"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ + ଆଧାର
୧୮ କ ଧାଡ଼ି:
}}
 
ଶୂଦ୍ରମୁନି '''ସାରଳା ଦାସ''' ଓଡ଼ିଆ ପଦ୍ୟଭାଷାର ରଚନାରେଜଣେ ଏହାଙ୍କରକବି ଲେଖାଥିଲେ ପ୍ରାଚୀନ ବୋଧ୧୫ଶ ହେଉଥିବାରୁଶତାବ୍ଦୀରେ ଏହାଙ୍କୁସେ ଆଦିକବିଥିଲେ ବୋଲିପ୍ରଥମ ଲୋକେ[[ଓଡ଼ିଆ କହନ୍ତିଲୋକ|ଓଡ଼ିଆ]] ଯେ [[ଓଡ଼ିଆ ଭାଷା]]ରେ ସାହିତ୍ୟ ରଚନା କରିଥିଲେସେ ପଞ୍ଚଦଶ''ଆଦିକବି'' ଶତାବ୍ଦୀରଭାବେ ଲୋକମଧ୍ୟ ପରିଚିତ । ସେ ପୁରୀ [[ଜଗନ୍ନାଥ ମନ୍ଦିର|ଜଗନ୍ନାଥଙ୍କ ଦେଉଳ]] ବେଢା ମଧ୍ୟସ୍ଥ କଳ୍ପବଟ ମୂଳେ ବସି ତାଙ୍କ ମହାଭାରତ ରଚନା କରିଥିଲେ । ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?c.40:8749.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last= ପ୍ରହରାଜ |work=dsal.uchicago.edu|quote=ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ |accessdate=11 April 2013}}</ref>
ଶୂଦ୍ରମୁନି '''ସାରଳା ଦାସ''' ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ [[ଓଡ଼ିଆ ଭାଷା]]ରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ [[ଓଡ଼ିଶା]]ର [[ଜଗତସିଂହପୁର ଜିଲ୍ଲା|ଜଗତସିଂହପୁର ଜିଲ୍ଲାର]] "ତେନ୍ତୁଳିପଦା" ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ [[ସାରଳା ମନ୍ଦିର|ସାରଳାଙ୍କଠାରୁ]] ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
 
ସେ ଏକ ଚଷା ପରିବାରରେ<ref name="Nagendra1988">{{cite book|author=Nagendra|title=Indian Literature|url=http://books.google.com/books?id=dqGojPpe8DIC&pg=PA446|year=1988|publisher=Prabhat Prakashan|pages=446–}}</ref>
୧୫ଶ ଶତାବ୍ଦୀରେ ସେ ଥିଲେ ପ୍ରଥମ [[ଓଡ଼ିଆ ଲୋକ|ଓଡ଼ିଆ]] ଯେ [[ଓଡ଼ିଆ ଭାଷା|ଓଡ଼ିଆ]]ରେ ସାହିତ୍ୟ ରଚନା କରିଥିଲେ । ତାଙ୍କର ଜନ୍ମ ସଠିକ ଭାବରେ ନିରୂପଣ କରାଯାଇପାରି ନାହିଁ ।
ଶୂଦ୍ରମୁନି '''ସାରଳା ଦାସ''' ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ [[ଓଡ଼ିଆ ଭାଷା]]ରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ [[ଓଡ଼ିଶା]]ର [[ଜଗତସିଂହପୁର ଜିଲ୍ଲା|ଜଗତସିଂହପୁର ଜିଲ୍ଲାର]] "ତେନ୍ତୁଳିପଦା" ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ [[ସାରଳା ମନ୍ଦିର|ସାରଳାଙ୍କଠାରୁ]] ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
 
ସାରଳା ଦାସ ପ୍ରଥମେ ମୂର୍ଖ ଥିଲେ; ପରେ ସାରଳା ଠାକୁରାଣୀଙ୍କଠରେ ଅଧ୍ୟା ପଡ଼ି ଠାକୁରାଣୀଙ୍କ ଠାରୁ ବର ପାଇ, ସାରଳା ଠାକୁରାଣୀଙ୍କ ମନ୍ଦିରରେ ପ୍ରତି ଦିନ ପଢ଼ା ଯାଉଥିବା ସଂସ୍କୃତ [[ମହାଭାରତ]] ପୁରାଣ ଶୁଣି ଓଡ଼ିଆରେ ମହାଭାରତ ରଚନା କରିଥିଲେ କିନ୍ତୁ ମୂଳ ସଂସ୍କୃତ ମହାଭାରତ ସଙ୍ଗେ ଉକ୍ତ ମହାଭାରତ ଅବିକଳ ମେଳ ନାହିଁ । ଏ ମହାଭାରତରେ କବି ଅନେକ ମୌଳିକ କଥା ଛାଡ଼ି ଯାଇଅଛନ୍ତି ଓ କେତେକ କାଳ୍ପନିକ ଆଖ୍ୟାନ ମଧ୍ୟ ଯୋଗ କରିଅଛନ୍ତି । ସାରଳା ଦାସ ମୂଳ ମହାଭାରତର ଭାବ ସମାନ ରଖିଥିଲେ ହେଁ ନିଜ ଜାଣତରୁ ଏଥିରେ ଅନେକ ପୌରାଣିକ ଘଟଣା ଓ କାହାଣୀମାନ ମିଶାଇ ଏହାକୁ ଅତି ସମୃଦ୍ଧ ଓ ମୌଳିକ କରି ଲେଖିଥିଲେ ।<ref>This contribution is a nearly verbatim reproduction of "Sarala Dasa, the Originator of the Oriya Literature" by Debendra Nath Bhoi and Priyadarshini Bakshi in the [http://orissagov.nic.in/e-magazine/Orissareview/oct2004/englishPdf/saraladasa.pdf ''Orissa Review''] of October 2004</ref>
 
