"ଅମିୟବାଳା ପଟ୍ଟନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଆଧାର
୪୮ କ ଧାଡ଼ି:
}}
 
'''ଅମିୟବାଳା ପଟ୍ଟନାୟକ''', କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପ୍ରାପ୍ତ ଜଣେ [[ଓଡ଼ିଆ ଭାଷା|ଓଡ଼ିଆ]] କବି<ref>http://www.textbookbureauodisha.in/Admin/Gallery/Documents/LIST%20OF%20PARTICIPANTS%20INVITED27_08_2011_T_125843.pdf</ref> ଓ ଅନୁବାଦିକା । ତାଙ୍କର ୭ଟି କବିତା ପୁସ୍ତକ ଓ ୨୨ଟି ଅନୁବାଦ ପୁସ୍ତକ ପ୍ରକାଶିତ ହୋଇସାରିଛି । ବଙ୍ଗଳା, ହିନ୍ଦୀ ଓ ତେଲୁଗୁ ଆଦି ଭାଷାର ପୁସ୍ତକକୁ ସେ ଓଡ଼ିଆରେ ଅନୁବାଦ କରିଛନ୍ତି ।<ref>http://www.odiasahitya.com/members/memberprofile/?member=amiyabala+pattanayak</ref> [[ଫଣିଶ୍ଵରନାଥ ରେଣୁ]]ଙ୍କ ମୂଳ [[ହିନ୍ଦୀ ଭାଷା|ହିନ୍ଦୀ]] ଗଳ୍ପ ସଂକଳନ 'ରେଣୁ ରଚନା ସଂଚୟନ'କୁ ଓଡ଼ିଆ ଭାଷାରେ ଅନୁବାଦିତ କରି, ସେ ୨୦୧୧ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ଲାଭ କରିଛନ୍ତି ।<ref>http://sahitya-akademi.gov.in/sahitya-akademi/awards/anuvad_samman_suchi.jsp</ref>
 
ଅମିୟବାଳା, ବୃତ୍ତିରେ ଜଣେ ଶିକ୍ଷୟତ୍ରୀ । ସେ ୧୯୭୫ରୁ ୧୯୮୯ ପର୍ଯ୍ୟନ୍ତ ରେଡକ୍ରସ ଦୃଷ୍ଟିହୀନ ବିଦ୍ୟାଳୟ,ବ୍ରହ୍ମପୁରର ପ୍ରଧାନ ଶିକ୍ଷୟତ୍ରୀ ଭାବରେ କାର୍ଯ୍ୟକରିଛନ୍ତି । ୧୯୮୯ମସିହାରୁ ନବୋଦୟ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଭାବରେ କାର୍ଯ୍ୟକରି, ଅବସର ଗ୍ରହଣ କରିସାରିଛନ୍ତି । <ref>http://www.telegraphindia.com/1110823/jsp/orissa/story_14410672.jsp</ref>