"ମହାତ୍ମା ଗାନ୍ଧୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
/* ଓଡ଼ିଶାରେ ଗାନ୍ଧୀପ୍ରଫେସର ଅନନ୍ତଚରଣ ସାହୁ, ଗାନ୍ଧିଜୀଙ୍କ ଓଡ଼ିଶା ପରିଦର୍ଶନ ପୃଷ୍ଠଭୂମିରେ ଉତ୍କଳମଣିଙ୍କ...
୩୬ କ ଧାଡ଼ି:
 
=== ଦ୍ଵିତୀୟ ଗସ୍ତ: ୧୯୨୫ ଅଗଷ୍ଟ ୧୯, କଟକ ===
[[ମଧୁସୂଦନ ଦାସ|ଉତ୍କଳଗୌରବ ମଧୁସୂଦନଙ୍କ]] ନିମନ୍ତ୍ରଣ କ୍ରମେ ୧୯୨୫ ଅଗଷ୍ଟ ୧୯ତାରିଖରେ ଗାନ୍ଧୀଜୀ ପୁନର୍ବାର କଟକରେ ପଦାର୍ପଣ କରିଥିଲେ । ଏହି ଅବସରରେ ମଧୁବାବୁଙ୍କ ପ୍ରତିଷ୍ଠିତ ଉତ୍କଳ ଟାନେରୀ ନାମକ ଜୋତା କାରଖାନାଟି ପରିଦର୍ଶନ କରି ମୁଗ୍ଧ ହୋଇଥିଲେ ଓ [[ଅହମଦାବାଦ|ଅହମ୍ମଦାବାଦସ୍ଥିତ]] ସାବରମତୀ ଆଶ୍ରମରେ ଏଭଳି ଏକ କାରଖାନା ପ୍ରତିଷ୍ଠା ପାଇଁ ମନସ୍ଥ କରିଥିଲେ । ଏହି ଅବସରରେ କଟକ ଉପକଣ୍ଠରେ ଅବସ୍ଥିତ ଏକ କୁଷ୍ଠାଶ୍ରମ ପରିଦର୍ଶନ ପାଇଁ ଆଗ୍ରହ ପ୍ରକାଶ କରିଥିଲେ୤
plkhiuhoiuyhiutiuojhiuthfytkjhruguhgjhgjhgjhghgggggggggggggggggggggffffffffffffffffffffffffffffffffffffffffffffffffffffffffffffffffffffffffffff
 
=== ତୃତୀୟ ଗସ୍ତ: ୧୯୨୭ ଡିସେମ୍ବର ୨୧, କଟକ ===
ତୃତୀୟ ଥର ନିମନ୍ତେ ଓଡ଼ିଶା ପରିଦର୍ଶନରେ ଆସି କଟକଠାରେ ଭାଷାକୋଶବିତ [[ଗୋପାଳ ଚନ୍ଦ୍ର ପ୍ରହରାଜ|ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ]] ଆମନ୍ତ୍ରଣ କ୍ରମେ ତାଙ୍କ ଗୃହରେ କିଛି ସମୟ କଟାଇଥିଲେ । ପ୍ରହରାଜ ମହୋଦୟଙ୍କ ଅଧ୍ୟବସାୟ ତଥା ବ୍ୟକ୍ତିଗତ ପ୍ରଚେଷ୍ଟାରେ [[ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ]] ଭଳି ଏକ ବିରାଟ ଗ୍ରନ୍ଥ-ପ୍ରକଳ୍ପ ସଂକଳନକୁ ଗାନ୍ଧୀଜୀ ଭୂୟସୀ ପ୍ରଶଂସା କରିଥିଲେ । ଏହି ଅବସରରେ ପୂର୍ବୋକ୍ତ କୁଷ୍ଠାଶ୍ରମଟି ଦେଖି ଆଶ୍ରମବାସୀଙ୍କୁ ଗୋଟିଏ ସେବତୀଫୁଲ ତୋଡ଼ା ଓ ଏକ ଟୋକେଇପୂର୍ଣ୍ଣ କମଳାଲେମ୍ବୁ ଉପହାର ପ୍ରଦାନ କରିଥିଲେ ।