ତତ୍କାଳୀନ ରାଜା 'କପିଳେନ୍ଦ୍ର ଦେବ'<ref name="Datta1987">{{cite book|author=Amaresh Datta|title=Encyclopaedia of Indian Literature: A-Devo|url=http://books.google.com/books?id=ObFCT5_taSgC&pg=PA879|year=1987|publisher=Sahitya Akademi|isbn=978-81-260-1803-1|pages=879–}}</ref>
ଓଡ଼ିଆ ପଦ୍ୟ ରଚନାରେ ଏହାଙ୍କର ଲେଖା ପ୍ରାଚୀନ ବୋଧ ହେଉଥିବାରୁ ଏହାଙ୍କୁ ଆଦିକବି ବୋଲି ଲୋକେ କହନ୍ତି । ଏ ପଞ୍ଚଦଶ ଶତାବ୍ଦୀର ଲୋକ ଏ ପୁରୀ [[ଜଗନ୍ନାଥ ମନ୍ଦିର|ଜଗନ୍ନାଥଙ୍କ ଦେଉଳ]] ବେଢା ମଧ୍ୟସ୍ଥ କଳ୍ପବଟ ମୂଳେ ବସି ତାଙ୍କ ମହାଭାରତ ରଚନା କରିଥିଲେ । ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?c.40:8749.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last= ପ୍ରହରାଜ |work=dsal.uchicago.edu|quote=ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ |accessdate=11 April 2013}}</ref>
ସେ ସମଯରେ ଓଡ଼ିଶାରେ କପିଳେନ୍ଦ୍ର ଦେବ ରାଜା ଥିଲେ ରାଜା ତାଙ୍କ କବିତ୍ବରେକବିତ୍ଵରେ ସନ୍ତୁଷ୍ଟ ହୋଇ ତାଙ୍କୁ 'ପରିଡ଼ା' ଉପାଧି ଦେଇଥିଲେ ତାଙ୍କୁ ବଂଶଧର ମାନେ ସେହି 'ପରିଡ଼ା' ଉପାଧିକୁ 'ପରିଜା' ବୋଲି ଏବେ ବ୍ୟବହାର କରୁଅଛନ୍ତି । ତାଙ୍କ ନାମ ଅନୁସାରେ ଝଙ୍କଡ଼ର ଉତ୍ତର-ପଶ୍ଚିମରେ 'ସାରଳା' ନାମରେ ଗୋଟିଏ଼ଗୋଟିଏ ଗ୍ରାମ ବସିଥିଲା, ସେ ଗ୍ରାମକୁ ବର୍ତ୍ତମାନ 'ବଡ଼ ସାରୋଳ' ବୋଲାଯାଏ ।
 
କବି ନିରକ୍ଷର ଥାଇ ପ୍ରଥମ ଜୀବରନରେ ଚାଷବାସ ଓ ମୂଲିଆ କାମ କରୁଥିଲେ ମହାଭାରତ ଲେଖି ସାରି ସେ ବୁଢ଼ାନଦୀ କୂଳରେ ଗୋଟିଏ ମଠ ସ୍ଥାପନ କରି ସେହିଠାରେ ଶେଷ ଜୀବନ କଟାଇଲେ । ତାଙ୍କୁ ଲୋକେ 'ମୁନିଗୋସାଇଁ' ବୋଲି ଡାକୁଥିଲେ ଓ ଏବେ ମଧ୍ୟ ସେହି ଆଶ୍ରମକୁ ସ୍ଥାନୀୟ ଲୋକେ ମୁନି ଗୋସାଈଁ ମଠ କହନ୍ତି ମାଘ ଶୁକ୍ଳ ସପ୍ତମୀ ଦିନ ସେ ପରଲୋକ ଗମନମୃତ୍ୟୁଲାଭ କରିଥିଲେ ।
ସେ ସମଯରେ ଓଡ଼ିଶାରେ କପିଳେନ୍ଦ୍ର ଦେବ ରାଜା ଥିଲେ ରାଜା ତାଙ୍କ କବିତ୍ବରେ ସନ୍ତୁଷ୍ଟ ହୋଇ ତାଙ୍କୁ 'ପରିଡ଼ା' ଉପାଧି ଦେଇଥିଲେ ତାଙ୍କୁ ବଂଶଧର ମାନେ ସେହି 'ପରିଡ଼ା' ଉପାଧିକୁ 'ପରିଜା' ବୋଲି ଏବେ ବ୍ୟବହାର କରୁଅଛନ୍ତି । ତାଙ୍କ ନାମ ଅନୁସାରେ ଝଙ୍କଡ଼ର ଉତ୍ତର-ପଶ୍ଚିମରେ 'ସାରଳା' ନାମରେ ଗୋଟିଏ଼ ଗ୍ରାମ ବସିଥିଲା, ସେ ଗ୍ରାମକୁ ବର୍ତ୍ତମାନ 'ବଡ଼ ସାରୋଳ' ବୋଲାଯାଏ ।
 
କବି ନିରକ୍ଷର ଥାଇ ପ୍ରଥମ ଜୀବରନରେ ଚାଷବାସ ଓ ମୂଲିଆ କାମ କରୁଥିଲେ ମହାଭାରତ ଲେଖି ସାରି ସେ ବୁଢ଼ାନଦୀ କୂଳରେ ଗୋଟିଏ ମଠ ସ୍ଥାପନ କରି ସେହିଠାରେ ଶେଷ ଜୀବନ କଟାଇଲେ । ତାଙ୍କୁ ଲୋକେ 'ମୁନିଗୋସାଇଁ' ବୋଲି ଡାକୁଥିଲେ ଓ ଏବେ ମଧ୍ୟ ସେହି ଆଶ୍ରମକୁ ସ୍ଥାନୀୟ ଲୋକେ ମୁନି ଗୋସାଈଁ ମଠ କହନ୍ତି ମାଘ ଶୁକ୍ଳ ସପ୍ତମୀ ଦିନ ସେ ପରଲୋକ ଗମନ କରିଥିଲେ ।
 
