"କୋଣାର୍କ ସୂର୍ଯ୍ୟ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: । → ।, ବିଶିଷ୍ଟ → ବିଶିଷ୍ଠ (2) using AWB
ଟିକେ clean up, replaced: ବିଶିଷ୍ଠ → ବିଶିଷ୍ଟ (3) using AWB
୧୪ କ ଧାଡ଼ି:
}}
 
'''କୋଣାର୍କ ସୂର୍ଯ୍ୟ ମନ୍ଦିର''' ୧୩ଶ ଶତାବ୍ଦୀରେ ନିର୍ମିତ [[ଭାରତ|ଭାରତୀୟ]] ରାଜ୍ୟ [[ଓଡ଼ିଶା]]ର [[ପୁରୀ ଜିଲ୍ଲା]]ରେ ଥିବା [[କୋଣାର୍କ]] ସହରରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ('''କୃଷ୍ଣ ପାଗୋଡ଼ା''' ନାମରେ ମଧ୍ୟ ଜଣା <ref name=officialkonark>{{cite web |url= http://konark.nic.in/intro.htm|title=Official website|publisher = Tourism Department, Government of Orissa|accessdate=3 May 2013}}</ref>) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ [[ଉତ୍କଳ]]ର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଏହି ମନ୍ଦିର ନିର୍ମିତ ବୋଲି ଜଣାଯାଏ । <ref name="IndianHistory">{{cite book|title=Indian History|url=http://books.google.com/books?id=X4j7Nf_MU24C&pg=SL2-PA3|accessdate=3 May 2013|publisher=Tata McGraw-Hill Education|isbn=978-0-07-132923-1|page=2}}</ref> ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଠବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । <ref name=unesco>{{cite web|url=|title=Sun Temple, Konârak |url=http://whc.unesco.org/en/list/246/|publisher=UNESCO |accessdate=3 May 2013}}</ref> ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
 
== ନାମକରଣ ==
୫୪ କ ଧାଡ଼ି:
=== ଐତିହାସିକ ===
