"ଗୌରୀଶଙ୍କର ରାୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ବିଶିଷ୍ଟ → ବିଶିଷ୍ଠ using AWB
୨୮ କ ଧାଡ଼ି:
ଏହା ପ୍ରଥମେ ସାପ୍ତାହିକ ଆକାରରେ ପ୍ରକାଶିତ ହୋଇଥିଲେ ସୁଦ୍ଧା ପରେ ଏହା ଦୈନିକ ହୋଇଥିଲା । ଗୌରୀ ଶଙ୍କର ଥିଲେ କଟକ ପ୍ରିଣ୍ଟିଂ କମ୍ପାନୀର ଆଜୀବନ ସଚିବ ଓ ‘ଉତ୍କଳ ଦୀପିକା’ ର ପ୍ରଥମ ସମ୍ପାଦକ ।
 
ଗୌରୀ ଶଙ୍କର ଥିଲେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ଅନ୍ୟତମ ବିଶିଷ୍ଟବିଶିଷ୍ଠ କର୍ଣ୍ଣଧାର । ଗୌରୀଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ<ref>{{cite web |url= http://www.hindu.com/2001/01/07/stories/1307017p.htm |title=The Hindu : Dear Oriyas, Rise!|work=hindu.com |year=2001 |quote=Gauri Shankar Ray, a Bengali who had settled down in Orissa and upheld the cause of Oriya against Bengali. |accessdate=29 June 2012}}</ref> ହୋଇ ସୁଦ୍ଧା, [[ଉତ୍କଳ ସାହିତ୍ୟ ସମାଜ|ଉତ୍କଳ ସାହିତ୍ୟ ସମାଜର]] ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ଭାବରେ ସେ ନିଜ ଓଡ଼ିଆ ପ୍ରୀତି ଓ ସଙ୍ଗଠନ ଶକ୍ତିର ପରିଚୟ ଦେଇ ଯାଇଛନ୍ତି।<ref>{{cite web |url= http://india.gov.in/knowindia/state_uts.php?id=82 |title=History - Odisha - States and Union Territories - Know India: National Portal of India |work=india.gov.in |year=2012 |quote=1882 AD: Utkal Sabha under the secretary Gouri Sankar Ray formed. |accessdate=30 June 2012}}</ref>
ତାଙ୍କର ବଳିଷ୍ଟ ସମ୍ପାଦନାରେ ଉତ୍କଳ ଦୀପିକା [[ଓଡ଼ିଆ ଲୋକ|ଓଡ଼ିଆ]] ମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପିତ କରିବାରେ ଅଗ୍ରଣି ଭୂମିକା ଗ୍ରହଣ କରିଥିଲା ।
 
କଟକ ଟାଉନ୍‌ ହଲ ତାଙ୍କରି ଅବଦାନ । [[ଓଡ଼ିଶା|ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ]] ଗଠନ ହେବା ପୂର୍ବରୁ ୧୯୧୭ ମସିହା ମାର୍ଚ୍ଚ ୭ ତାରିଖ ଫାଲଗୁନ ଶୁକ୍ଲ ଚତୁର୍ଦ୍ଦଶୀ ଦିନ ସେ ଇହଧାମ ତ୍ୟାଗ କରିଥିଲେ ।
 
== ଆଧାର ==