"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ବିଶିଷ୍ଟ → ବିଶିଷ୍ଠ using AWB
ଟିକେ →‎ସଦସ୍ୟ ନିର୍ବାଚନ ବ୍ୟବସ୍ଥା: clean up, replaced: ବିଶିଷ୍ଠ → ବିଶିଷ୍ଟ using AWB
୪୦ କ ଧାଡ଼ି:
ରାଜ୍ୟ ବିଧାନ ସଭାର ସଦସ୍ୟ ମାନେ ଭୋଟର ମାନଙ୍କ ଦ୍ଵାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ । [[ଭାରତ]]ର ନିର୍ବାଚନ ଆୟୋଗ ଏହି ନିର୍ବାଚନ କରାନ୍ତି । ସାଧାରଣତଃ ପ୍ରତି ପାଞ୍ଚ ବର୍ଷରେ ଥରେ ବା ଆବଶ୍ୟକ ସ୍ଥଳେ, ପାଞ୍ଚ ବର୍ଷ ପୂରନ ହେବା ପୂର୍ବରୁ ବିଧାନ ସଭା ଭଙ୍ଗ କରାଯାଇ ଯଥାଶିଘ୍ର (୬ ମାସ ମଧ୍ୟରେ) ନିର୍ବାଚନ କରାଯାଇ ନୂତନ ବିଧାନ ସଭା ଗଠନ କରାଯାଏ ।
 
ରାଜ୍ୟର ବିଧାନ ସଭାର ଆସନ ସଂଖ୍ୟା ଯେତିକି, ସେତିକି ସମାନ ସଂଖ୍ୟକ ଏକ-ସଭ୍ୟ ବିଶିଷ୍ଠବିଶିଷ୍ଟ ଆଞ୍ଚଳିକ ନିର୍ବାଚନ ମଣ୍ଡଳୀରେ ପ୍ରତିରାଜ୍ୟକୁ ବିଭକ୍ତ କରାଯାଇଥାଏ । ପ୍ରତି ନିର୍ବାଚନ ମଣ୍ଡଳୀରୁ ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହୋଇଥାନ୍ତି ।
 
ପ୍ରତି ଅଠର ବର୍ଷ ବା ତତୋଧିକ ବୟସ୍କ ସାବାଳକ ନାଗରିକ ଜଣେ ମତଦାତା ( ଭୋଟର) ହିସାବରେ ନିଜର ମତଦାନ ଅଧିକାର ନିର୍ବାଚନ ମାଧ୍ୟମରେ ସାବ୍ୟସ୍ତ କରି ନିଜ ନିର୍ବାଚନ ମଣ୍ଡଳୀରୁ ଜଣେ ପ୍ରାର୍ଥୀଙ୍କୁ ବିଧାନ ସଭାକୁ '''ଲୋକ-ପ୍ରତିନିଧି''' ବା ସଦସ୍ୟ (ଏମ:ଏଲ:ଏ) ଭାବେ ନିର୍ବାଚିତ କରିଥାନ୍ତି ।