== ସାହିତ୍ୟ ସର୍ଜନା ==
ଆଦିକବି ଶାରଳା ଦାସ ନିଜ ଗ୍ରନ୍ଥ ମାନଙ୍କରେ ନିଜକୁ ମୁର୍ଖ, ଅଜ୍ଞାନ ତଥା କେବଳ ମା ଶାରଳାଙ୍କ ଆଶୀର୍ବାଦ ଯୋଗୁ କାବ୍ୟ ଲେଖିଛନ୍ତି ବୋଲି ବର୍ଣ୍ଣନା କରିଛନ୍ତି । ସେ ସାଧାରଣ ଲୋକମାନେ ବୁଝିବା ଭଳି ଭାବ ଭାଷାରେ ସେ ଓଡିଆରେ କେଖୁଥିଲେ । ତାଙ୍କର ପ୍ରମୁଖ ଗ୍ରନ୍ଥଗୁଡ଼ିକ ମଧ୍ୟରେ "ବିଲଙ୍କା ରାମାୟଣ", "ମହାଭାରତ", "ଚଣ୍ଡି ପୁରାଣ" ଏବଂ "ଲକ୍ଷ୍ମୀନାରାୟଣ ବଚନିକା ନାମକ ଏକ କ୍ଷୁଦ୍ର ଗ୍ରନ୍ଥ ରଚନା ଅନ୍ତର୍ଭୁକ୍ତ । ଆଉରି ଅନେକ ଗ୍ରନ୍ଥ ଶାରଳାଙ୍କ ଦ୍ଵାରା ରଚିତ ବୋଲି ଲେଖାଥିଲେ ମଧ୍ୟ ତାହା ପ୍ରକୃତରେ ଆଦିକବିଙ୍କ ଦ୍ଵାରା ଲେଖା ଯାଇଛି କି ନାହିଁ ପ୍ରମାଣ ହୋଇପାରି ନାହିଁ.
* ବିଲଙ୍କା ରାମାୟଣ
* [[ସାରଳା ମହାଭାରତ|ମହାଭାରତ]]
* ଚଣ୍ଡୀପୁରାଣ <ref>{{cite web |url= http://www.orissadiary.com/personality/poet/SARALA_DAS%20.asp |title=SARALA DAS |work=orissadiary.com |quote=In a clear statement the poet declares the Vilanka Ramayana, the Mahabharat and the Chandi Purana to be respectively the first, second and third of his compositions |accessdate=11 April 2013}}</ref>
 
