"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ clean up, replaced: । → । (23), ବିଶିଷ୍ଟ → ବିଶିଷ୍ଠ using AWB |
|||
୩୮ କ ଧାଡ଼ି:
<ref>{{cite web |url= http://www.puribeachresorts.com/festivals-in-puri/manabasa-gurubar.html |title=Manabasa Gurubar Lakshmi puja , Manabasa Gurubar Festival, Manabasa Gurubar Festivals of Orissa |first= |last= |work=puribeachresorts.com |quote=a pot made of bamboo canes used in the olden days for measuring paddy (known as mana) is filled up to the brink with freshly harvested paddy. |accessdate=6 December 2012}}</ref>
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି [[ଝୋଟି]]ଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା
== ଭୋଗ ==
|