"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
+ ବେଶ ବର୍ଣ୍ଣନା, ଆଧାର
ଟିକେ (+ ବେଶ ବର୍ଣ୍ଣନା, ଆଧାର)
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ । ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ଵାରା ସୁଶୋଭିତ କରାଯାଇଥାଏ । ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ ମଦନମୋହନ, ଶ୍ରୀଦେବୀ<!--ଲକ୍ଷ୍ମୀ-->, ଭୂଦେବୀ<!--ସରସ୍ଵତୀ-->, ବଳରାମ ଓ କୃଷ୍ଣ ଉପବେଶନ କରନ୍ତି । ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ । ପ୍ରତିମାମାନଙ୍କ ସହ ଚାପଦ୍ଵୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି [[ଜଗନ୍ନାଥଙ୍କ ସେବକ|ସେବକ]] ରହିଥାଆନ୍ତି । ଚାପ ଦ୍ଵୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ।
 
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ। ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ । ପାଣିରେ ଅବଗାହନ ପରେ ବେଶ କରାଯାଏ ମଦନମୋହନଙ୍କୁ । ଚନ୍ଦନ ଯାତ୍ରାର ଏକୋଇଶ ଦିନରୁ କୋଡ଼ିଏ ଦିନ ମଦନମୋହନ ପ୍ରତ୍ୟେକ ଦିନ ନୂଆ ବେଶ ଧାରଣ କରନ୍ତି । ନୃସିଂହଏହାର ଜନ୍ମତିଥିରେଅନେକଗୁଡ଼ିଏ ମଦନମୋହନବେଶ କୌଣସିକୃଷ୍ଣଲୀଳାର ପ୍ରକାରସ୍ମୃତିଚାରଣ ବେଶଉଦ୍ଦେଶ୍ୟରେ ହୁଅନ୍ତିଅନୁଷ୍ଠିତ ନାହିଁହୋଇଥାଏ କ୍ରମାନୁଯାୟୀ ବେଶଗୁଡ଼ିକ ହେଲା: <ref>{{cite web journal|urllast1=ଶତପଥୀ|first1=ତପନ http://www.deityworship.com/archives/1127 କୁମାର|title=Festivals in the Hot Season – an interview with Jananivasa Prabhu - ISKCON Deity Worship Ministryକୃଷ୍ଣାବତାରୀ ଶ୍ରୀଜଗନ୍ନାଥ|firstjournal=ଉତ୍କଳ Gopāladeva ପ୍ରସଙ୍ଗ|lastvolume=Dāsa୬୩|workissue=deityworship.comଜୁନ-ଜୁଲାଇ ୨୦୦୭|quotepages=There is a list of Lord Jagannatha’s special dresses for every day of Candana Yatra. In His form as Madan୬୯-Mohan, the utsava Deity, ୭୦|accessdate=214 JanuaryAugust 20132015}}</ref>
ନୃସିଂହ ଜନ୍ମତିଥିରେ ମଦନମୋହନ କୌଣସି ପ୍ରକାର ବେଶ ହୁଅନ୍ତି ନାହିଁ । କ୍ରମାନୁଯାୟୀ ବେଶଗୁଡ଼ିକ ହେଲା: <ref>{{cite web |url= http://www.deityworship.com/archives/1127 |title=Festivals in the Hot Season – an interview with Jananivasa Prabhu - ISKCON Deity Worship Ministry |first= Gopāladeva |last=Dāsa|work=deityworship.com |quote=There is a list of Lord Jagannatha’s special dresses for every day of Candana Yatra. In His form as Madan-Mohan, the utsava Deity, |accessdate=2 January 2013}}</ref>
