"ଧର୍ମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
Professor gautam mohanty (ଆଲୋଚନା) ଙ୍କ ଦେଇ କରାଯାଇଥିବା 196801 ସଙ୍କଳନଟି ପଛକୁ ଫେରାଇନ...
୧ କ ଧାଡ଼ି:
{{ଛୋଟ|Religion}}
[[ଫାଇଲ:Religious symbols-4x4.svg|250px|thumb|Symbols from twelve World religious movements, in alphabetical order.<br />[[Christianity]], [[Bahá'í Faith]]<br />[[Buddhism]], [[Daoism]] (Taoism), [[Hinduism]], [[Islam]]<br />[[Kami-no-michi]] (Shinto), [[Jainism]], [[Judaism]], [[Paganism]]<br />[[Shenism]] (Chinese Folk Tradition), [[Sikhism]]]]
Professor Gautam Mohanty, Theosophical Society, Adhyar
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀ ମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
== ତତ୍ତ୍ଵ ==
"https://or.wikipedia.org/wiki/ଧର୍ମ"ରୁ ଅଣାଯାଇଅଛି