"ରାୟଗଡ଼ା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୮୨ କ ଧାଡ଼ି:
* ମିଟ୍‌ସ୍‌('''MITS'''), ରାୟଗଡ଼ା
* ଆଇ.ଏ.ସି.ଆର୍ ('''IACR'''),ରାୟଗଡ଼ା
* [[ଜବାହର ନବୋଦୟ ବିଦ୍ୟାଳୟ, ରାୟଗଡ଼ା]]
ଏହା ଜିଲ୍ଲାର ସଦର ମହକୁମା ହୋଇଥିବାରୁ ଏଠାରେ ସବୁ ବିଭାଗର ମୁଖ୍ୟ କାର୍ଯ୍ୟାଳୟ ଯଥା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ, ଜିଲ୍ଲା ଅଦାଲତ ତଥା ଅନ୍ୟାନ୍ୟ ମୁଖ୍ୟ କାର୍ଯ୍ୟାଳୟସବୁ ରହିଅଛି । ଏତଦ୍‌ବ୍ୟତୀତ ତହସିଲ କାର୍ଯ୍ୟାଳୟ, ଉପନିବନ୍ଧକଙ୍କ କାର୍ଯ୍ୟାଳୟ ଓ ସ୍କୁଲ ତଥା କଲେଜ ସବୁ ରହିଅଛି । ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଏଠାରେ ପ୍ରତିବର୍ଷ ଜିଲ୍ଲାର ସାଂସ୍କୃତିକ ପର୍ବ '''ଚଇତି''' ପାଳନ କରାଯାଏ ।
[[File:Chaiti-rayagada.jpg|thumb|100px|ସାଂସ୍କୃତିକ ପର୍ବ '''ଚଇତି''']]
"https://or.wikipedia.org/wiki/ରାୟଗଡ଼ା"ରୁ ଅଣାଯାଇଅଛି