===ବିଲଙ୍କା ରାମାଯ଼ଣରାମାୟଣ===
ଆଦିକବି ଶାରଳା ଦାସ ନିଜ ଗ୍ରନ୍ଥ ମାନଙ୍କରେ ନିଜକୁ ମୁର୍ଖ, ଅଜ୍ଞାନ ତଥା କେବଳ ମା ଶାରଳାଙ୍କ ଆଶୀର୍ବାଦ ଯୋଗୁ କାବ୍ୟ ଲେଖିଛ୍ହନ୍ତି ବୋଲି ଵର୍ଣନା କରିଛନ୍ତି; ତେଣୁ କିଛି ସମାଲୋଚକ ତାଙ୍କୁ ମହାମୁର୍ଖ ବୋଲି ବର୍ଣନା କରିଛନ୍ତି. ତେବେ ଯେକୌଣସି ପାଠକ ଯଦି ତାଙ୍କ ସାହିତ୍ୟ ପଢିବ, ତାହାହେଲେ ସେ ନିଶ୍ଚୟ ଅନୁଭବ କରିବ ଯେ ଶାରଳା ଦାସ ମୋଟେ ଗଜମୁର୍ଖ ନ ଥିଲେ. ବରଂ ସେ ଥିଲେ ବିଭିନ୍ନ ଶାସ୍ତ୍ରର ପଣ୍ଡିତ, ତେଣୁ ସେ ତତ୍କାଳୀନ ସମାଜର ବୁଦ୍ଧିଜୀବିମାନଙ୍କୁ ମୂର୍ଖ ବନାଇ ଦେଉଥିଲେ. ଶାରଳା ଦାସ ଅଵଶ୍ୟ ମା ଶାରଳାଙ୍କର ଅନୁଗ୍ରହ ଲାଭ କରିଥିଲେ, କିନ୍ତୁ ତାଙ୍କର ବହୁ ଶାସ୍ତ୍ର ପୁରାଣରେ ପ୍ରଵେଶ ଥିଲା. ଅନେକ ଗ୍ରନ୍ଥ ଅଧ୍ୟୟନ କରିଥିବାରୁ ତାଙ୍କର ଅସୀମ ଜ୍ଞାନ ଥିଲା. ସେ କପିଳେନ୍ଦ୍ରଦେବଙ୍କର ସୈନ୍ୟବାହିନୀରେ ଯୋଗଦେଇ ଅନେକବର୍ଷ ବିଭିନ୍ନ ସ୍ଥାନ ଭ୍ରମଣ କରିଥିଲେ, ଏଣୁ ତାଙ୍କର ଭୌଗଳିକ ଜ୍ଞାନ ମଧ୍ୟ ବହୁତ ଥିଲା. ବିଭିନ୍ନ ଲୋକଙ୍କ ସହ ସିଧାସଳଖ ସଂସ୍ପର୍ଶରେ ଆସିବା ଦ୍ଵାରା ସେ ଲୋକଚରିତ୍ର କଣ ଅନୁଭବ କରିପାରିଥିଲେ. ଏତେ ସବୁ ସତ୍ତ୍ଵେ ସେ ସେତେବେଳର ସମାଜକୁ ଭୟ କରୁଥିଲେ, ତେଣୁ ସାଧାରଣ ଲୋକମାନେ ବୁଝିବା ଭଳି ଭାବ ଭାଷାରେ ସେ ଓଡିଆରେ କେଖୁଥିଲେ. ତତ୍କାଳୀନ ବ୍ରାହ୍ମଣପ୍ରଧାନ ସମାଜ ଓ ସସ୍କୃତପ୍ରେମୀ ଜନତା କାଳେ ତାଙ୍କ ସାହିତ୍ୟକୁ ଅନାଦର କରିବେ, ଏଇ ଭୟରେ ସେ ଚତୁରତାର ସହ ପ୍ରଚାର କଲେ ଯେ ସେ କିଛି ଲେଖିନାହାନ୍ତି. ଯାହା ମା ଶାରଳା କୁହନ୍ତି, ତାକୁ ସେ ଲେଖନ୍ତି. ମା ଶାରଳାଙ୍କ ନାମକୁ ନେଇ କବି ତାଙ୍କ ରଚନାକୁ ସମାଜରେ ପ୍ରତିଷ୍ଠିତ କରି ପାରିଥିଲେ. ଓଡିଆ ଭାଷା ସାହିତ୍ୟର ସେ ଜଣେ ଵିରଳ ପ୍ରତିଭା. ତାଙ୍କର ପ୍ରମୁଖ ଗ୍ରନ୍ଥଗୁଡିକ ମଧ୍ୟରେ "ଵିଲଙ୍କା ରାମାୟଣ", "ମହାଭାରତ", "ଚଣ୍ଡି ପୁରାଣ" ଏବଂ "ଲକ୍ଷ୍ମୀନାରାୟଣ ବଚନିକା ନାମକ ଏକ କ୍ଷୁଦ୍ର ଗ୍ରନ୍ଥ ରଚନା ଅନ୍ତର୍ଭୁକ୍ତ. ଆହୁରି ଅନେକ ଗ୍ରନ୍ଥ ଶାରଳାଙ୍କ ଦ୍ଵାରା ରଚିତ ବୋଲି ଲେଖାଥିଲେ ମଧ୍ୟ ତାହା ପ୍ରକୃତରେ ଆଦିକବିଙ୍କ ଦ୍ଵାରା ଲେଖା ଯାଇଛି କି ନାହିଁ ପ୍ରମାଣ ହୋଇପାରି ନାହିଁ.
ରାଵଣକୁ[[ରାବଣ]]କୁ ଵଧକରିବଧକରି ପ୍ରଭୁ [[ରାମ|ରାମଚନ୍ଦ୍ର]] ପତ୍ନୀ [[ସୀତା]] ଓ ଭାଇ ଲକ୍ଷ୍ମଣଙ୍କ ସହ ଅଯୋଧ୍ୟା ଫେରି ଆସିଥାନ୍ତି. ରାମଙ୍କର ରାଜ୍ୟାଭିଷେକର ଆୟୋଜନରେ ସାରା ଅଯୋଧ୍ୟା ଉତ୍ସଵ ମୁଖର ହୋଇ ଉଠିଥାଏ. କିନ୍ତୁ ବିଧିର ବିଚିତ୍ର ବିଧାନ! ଅଭିଷେକ ହୋଇଗଲେ ରାମଚନ୍ଦ୍ର ରାଜକାର୍ଯ୍ୟରେ ଵ୍ୟସ୍ତଯିବେବ୍ୟସ୍ତଯିବେ, ତେଣୁ ବିଲଙ୍କାସୁରକୁ ଵଧବଧ କରି ଦେବତାମାନଙ୍କୁ କିପରି ଉଦ୍ଧାର କରିବେ ବୋଲି ବ୍ରହ୍ମାଙ୍କୁ [[ବ୍ରହ୍ମା]]ଙ୍କୁ ଯମ ପଚାରିଛନ୍ତି. ନିଜ ଶକ୍ତିର ପ୍ରମାଣ ଦେବାକୁ ରାମ ଏକାକୀ ଵିଲଙ୍କାସୁରକୁବିଲଙ୍କାସୁରକୁ ଵଧବଧ କରିବାକୁ ଯାଇଛନ୍ତି, ହେଲେ ସେଥିରେ ସଫଳ ହୋଇ ପାରି ନାହାନ୍ତି. ପରେ [[ହନୁମାନ]] ରାମଙ୍କ ସାହାଯ୍ୟ ସତ୍ୱ୍ଏସତ୍ତ୍ଵେ ମଧ୍ୟ ବଧ କରି ପାରି ନାହାନ୍ତି. ସେପଟେ କିପରି ରାମଙ୍କର ମୃତ୍ୟୁ ହେବ ବୋଲି ଵିଲଙ୍କାସୁରବିଲଙ୍କାସୁର ଗ୍ରାମଦେଵତୀଙ୍କୁ ପୂଜା ଓ ଯଜ୍ଞ କରିଛି. ମାତ୍ର ହନୁମାନ ଓ ରାମଚନ୍ଦ୍ର ତାଙ୍କ ଯଜ୍ଞ ସମ୍ପୁର୍ଣସମ୍ପୂର୍ଣ୍ଣ କରାଇ ଦେଇ ନାହାନ୍ତି. ଵିଲଙ୍କାସୁରକୁ। ବିଲଙ୍କାସୁରକୁ ଵଧ କରିବାକୁ ସୀତାଙ୍କର ଆବଶ୍ୟକତା ଅଛି ବୋଲି ଦେଵତାମାନେ କହିବାରୁ ହନୁମାନ ଯାଇ ସୀତା ଓ ଲକ୍ଷ୍ମଣଙ୍କୁ ଵିଲଙ୍କାବିଲଙ୍କା ଆଣିଛନ୍ତି. ରାମ, ଲକ୍ଷ୍ମଣ, ହନୁମାନ ମିଳିତଭାବରେ ଯୁଦ୍ଧ କରି ଵିଲଙ୍କାସୁରକୁବିଲଙ୍କାସୁରକୁ ମାରି ପାରି ନାହାନ୍ତି. ଶେଷରେ ଦେଵଗଣଦେବଗଣ ସୀତାଙ୍କୁ ପ୍ରାର୍ଥନା କରି ରାକ୍ଷସକୁ ଵଧବଧ କରିବାକୁ ନିଵେଦନନିବେଦନ କରିବାରୁ ସୀତା ଚିତ୍ରସେନ ରଥରେ ବସି ଯୁଦ୍ଧଭୁମିକୁ ଆସିଛନ୍ତି. ଯୁଦ୍ଧକରି ଶେଷରେ ଵିଵସ୍ତ୍ରବିବସ୍ତ୍ର ହେବାରୁ ଵିଲଙ୍କାସୁରବିଲଙ୍କାସୁର ସୀତାଙ୍କୁ ହରଣ କରି ନେବାକୁ ସ୍ଥିର କରିଥିବା ବେଳେ ରାମ, ଲକ୍ଷ୍ମଣଙ୍କ ମିଳିତ ଅସ୍ତ୍ରରେ ରାକ୍ଷସର ମୃତ୍ୟୁହୋଇଛି. ପରେ ରାମଙ୍କ ରାଜ୍ୟ ଅଭିଷେକ ଉତ୍ସଵ ମହାସମାରୋହରେ ପାଳିତ ହୋଇଛି.
 
