"ରାୟଗଡ଼ା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୬୮ କ ଧାଡ଼ି:
 
==ଇତିହାସ==
ଖ୍ରୀଷ୍ଟପୁର୍ବ ତୃତୀୟ ଶତାବ୍ଦୀରେ ଅଶୋକଙ୍କ ରାଜତ୍ଵ ବେଳେ ଏହା କଳିଙ୍ଗ ଅଧୀନରେ ଥିଲା । ଗଙ୍ଗବଂଶୀ ଏବଂ ସୂର୍ଯ୍ୟବଂଶୀ ରାଜାମାନଙ୍କ ରାଜତ୍ଵ କାଳରେ ଏହା [[ଗୁଡାରି]] କଟକର କରଦ ରାଜା ଦାଦାର୍ଣ୍ଣବ ଦେବଙ୍କ ଅଧିନରେ ଥିଲା । ମୁକୁନ୍ଦଦେବଙ୍କ ପରାଜୟପରେ ନନ୍ଦପୁର ରାଜାଙ୍କ ଅଧୀନରେ ଏହା ୪୭ ବର୍ଷ ପାଇଁ ରହିଥିଲା । ଇଂରେଜ ଶାସନ ଅମଳରେ ଏହା ଜୟପୁର ରାଜାଙ୍କ ଅଧିନରେ ରହିଲା ଏବଂ ସ୍ଵାଧୀନ ଓଡିଶାରେ ଏହା ଅବିଭକ୍ତ କୋରାପୁଟ ଜିଲ୍ଲାରେ ଅନ୍ତର୍ଭୁକ୍ତ ଥିଲା । ଅବିଭକ୍ତ କୋରାପୁଟ ଜିଲ୍ଲାରେ ଶିକ୍ଷାର ବିକାଶ ନିମନ୍ତେ ସ୍ଥାନୀୟ [[ଗୋବିନ୍ଦ ଚନ୍ଦ୍ର ଦେବ ହାଇସ୍କୁଲ]]ର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ । ରାୟଗଡାର ବିଶିଷ୍ଟ ସମାଜସେବୀ ସ୍ଵର୍ଗତ [[କୃଷ୍ଣଚନ୍ଦ୍ର ବକ୍ସିପାତ୍ର]] ଉତ୍କଳ ସମ୍ମିଳନୀର ଜିଲ୍ଲା ସଭାପତି ଥିଲେ ।
 
== ଜନସଂଖ୍ୟା ==
"https://or.wikipedia.org/wiki/ରାୟଗଡ଼ା"ରୁ ଅଣାଯାଇଅଛି