ୍ଵ କରିଥିଲେ ।
* ୧୯୪୯ ମସିହାରେ ମାର୍ଚ୍ଚ ୩ ତାରିଖରେ ସେ ମୃତ୍ୟୁବରଣ କରିଥିଲେ l
 
== ତାଙ୍କ ରଚିତ ଇଂରାଜୀ ପୁସ୍ତକ ==
* ଦ ଗୋଲ୍ଡନ ଥ୍ରେସ୍ ହୋଲ୍ଡ - ୧୯୦୫
* ଦ ବାର୍ଡ ଅବ୍ ଟାଇମ-୧୯୧୨
* ଦ ବ୍ରୋକନ ଉଇଙ୍ଗ-୧୯୧୭
 
== ଆଧାର ==
{{ଆଧାର|230em}}
 
[[ଶ୍ରେଣୀ:୧୮୭୯ ଜନ୍ମ]]