=== ମହାଭାରତ ===
ବିଲଙ୍କା ରାମାଯ଼ଣ
ଵ୍ୟାସଦେବଙ୍କ[[ବ୍ୟାସଦେବ]]ଙ୍କ ଲିଖିତ ସଂସ୍କୃତ ମହାଭାରତର କଥାବସ୍ତୁକୁ ନେଇ ଆଦିକଵି ସାରଳା ଦାସ ଓଡିଆରେ ମହାଭାରତ ଲେଖିଛନ୍ତି. ସଂସ୍କୃତରୁ ସିଧା ସିଧା ଅନୁବାଦ ନ କରି କଵି ତାଙ୍କର ଦୃଷ୍ଟିଭଙ୍ଗୀ ଓ ମୌଳିକ ଵିଚାରବୋଧର ପ୍ରକାଶ କରିଛନ୍ତି. ଓଡିଆ ଘରର ଚାଲିଚଳଣୀ, ରୀତିନୀତି, ଖାଦ୍ୟପେୟ,ଵେଶଭୁଷା, ପୁଣ୍ୟପର୍ବ, ଯାନିଯାତ୍ରା, କଥାବାର୍ତ୍ତା ସବୁକିଛି ତାଙ୍କ ମହାଭାରତରେ ଫୁଟି ଉଠିଛି. କେତେକ ସ୍ଥାନରେ ସେ ମୂଳ ସଂସ୍କୃତ ମହାଭାରତର ଘଟଣାକୁ ସଂକ୍ଷିପ୍ତ କରିଛନ୍ତି ତ କେଉଠି ଛୋଟ ଘଟଣାକୁ ବଡ କରି ବର୍ଣନା କରିଛନ୍ତି. ସେହିପରି ମୂଳ ମହାଭାରତର କେତେକ ଘଟଣାକୁ ସେ ସମ୍ପୁର୍ଣ ଛାଡ଼ି ଦେବାବେଳେ କିଛି ଘଟଣା ସେ ନିଜ ମନରୁ ଵର୍ଣନା କରିଛନ୍ତି. । ମହାଭାରତରେ ସେ ୧୮ଟି ପର୍ବର ବର୍ଣ୍ଣନା କରିଛନ୍ତି ।
{{div col|3}}
*# ଆଦିପର୍ବ
*# ସଭାପର୍ବ
*# ବନପର୍ବ
*# ବିରାଟ ପର୍ବ
*# ଉଦୟ ପର୍ବ
*# ଭୀଷ୍ମ ପର୍ବ
*# ଦ୍ରୋଣ ପର୍ବ
*# କନ୍ନ ପର୍ବ
*# ଲୟ ପର୍ବ`
*# ଶୁର୍ତ୍ତିକା ପର୍ବ
*# ସ୍ତ୍ରୀ ପର୍ବ
*# ଶାନ୍ତି ପର୍ବ
*# ଅନୁଶାସନିକ ପର୍ବ
*# ଆଶ୍ରମବାସିକା ପ୍ରବ
*# ମହାପ୍ରସ୍ଥାନିକ ପର୍ବ
*# ଅଶ୍ଵମେଧ ପର୍ବ
*# ମୌସଳ ପର୍ବ
*# ସ୍ଵର୍ଗାରୋହଣ ପର୍ବ
{{div col end}}
 
