"କୋଣାର୍କ ସୂର୍ଯ୍ୟ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
କିଛି ଅଦ୍ୟତନ କରାଗଲା
୧୮ କ ଧାଡ଼ି:
== ନାମକରଣ ==
[[ଫାଇଲ:Konark_Temple.jpg|thumb|300px|କୋଣାର୍କ ମନ୍ଦିର]]
ଏହା ମନ୍ଦିରଟି ଗଢିଉଠିଥିଲା ପ୍ରାଚୀ ନଦୀ ଓ ବଙ୍ଗୋପସାଗରର ସଙ୍ଗମ ସ୍ଥଳରେ । ସେ ଯୁଗରେ ଏହା ଏକ ପୋତାଶ୍ରୟୀ ବନ୍ଦର ଥିଲା । ଏହାର ନାମଥିଲା କୋଣଗର l ‘‘କୋଣଗର’’ ନାମାନୁସାରେ ମନ୍ଦିରର ନାମ କୋଣାର୍କ ହୋଇଥିବ ବୋଲି ଅନୁମାନ କରାଯାଏ । କୋଣାର୍କ ଶବ୍ଦକୁ ବିଶ୍ଳେଷଣ କଲେ ଜଣାଯାଏ ଏହା ସଂସ୍କୃତ ଶବ୍ଦ କୋଣ ଓ ଅର୍କର ସଂଯୋଗରୁ ତିଆରି ହୋଇଛି । କୋଣର ମାନେ ହେଲା ଗୋଟିଏ ପାଖ ଅଥବା ଦୁଇଟି ଦିଗ ବା ରେଖାର ମିଳନ ସ୍ଥାନ ଓ ଅର୍କର ଅର୍ଥ ହେଲା ସୂର୍ଯ୍ୟ । ଏହି ମନ୍ଦିରଟି ସୂର୍ଯ୍ୟ ଦେବଙ୍କ ପାଇଁ ନିର୍ମିତ ହୋଇଥିବାରୁ ଜାଗାର ନାମ ତଦନୁସାରେ କୋଣାର୍କ ହୋଇଛି ବୋଲି ମତ ପୋଷଣ କରାଯାଏ ।<ref>http://www.indiaprofile.com/monuments-temples/india-monuments.htm</ref><br />
ପାଶ୍ଚାତ୍ୟ ଦେଶର ନାବିକମାନେ ଏହାର କୃଷ୍ଣ ପାଗୋଡ଼ା ଓ ପୁରୀ ଜଗନ୍ନାଥା ମନ୍ଦିରର ଶ୍ୱେତ ପାଗୋଡ଼ା ନାମକରଣ କରିଥିଲେ । ଏହି ମନ୍ଦିରଦ୍ୱୟ ନାବିକଙ୍କ ନିମନ୍ତେ ପଥଚିହ୍ନ ଥିଲା ।<ref name=officialkonark/><ref name="bengalgz">{{cite book|author=Lewis Sydney Steward O'Malley|title=Bengal District Gazetteer : Puri|url=http://books.google.com/books?id=pwD0-YV2LCYC&pg=PA283|accessdate=3 May 2013|date=1 January 2007|publisher=Concept Publishing Company|isbn=978-81-7268-138-8|page=283}}</ref>
 
== ମନ୍ଦିରର ଆକୃତି ଓ ଗଠନ ଶୈଳୀ ==