{{div col|32}}
# ଅକ୍ଷୟ ତୃତୀୟା: ନଟବର ବେଶ (ତ୍ରିଭଙ୍ଗ ନୃତ୍ୟରତ ଶ୍ରୀକୃଷ୍ଣ)
# ବୈଶାଖ ଶୁକ୍ଳ ଚତୁର୍ଥୀ: ହରିଜନ୍ମ ବେଶ
# ବୈଶାଖ ଶୁକ୍ଳ ପଞ୍ଚମୀଚତୁର୍ଥୀ: ରାଜାଧିରାଜହରିଜନ୍ମ ବେଶ (ବସୁଦେବଙ୍କ ଦ୍ଵାରା ନଦୀପାରି ବେଶ)
# ବୈଶାଖ ଶୁକ୍ଳ ଷଷ୍ଠୀପଞ୍ଚମୀ: ଖଟଦୋଳିରାଜାଧିରାଜ ବେଶ (ଦ୍ଵାରକାଧୀଶ)
# ବୈଶାଖ ଶୁକ୍ଳ ସପ୍ତମୀଷଷ୍ଠୀ: ଗୋମତୀ କୃଷ୍ଣଖଟଦୋଳି ବେଶ (କୁଞ୍ଜରେ ଦୋଳିଖେଳ)
# ବୈଶାଖ ଶୁକ୍ଳ ଅଷ୍ଟମୀସପ୍ତମୀ: ବତ୍ସାଚାରଣଗୋମତୀ କୃଷ୍ଣ ବେଶ (ବ୍ରହ୍ମଗୋପାଳ ବେଶ)
# ବୈଶାଖ ଶୁକ୍ଳ ନବମୀଅଷ୍ଟମୀ: ବତ୍ସାହରଣବତ୍ସାଚାରଣ ବେଶ(ଗୋଚାରଣ ଗୋପାଳ)
# ବୈଶାଖ ଶୁକ୍ଳ ଦଶମୀନବମୀ: ଅର୍ଘାସୁର ବଧବତ୍ସାହରଣ ବେଶ (ବ୍ରହ୍ମ ବିମୋହନ ଲୀଳା)
# ବୈଶାଖ ଶୁକ୍ଳ ଏକାଦଶୀଦଶମୀ: ଚକ୍ରଅଘାସୁର ନାରାୟଣବଧ ବେଶ (କୃଷ୍ଣଙ୍କ ଦ୍ଵାରା ଅଘାସୁର ବଧ)
# ବୈଶାଖ ଶୁକ୍ଳ ଦ୍ଵାଦଶୀଏକାଦଶୀ: ନାବକେଳିଚକ୍ର ନାରାୟଣ ବେଶ (ଚକ୍ରଧାରୀ କୃଷ୍ଣ)
# ବୈଶାଖ ଶୁକ୍ଳ ତ୍ରୟୋଦଶୀଦ୍ଵାଦଶୀ: ରାହାସମଣ୍ଡଳିନାବକେଳି ବେଶ (ଯମୁନା କେଳି)
# ବୈଶାଖ ଶୁକ୍ଳ ତ୍ରୟୋଦଶୀ: ରାହାସମଣ୍ଡଳି ବେଶ (ରାସ କ୍ରୀଡା)
# ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ: (ନୃସିଂହ ଜନ୍ମ ତିଥି)ଏହି ଦିନ ବେଶ କରାଯାଏ ନାହିଁ
# ବୈଶାଖ ପୂର୍ଣ୍ଣିମା: କନ୍ଦର୍ପ ରଥ ବେଶ (ଗୋପାଙ୍ଗନାଙ୍କ ଦ୍ଵାରା ରଥାକୃତି ପରିବେଷ୍ଟିତ କୃଷ୍ଣ)
# ବୈଶାଖ କୃଷ୍ଣ ପ୍ରତିପଦା: ଷଡ଼ଭୂଜ ଗୌରାଙ୍ଗ ବେଶ (କଳିଯୁଗ ପ୍ରେମାବତାର)
# ବୈଶାଖ କୃଷ୍ଣ ଦ୍ଵିତୀୟା: ରଘୁନାଥ ବେଶ (କାଣ୍ଡ କୋଦଣ୍ଡଧାରୀ ଶ୍ରୀରାମ)
# ବୈଶାଖ କୃଷ୍ଣ ତୃତୀୟା: ଗିରିପୂଜା ବେଶ (ଗୋବର୍ଦ୍ଧନ ପୂଜା ବେଶ )
# ବୈଶାଖ କୃଷ୍ଣ ଚତୁର୍ଥୀ: ଗୋବର୍ଦ୍ଧନ ଧାରଣଗିରିଟେକା ବେଶ (ଗୋବର୍ଦ୍ଧନ ଧାରୀ)
# ବୈଶାଖ କୃଷ୍ଣ ପଞ୍ଚମୀ: ବସ୍ତ୍ରହରଣ ବେଶ (କେଳି କଦମ୍ବ ତରୁରେ ଆରୁଢ଼ କୃଷ୍ଣଙ୍କ କର୍ତ୍ତୃକ ସ୍ନାନରତା ଗୋପୀମାନଙ୍କ ବସ୍ତ୍ରହରଣ ଲୀଳା)
# ବୈଶାଖ କୃଷ୍ଣ ଷଷ୍ଠୀ: ଚିନ୍ତାମଣୀ କୃଷ୍ଣ ବେଶ/ ମଦନ ମୋହନ ବେଶ (ମୂରଲୀଧର)
# ବୈଶାଖ କୃଷ୍ଣ ସପ୍ତମୀ: ଗଜ ଉଦ୍ଧାରଣ ବେଶ (ଗଜକୁ କୁମ୍ଭୀର କବଳରୁ ରକ୍ଷା କରିବା)
# ବୈଶାଖ କୃଷ୍ଣ ଅଷ୍ଟମୀ: କୁଞ୍ଜବିହାରୀ ବେଶ (ନିକୁଞ୍ଜରେ ଦୋଳି ଖେଳା)
{{div col end}}
ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ । ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ । ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି । ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ । ଦିନ ଚାପ ଗୋଟିଏ ଘେରାରେ ଶେଷ ହେଉଥିବାବେଳେ ରାତ୍ରୀ ଚାପରେ ତିନି ଘେରା ବୁଲାଯିବାର ପରମ୍ପରା ରହିଛି ।
ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି । ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି ।
 