କବି ଶାହାଡ଼ାଗଛର ମାହାତ୍ମ୍ୟ, ଶାନ୍ତନୁଙ୍କ ସହ ଗଙ୍ଗାଙ୍କ ଵିଵାହବିବାହ, ସିନ୍ଧିଚୋର କଥା, ସତ୍ୟ ଆମ୍ବ କଥା, ବାବନାଭୁତ କଥା, ଗାନ୍ଧାରିଙ୍କ ସନ୍ତାନଲାଭ କଥା, ଧୃତରାଷ୍ଟ୍ରଙ୍କ ଶହେ ପୁଅଙ୍କ ନାମକରଣ, ଅଳସୁଆ କାହାଣୀ, ସିହସିଂହ-ଶୃଗାଳ କଥା, ସିଂହ-ମଶା କଥା, ତୁଳସୀଵଣତୁଳସୀବଣ ବାଘ ଓ ତୁଳାମୁହାଁଙ୍କ ଗଳ୍ପ, କଳି ଅଵତରଣଅବତରଣ ପ୍ରସଙ୍ଗ ଓ ସୁହାଣୀ କନ୍ୟା ସହ ଯୁଧିଷ୍ଠିରଙ୍କ ଵିଵାହବିବାହ କଥା - ଏନିତିଏମିତି କେତେସବୁ ଗପ ନିଜ ମନରୁ ସୃଷ୍ଟି କରିଛନ୍ତି.
ରାଵଣକୁ ଵଧକରି ପ୍ରଭୁ ରାମଚନ୍ଦ୍ର ପତ୍ନୀ ସୀତା ଓ ଭାଇ ଲକ୍ଷ୍ମଣଙ୍କ ସହ ଅଯୋଧ୍ୟା ଫେରି ଆସିଥାନ୍ତି. ରାମଙ୍କର ରାଜ୍ୟାଭିଷେକର ଆୟୋଜନରେ ସାରା ଅଯୋଧ୍ୟା ଉତ୍ସଵ ମୁଖର ହୋଇ ଉଠିଥାଏ. କିନ୍ତୁ ବିଧିର ବିଚିତ୍ର ବିଧାନ! ଅଭିଷେକ ହୋଇଗଲେ ରାମଚନ୍ଦ୍ର ରାଜକାର୍ଯ୍ୟରେ ଵ୍ୟସ୍ତଯିବେ, ତେଣୁ ବିଲଙ୍କାସୁରକୁ ଵଧ କରି ଦେବତାମାନଙ୍କୁ କିପରି ଉଦ୍ଧାର କରିବେ ବୋଲି ବ୍ରହ୍ମାଙ୍କୁ ଯମ ପଚାରିଛନ୍ତି. ନିଜ ଶକ୍ତିର ପ୍ରମାଣ ଦେବାକୁ ରାମ ଏକାକୀ ଵିଲଙ୍କାସୁରକୁ ଵଧ କରିବାକୁ ଯାଇଛନ୍ତି, ହେଲେ ସେଥିରେ ସଫଳ ହୋଇ ପାରି ନାହାନ୍ତି. ପରେ ହନୁମାନ ରାମଙ୍କ ସାହାଯ୍ୟ ସତ୍ୱ୍ଏ ମଧ୍ୟ ବଧ କରି ପାରି ନାହାନ୍ତି. ସେପଟେ କିପରି ରାମଙ୍କର ମୃତ୍ୟୁ ହେବ ବୋଲି ଵିଲଙ୍କାସୁର ଗ୍ରାମଦେଵତୀଙ୍କୁ ପୂଜା ଓ ଯଜ୍ଞ କରିଛି. ମାତ୍ର ହନୁମାନ ଓ ରାମଚନ୍ଦ୍ର ତାଙ୍କ ଯଜ୍ଞ ସମ୍ପୁର୍ଣ କରାଇ ଦେଇ ନାହାନ୍ତି. ଵିଲଙ୍କାସୁରକୁ ଵଧ କରିବାକୁ ସୀତାଙ୍କର ଆବଶ୍ୟକତା ଅଛି ବୋଲି ଦେଵତାମାନେ କହିବାରୁ ହନୁମାନ ଯାଇ ସୀତା ଓ ଲକ୍ଷ୍ମଣଙ୍କୁ ଵିଲଙ୍କା ଆଣିଛନ୍ତି. ରାମ, ଲକ୍ଷ୍ମଣ, ହନୁମାନ ମିଳିତଭାବରେ ଯୁଦ୍ଧ କରି ଵିଲଙ୍କାସୁରକୁ ମାରି ପାରି ନାହାନ୍ତି. ଶେଷରେ ଦେଵଗଣ ସୀତାଙ୍କୁ ପ୍ରାର୍ଥନା କରି ରାକ୍ଷସକୁ ଵଧ କରିବାକୁ ନିଵେଦନ କରିବାରୁ ସୀତା ଚିତ୍ରସେନ ରଥରେ ବସି ଯୁଦ୍ଧଭୁମିକୁ ଆସିଛନ୍ତି. ଯୁଦ୍ଧକରି ଶେଷରେ ଵିଵସ୍ତ୍ର ହେବାରୁ ଵିଲଙ୍କାସୁର ସୀତାଙ୍କୁ ହରଣ କରି ନେବାକୁ ସ୍ଥିର କରିଥିବା ବେଳେ ରାମ, ଲକ୍ଷ୍ମଣଙ୍କ ମିଳିତ ଅସ୍ତ୍ରରେ ରାକ୍ଷସର ମୃତ୍ୟୁହୋଇଛି. ପରେ ରାମଙ୍କ ରାଜ୍ୟ ଅଭିଷେକ ଉତ୍ସଵ ମହାସମାରୋହରେ ପାଳିତ ହୋଇଛି.
 
====ଶାହଡ଼ାଗଛର ମାହାତ୍ମ୍ୟ====
ମହାଭାରତ
ଥରେ ଭଗବାନ [[ମହାଦେବ]] ବୃଷଭ ପିଠିରେ ବସି ବୁଲି ଯାଉଥିଲେ. ବାଟରେ ଯାଉ ଯାଉ ଗୋଟିଏ ଶାହଡା ଗଛ ଦେଖି ବୃଷଭ ଖୁସିହେଲା, ଗଛ ନିକଟକୁ ଯାଇ ପତ୍ରଟିଏ ଆଣି ନିଜ ମୁଣ୍ଡରେ ରଖିଲା. ମହାଦେବ ଏହାର ରହସ୍ୟ କଣ ପଚାରିବାରୁ ବୃଷଭ ଉତ୍ତରଦେଲା "ଶାହାଡ଼ା ଗଛର ପତ୍ରକୁ ମୁଣ୍ଡରେ ରଖିଲେ ସେଦିନ ଅମୃତ ସଦୃଶ ଖାଦ୍ୟ ପଦାର୍ଥ ମିଳେ". ଏକଥା ଶୁଣି ଶିଵଶିବ ଆଶ୍ଚର୍ଯ୍ୟ ହେଲେ ଓ ଘଟଣାର ସତ୍ୟତା ପରୀକ୍ଷା କରିବାକୁ ସ୍ଥିର କଲେ. ବୃଷଭକୁ ନେଇ ବିଭିନ୍ନ ସ୍ଥାନ ବୁଲିବା ପରେ କ୍ଳାନ୍ତ ହୋଇ ସୁର୍ଯ଼୍ୟାସ୍ତ ସମୟକୁ ଶିଵଶିବ କୈଳାସ ଫେରି ଆସିଲେ. ଏଣେ ପତିଙ୍କ ଆସିବାରେ ଵିଳମ୍ବବିଳମ୍ବ ଦେଖି ପାର୍ବତୀ ଅମୃତତୁଲ୍ୟ ଭୋଜନ ବାଢ଼ି କେଵଳକେବଳ ପଞ୍ଚଗ୍ରାସୀ କରୁଥାନ୍ତି, ଠିକ୍ ସେତିକି ବେଳେ ଶିଵଙ୍କରଶିବଙ୍କର ଡମ୍ବରୁ ଶବ୍ଦ ଶୁଣାଗଲା. ଦେବୀ ଖାଦ୍ୟ ଥାଳି ତରତରରେ ନେଇ ବୃଷଭ କୁଣ୍ଡରେ ପକାଇ ଦେଇ ସ୍ଵାମୀଙ୍କୁ ଵନ୍ଦାପନାବନ୍ଦାପନା କରି ପ୍ରାସାଦକୁ ନେଇ ଆସିଛନ୍ତି. ବୃଷଭକୁ କିଛି ଖାଦ୍ୟ ନ ଦେବାକୁ କଡା ଆଦେଶ ଦେଇ ଶିଵ ଶୋଇଯାଇଛନ୍ତି.
 
