"ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ବିଶିଷ୍ଠ → ବିଶିଷ୍ଟ using AWB
୧ କ ଧାଡ଼ି:
{{ଛୋଟ|ISBN}}
[[ଫାଇଲ:EAN-13-ISBN-13.svg|thumb|300px|ବାରକୋଡ଼]]
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଠବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
[[ଫାଇଲ:ISBN Details.svg|thumb|The parts of a 10-digit I୧୦ଅଙ୍କ ବାରକୋଡ଼ର ଓ ୧୩ ଅଙ୍କ ବାରକୋଡ଼]]