ଭଉଁରୀଯାତ୍ରା ପରଦିନ ଶ୍ରୀଜୀଉମାନଙ୍କର ହଳଦୀପାଣି ନୀତି ଅନୁଷ୍ଠିତ ହୋଇଥାଏ । ଏଥିରେ ଆଜ୍ଞାମାଳ ପାଇବାପରେ ବିମାନ ବିଜେକରି ଠାକୁରମାନେ ନରେନ୍ଦ୍ରପୁଷ୍କରିଣୀରେ ପହଞ୍ଚିବାପରେ କେବଳ ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀ ଚାପଡଙ୍ଗାକୁ ବିଜେକରି ହଳଦୀପାଣୀ ପିଚକାରୀ ଖେଳିଥାନ୍ତି।ଖେଳିଥାନ୍ତି ।
 
== ଭିତର ଚନ୍ଦନଯାତ୍ରା ==
 
=== ଚନ୍ଦନପ୍ରିୟ ଜଗନ୍ନାଥ ===
ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି । ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ । ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି । ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି। ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି। ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ । ସିଂହାରୀ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି । ଜଗତର ତ୍ରିତାପ (ଆଧିଦୈବିକ, ଆଧିଭୌତିକ ଓ ଆଧ୍ୟାତ୍ମିକ) ହରଣ ନିମନ୍ତେ ଠାକୁରଙ୍କୁ ଚନ୍ଦନ ଲେପନ କରାଯାଇଥାଏ ।<ref>{{cite book|last1=ମିଶ୍ର|first1=ଡ. ଜୟକୃଷ୍ଣ|title=ବାମଦେବସଂହିତା|publisher=ସଦ୍‌ଗ୍ରନ୍ଥ ନିକେତନ, ପୁରୀ|isbn=9788190639002|page=୨୯୦|edition=2008|accessdate=14 August 2015}}</ref>
 
== ଚନ୍ଦନ ବେଶ ==
୨୪,୬୭୩

ଗୋଟି ସମ୍ପାଦନା