ସେପଟେ ବିଚରା ବୃଷଭ ସାରାଦିନ ବୁଲି ବୁଲି ଘରକୁ ଫେରିଲା ପରେ ପ୍ରଭୁଙ୍କ ନିଷ୍ଠୁର ଆଦେଶ ଶୁଣି ମନଦୁଃଖ କରିଛି. ବାସିନଡା ଖାଇବାକୁ ପଡିବପଡ଼ିବ ବୋଲି ଭାବି ଦେଖିଲା ବେଳକୁ ଭଳିକି ଭଳି ଖାଦ୍ୟପଦାର୍ଥରେ ତା କୁଣ୍ଡ ପରିପୁର୍ଣ. ବୃଷଭ ଶାହଡ଼ା ଗଛ ଦେଖିବା ଓ ତା ପତ୍ରମୁଣ୍ଡରେ ରଖିବା ହେତୁ ଅପୁର୍ବ ଖାଦ୍ୟ ମିଳିଛି ଜାଣି ଖୁସି ମନରେ ସବୁ ଖାଇ ଆନନ୍ଦରେ ଶୋଇ ପଡିଛି.ପଡ଼ିଛି ।
ଵ୍ୟାସଦେବଙ୍କ ଲିଖିତ ସଂସ୍କୃତ ମହାଭାରତର କଥାବସ୍ତୁକୁ ନେଇ ଆଦିକଵି ସାରଳା ଦାସ ଓଡିଆରେ ମହାଭାରତ ଲେଖିଛନ୍ତି. ସଂସ୍କୃତରୁ ସିଧା ସିଧା ଅନୁବାଦ ନ କରି କଵି ତାଙ୍କର ଦୃଷ୍ଟିଭଙ୍ଗୀ ଓ ମୌଳିକ ଵିଚାରବୋଧର ପ୍ରକାଶ କରିଛନ୍ତି. ଓଡିଆ ଘରର ଚାଲିଚଳଣୀ, ରୀତିନୀତି, ଖାଦ୍ୟପେୟ,ଵେଶଭୁଷା, ପୁଣ୍ୟପର୍ବ, ଯାନିଯାତ୍ରା, କଥାବାର୍ତ୍ତା ସବୁକିଛି ତାଙ୍କ ମହାଭାରତରେ ଫୁଟି ଉଠିଛି. କେତେକ ସ୍ଥାନରେ ସେ ମୂଳ ସଂସ୍କୃତ ମହାଭାରତର ଘଟଣାକୁ ସଂକ୍ଷିପ୍ତ କରିଛନ୍ତି ତ କେଉଠି ଛୋଟ ଘଟଣାକୁ ବଡ କରି ବର୍ଣନା କରିଛନ୍ତି. ସେହିପରି ମୂଳ ମହାଭାରତର କେତେକ ଘଟଣାକୁ ସେ ସମ୍ପୁର୍ଣ ଛାଡ଼ି ଦେବାବେଳେ କିଛି ଘଟଣା ସେ ନିଜ ମନରୁ ଵର୍ଣନା କରିଛନ୍ତି.
 
ତା ପରଦିନ ସକାଳୁ ଶିଵଶିବ ବୃଷଭଠାରୁ ସବୁ କଥା ଶୁଣି ଶାହାଡ଼ାଗଛର ମାହାତ୍ମ୍ୟ ଜାଣିଛନ୍ତି.
କବି ଶାହାଡ଼ାଗଛର ମାହାତ୍ମ୍ୟ, ଶାନ୍ତନୁଙ୍କ ସହ ଗଙ୍ଗାଙ୍କ ଵିଵାହ, ସିନ୍ଧିଚୋର କଥା, ସତ୍ୟ ଆମ୍ବ କଥା, ବାବନାଭୁତ କଥା, ଗାନ୍ଧାରିଙ୍କ ସନ୍ତାନଲାଭ କଥା, ଧୃତରାଷ୍ଟ୍ରଙ୍କ ଶହେ ପୁଅଙ୍କ ନାମକରଣ, ଅଳସୁଆ କାହାଣୀ, ସିହ-ଶୃଗାଳ କଥା, ସିଂହ-ମଶା କଥା, ତୁଳସୀଵଣ ବାଘ ଓ ତୁଳାମୁହାଁଙ୍କ ଗଳ୍ପ, କଳି ଅଵତରଣ ପ୍ରସଙ୍ଗ ଓ ସୁହାଣୀ କନ୍ୟା ସହ ଯୁଧିଷ୍ଠିରଙ୍କ ଵିଵାହ କଥା - ଏନିତି କେତେସବୁ ଗପ ନିଜ ମନରୁ ସୃଷ୍ଟି କରିଛନ୍ତି.
 