*# ୧୨୩୮ ଠାରୁ ୧୨୬୪ଖ୍ରୀ.ଅ ମଧ୍ୟରେ ଓଡ଼ିଶାରେ ରାଜା ଲାଙ୍ଗୁଳା ନରସିଂହଦେବ ରାଜତ୍ଵ କରୁଥିଲେ । ସେ ସୂର୍ଯ୍ୟଙ୍କ ପୂଜାପାଇଁ ସୁନ୍ଦର ମନ୍ଦିରଟିଏ ତୋଳେଇବାକୁ ଇଛାକରିଥିଲେ । ରାଜାଙ୍କ ଆଦେଶରେ ରାଜ୍ୟର ଅନେକ କାରୀଗରଙ୍କ ମଧ୍ୟରୁ ୧୨୦୦ ଭଲ ଭଲ କାରୀଗରଙ୍କୁ ବଛାହେଇ ମନ୍ଦିରର କାମ ଆରମ୍ଭ ହୋଇଥିଲା । ମନ୍ଦିର ତିଆରିରେ ମୂଖ୍ୟ କାରିଗର ଥିଲେ ବିଶୁମହାରଣା । ସମୂଦ୍ରକୂଳ ଚନ୍ଦ୍ରଭାଗାନଦୀ ମୂହାଣରେ ମନ୍ଦିରର ଆରମ୍ଭ ହୋଇଥିଲା । ମନ୍ଦିରଟି ତିଆରିହେଲା ଏକ ରଥ ଆକାରରେ । ସେଥିରେ ସାତଟି ପଥର ଘୋଡା ଯୋଖା ହେଲା । ମନ୍ଦିରର ସିଂହାସନରେ ରହିଲା ସୂର୍ଯ୍ୟଙ୍କ ପ୍ରତିମା । ଓଡ଼ିଶାର ୧୨ବର୍ଷର ରାଜସ୍ଵ ଖର୍ଚ୍ଚରେ ମନ୍ଦିରଟି ନିର୍ମାଣ ହେଲା । ମନ୍ଦିରର ମୂଳରୁ ଚୂଳ ଯାଏଁ କାରୂକାର୍ଯ୍ୟ ପୂର୍ଣ୍ଣ ହୋଇ ତିଆରି ହେଲା । କିନ୍ତୁ କାରିଗର ମାନେ ଯେତେ ଥର ମନ୍ଦିରର ଦଧିନଉତିକୁ ବସାଉଥାଆନ୍ତି ତାହା ଖସି ପଡୁଥାଏ । ମୂଖ୍ୟ କାରିଗର ବିଶୁମହାରଣା, ସେ ତାଙ୍କର ସମସ୍ତ ବୁଦ୍ଧି ବିଦ୍ୟା ଖଟାଇ ମଧ୍ୟ ପାରୁନଥାନ୍ତି । ଏଣେ ରାଜା ଅଧିର ହୋଇ ବିଶୁମହାରଣାଙ୍କୁ ଡକାଇ କହିଲେ : ମୁଁ ଆଉ ସାତ ଦିନ ସମୟ ଦେଉଛି ଏହାମଧ୍ୟରେ ଦେଉଳର ମୁଣ୍ଡି ନମାରି ପାରିଲେ ୧୨୦୦ ଶହ କାରିଗରଙ୍କ ମୁଣ୍ଡ କାଟ ହେବ। ବିଶୁ ମହାରଣା ସମସ୍ତ କାରିଗରଙ୍କୁ ରାଜାଙ୍କ ଆଦେଶ ଜଣାଏଦେଲେ । ସମସ୍ତଙ୍କ ମନରେ ଭାଲେଣି ପଡ଼ିଲା କିନ୍ତୁ କରିବେ କ'ଣ? ବିଶୁମହାରଣା ଘରୁ ଆସିବା ସମୟରେ ତାଙ୍କର ଗୋଟେ ପୁଅ ହୋଇଥିଲା । ତା ନାଁ ଥିଲା ଧରମା( ଧର୍ମପଦ)। ସେ ବାପାଙ୍କୁ ଦେଖାକରିବାକୁ ଜିଦ୍ କରିବାରୁ ତା ମା ତାକୁ ତାଙ୍କଘର ବାଡ଼ିବରକୋଳି ଦେଇ ପଠେଇଥିଲେ । ଧରମା ଖୋଜି ଖୋଜି ଯାଏ ମନ୍ଦିର ପାଖରେ ପହଞ୍ଚିଲା। ୧୨ ବର୍ଷ ବିତିଯାଏଥିଲେ ମଧ୍ୟ ସେ ପୁଅ କୁ କେବେ ଦେଖି ନ ଥିଲେ । ଘରର ବାଡ଼ିବରକୋଳି ଦେଖି ସେ ପୁଅକୁ ଚିହ୍ନିପାରିଲେ । ବାପାଙ୍କ ମନରେ ଉଦାସ ଦେଖି ଧରମା ସମସ୍ତ କଥା ପଚାରି ବୁଝିଲା । ରାତି ପାହିଲେ ୧୨୦୦ବଢେଇଙ୍କ ମୁଣ୍ଡ କଟା ହେବ । ତା ମନ ବିକଳ ହୋଇ ଉଠିଲା, ସେ କାରିଗରୀ କୂଳର ପିଲା , ମନ୍ଦିରର ଦଧିନଉତି ବସାଇ ମୁଣ୍ଡି ମାରି ପାରିବ ବୋଲି ଧରମାର ସାହସ ହେଲା । ସେ ବାପାଙ୍କଠାରୁ ଅନୁମତି ନେଇ ମନ୍ଦିରର ଚୂଳକୁ ଉଠିଲା ଓ ରାତାରାତି ମାପଚୂପ କରି ଦଧିନଉତି ବସେଇ ଦେଲା। ସକାଳହେବା ଆଗରୁ ଦେଖାଗଲା ମନ୍ଦିର କାମ ଶେଷ। ଏହା ଦେଖି ସମସ୍ତେ ଖୁସି ହୋଇଗଲେ କିନ୍ତୁ ୧୨୦୦ବଢେଇ ଭାବିଲେ ଯାହା ୧୨୦୦ ବଢେଇ କରିପାରିଲେନି ତାହା ଜଣେ ୧୨ ବର୍ଷର ପିଲା କରିଛି ଯଦି ରାଜା ଏହା ଜାଣିଲେ ନିଶ୍ଚୟ ସମସ୍ତଙ୍କ ମୁଣ୍ଡ କାଟ ହେବ। ସମସ୍ତ ବଢେଇ ଏକଥା ବିଶୁମହାରଣା ଙ୍କୁ କହିଲେ, ଏହା ଶୁଣି ଧରମା ଭାବିଲା ଜନ୍ମ ହେଲେ ମୃତ୍ୟୁ ନିଶ୍ଚିନ୍ତ, ତେଣୁ ନିଜର ଜୀବନ ଅପେକ୍ଷା ୧୨୦୦ ବଢେଇଙ୍କ ଜୀବନ ମୁଲ୍ୟବାନ ତେଣୁ ସେ ବାପାଙ୍କୁ ବୁଝେଇ ମନ୍ଦିର ଚୂଳକୁ ଯାଇ ସମୁଦ୍ର ମଧ୍ୟକୁ ଡେଇଁ ପଡ଼ିଲା ।
*# ନରସିଂହ ଦେବ ମାତ୍ର ୧୮ ବର୍ଷ ବୟସରେ ଦକ୍ଷିଣକୁ ଯୁଦ୍ଧ କରିବାକୁ ଯାଇଥିଲେ ଏବଂ ବିପୁଳ ଧନରତ୍ନ ଧରି ତିନିବର୍ଷ ପରେ ଫେରିଲେ । ପିତା [[ଅନଙ୍ଗଭୀମ ଦେବ]] ସେ ଯାଏଁ ସିଂହାସନାରୂଢ଼ । ମାତା ଉପଦେଶ ଦେଲେ , ଯେଉଁ ବିପୁଳ ଅର୍ଥ ସେଥିରେ ଗୋଟିଏ ବିଶାଳ ସୂର୍ଯ୍ୟମନ୍ଦିର ଗଢ଼ । କାରଣ ଓଡ଼ିଶାର ଚାରିଟି ବିଶିଷ୍ଠବିଶିଷ୍ଟ କ୍ଷେତ୍ର ମଧ୍ୟରୁ ଏକମାତ୍ର ଅର୍କକ୍ଷେତ୍ରରେ ସେ ଯାଏଁ ଉପଯୁକ୍ତ ମନ୍ଦିରଟିଏ ଗଢା ହେଇନଥିଲା । ଅନ୍ୟ ତିନିଟି କ୍ଷେତ୍ର - [[ପୁରୀ]] , [[ଭୁବନେଶ୍ଵର]] , [[ଯାଜପୁର]] । ଉଦ୍ୟୋଗ ଆରମ୍ଭ ହୋଇଗଲା ।ଦୂର ଦୂରାନ୍ତରୁ ପଥର ଆଣିବା ଆରମ୍ଭ ହେଲା । ମନ୍ଦିର ଗଠନ ଆରମ୍ଭ କିନ୍ତୁ ଆଉ ପାଞ୍ଚ ବର୍ଷ ଆଗକୁ । ପ୍ରଥମ ନରସିଂହଦେବ ସେହି ବର୍ଷ ସିଂହାସନ ଆରୋହଣ କଲେ ।
*# ଆଉ ଗୋଟିଏ ଜନଶ୍ରୁତି , ଏ ମନ୍ଦିର ଗଢା ଶେଷ ହୋଇନଥିଲା । ଏହା ମଧ୍ୟସତ୍ୟ ନୁହେଁ । [[ବାୟାଚକଡା]]ର ଅନୁଲିପି ମତେ ମନ୍ଦିର ମଧ୍ୟରେ ବିଗ୍ରହ ପ୍ରତିଷ୍ଠା ହେଇଥିଲା ୧୨୫୬ ମାଘ ଶୁକ୍ଳ ସପ୍ତମୀ [[ରବିବାର]]ରେ(ସେ ସମୟର ଓଡ଼ିଆ ପଞ୍ଜିକା ବିଶ୍ଲେଷଣ କରି ଐତିହାସିକ ମାନେ ଇଂରାଜୀ ବର୍ଷଟି ସ୍ଥିର କରିଛନ୍ତି । ବିଗ୍ରହ ସ୍ଥାପିତ ହେବା ପରେ ବହୁବର୍ଷ ଏଠାରେ ପୂଜାର୍ଚ୍ଚନା ହୋଇଛି- ଯାହାର ଚିହ୍ନ ଆଜିମଧ୍ୟ ବହନ କରୁଛି [[ଦେବ ସିଂହାସନ]] ।
 
୧୧୧ କ ଧାଡ଼ି:
ଆଦି କୀଟ-ଦଂଶିତ ପୋଥି<br />
ଅବିଶ୍ୱସ୍ତ ଦାୟାଦଙ୍କ ଦୟାରେ ପଡ଼ିଥିବା<br />
ଅବହେଳିତ ଅବିଶିଷ୍ଠଅବିଶିଷ୍ଟ କିଛି
 
ତା’ର ଶିଳ୍ପୀଙ୍କୁ କହୁଚି ତଥାପି -<br />