"ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: । → ।, ବିଶିଷ୍ଟ → ବିଶିଷ୍ଠ using AWB
ଟିକେ clean up, replaced: ବିଶିଷ୍ଠ → ବିଶିଷ୍ଟ using AWB
୫ କ ଧାଡ଼ି:
୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ ।
୨. ପ୍ରାକ୍‌ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ ।
୩. ଏହି ନ୍ୟଷ୍ଟି ବିଶିଷ୍ଠବିଶିଷ୍ଟ କୋଷ ପରବର୍ତ୍ତୀ ସମୟରେ ବହୁକୋଷରେ ବିଭକ୍ତ ହୋଇ ବିଶେଷ କାର୍ଯ୍ୟ କରିପାରନ୍ତି । ଏଣୁ ନ୍ୟଷ୍ଟିଯୁକ୍ତ କୋଷ ସୁସଙ୍ଗଠିତ ଜୀବଜଗତର ଶ୍ରେଣୀବିଭାଗରେ ଏକ ବିଶେଷ ଲକ୍ଷଣ ଭାବରେ କାର୍ଯ୍ୟ କରିଥାଏ ।
 
==ଶ୍ରେଣୀବିଭାଗର ପଦାନୁକ୍ରମ (hietarchy of classification)==