ଶାହଡ଼ାଗଛର ମାହାତ୍ମ୍ୟ
 
ଥରେ ଭଗବାନ ମହାଦେବ ବୃଷଭ ପିଠିରେ ବସି ବୁଲି ଯାଉଥିଲେ. ବାଟରେ ଯାଉ ଯାଉ ଗୋଟିଏ ଶାହଡା ଗଛ ଦେଖି ବୃଷଭ ଖୁସିହେଲା, ଗଛ ନିକଟକୁ ଯାଇ ପତ୍ରଟିଏ ଆଣି ନିଜ ମୁଣ୍ଡରେ ରଖିଲା. ମହାଦେବ ଏହାର ରହସ୍ୟ କଣ ପଚାରିବାରୁ ବୃଷଭ ଉତ୍ତରଦେଲା "ଶାହାଡ଼ା ଗଛର ପତ୍ରକୁ ମୁଣ୍ଡରେ ରଖିଲେ ସେଦିନ ଅମୃତ ସଦୃଶ ଖାଦ୍ୟ ପଦାର୍ଥ ମିଳେ". ଏକଥା ଶୁଣି ଶିଵ ଆଶ୍ଚର୍ଯ୍ୟ ହେଲେ ଓ ଘଟଣାର ସତ୍ୟତା ପରୀକ୍ଷା କରିବାକୁ ସ୍ଥିର କଲେ. ବୃଷଭକୁ ନେଇ ବିଭିନ୍ନ ସ୍ଥାନ ବୁଲିବା ପରେ କ୍ଳାନ୍ତ ହୋଇ ସୁର୍ଯ଼୍ୟାସ୍ତ ସମୟକୁ ଶିଵ କୈଳାସ ଫେରି ଆସିଲେ. ଏଣେ ପତିଙ୍କ ଆସିବାରେ ଵିଳମ୍ବ ଦେଖି ପାର୍ବତୀ ଅମୃତତୁଲ୍ୟ ଭୋଜନ ବାଢ଼ି କେଵଳ ପଞ୍ଚଗ୍ରାସୀ କରୁଥାନ୍ତି, ଠିକ୍ ସେତିକି ବେଳେ ଶିଵଙ୍କର ଡମ୍ବରୁ ଶବ୍ଦ ଶୁଣାଗଲା. ଦେବୀ ଖାଦ୍ୟ ଥାଳି ତରତରରେ ନେଇ ବୃଷଭ କୁଣ୍ଡରେ ପକାଇ ଦେଇ ସ୍ଵାମୀଙ୍କୁ ଵନ୍ଦାପନା କରି ପ୍ରାସାଦକୁ ନେଇ ଆସିଛନ୍ତି. ବୃଷଭକୁ କିଛି ଖାଦ୍ୟ ନ ଦେବାକୁ କଡା ଆଦେଶ ଦେଇ ଶିଵ ଶୋଇଯାଇଛନ୍ତି.
 
ସେପଟେ ବିଚରା ବୃଷଭ ସାରାଦିନ ବୁଲି ବୁଲି ଘରକୁ ଫେରିଲା ପରେ ପ୍ରଭୁଙ୍କ ନିଷ୍ଠୁର ଆଦେଶ ଶୁଣି ମନଦୁଃଖ କରିଛି. ବାସିନଡା ଖାଇବାକୁ ପଡିବ ବୋଲି ଭାବି ଦେଖିଲା ବେଳକୁ ଭଳିକି ଭଳି ଖାଦ୍ୟପଦାର୍ଥରେ ତା କୁଣ୍ଡ ପରିପୁର୍ଣ. ବୃଷଭ ଶାହଡ଼ା ଗଛ ଦେଖିବା ଓ ତା ପତ୍ରମୁଣ୍ଡରେ ରଖିବା ହେତୁ ଅପୁର୍ବ ଖାଦ୍ୟ ମିଳିଛି ଜାଣି ଖୁସି ମନରେ ସବୁ ଖାଇ ଆନନ୍ଦରେ ଶୋଇ ପଡିଛି.
 
ତା ପରଦିନ ସକାଳୁ ଶିଵ ବୃଷଭଠାରୁ ସବୁ କଥା ଶୁଣି ଶାହାଡ଼ାଗଛର ମାହାତ୍ମ୍ୟ ଜାଣିଛନ୍ତି.
 
 
=== ମହାଭାରତ ===
ମହାଭାରତରେ ସେ ୧୮ଟି ପର୍ବର ବର୍ଣ୍ଣନା କରିଛନ୍ତି ।
{{div col|3}}
* ଆଦିପର୍ବ
* ସଭାପର୍ବ
* ବନପର୍ବ
* ବିରାଟ ପର୍ବ
* ଉଦୟ ପର୍ବ
* ଭୀଷ୍ମ ପର୍ବ
* ଦ୍ରୋଣ ପର୍ବ
* କନ୍ନ ପର୍ବ
* ଲୟ ପର୍ବ`
* ଶୁର୍ତ୍ତିକା ପର୍ବ
* ସ୍ତ୍ରୀ ପର୍ବ
* ଶାନ୍ତି ପର୍ବ
* ଅନୁଶାସନିକ ପର୍ବ
* ଆଶ୍ରମବାସିକା ପ୍ରବ
* ମହାପ୍ରସ୍ଥାନିକ ପର୍ବ
* ଅଶ୍ଵମେଧ ପର୍ବ
* ମୌସଳ ପର୍ବ
* ସ୍ଵର୍ଗାରୋହଣ ପର୍ବ
{{div col end}}
 
== ଆହୁରିଆଉରି ଦେଖନ୍ତୁ ==
* [[ସାରଳାଶାରଳା ପୁରସ୍କାର]]
 
== ଆଧାର ==
{{ଆଧାରReflist|30em}}
 
{{ଓଡ଼ିଆ ସାହିତ୍ୟ}}