"ସ୍ନାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ବିଶିଷ୍ଟ → ବିଶିଷ୍ଠ using AWB
ଟିକେ clean up, replaced: ବିଶିଷ୍ଠ → ବିଶିଷ୍ଟ using AWB
୧ କ ଧାଡ଼ି:
{{ଛୋଟ|Bathing}}
'''ସ୍ନାନ''' ଶବ୍ଦ ବିଶିଷ୍ଠବିଶିଷ୍ଟ ଅନେକ ପ୍ରକାର ଶବ୍ଦ ଭାଷାରେ ଅଛି ସେଥିମଧ୍ୟରୁ କେତେଗୁଡ଼ିଏ ଅତି ପ୍ରଚଳିତ ଶବ୍ଦ ଯଥା: ଶିରଃ ସ୍ନାନ (ମୁଣ୍ଡଧୋଇ ଗାଧୋଅଇବା); (ସ୍ତ୍ରୀମାନଙ୍କର) ଋତୁସ୍ନାନ ବା ଶୁଦ୍ଧସ୍ନାନ; ପ୍ରାତଃସ୍ନାନ; ତୀର୍ଥସ୍ନାନ; [[ଦେବସ୍ନାନ ପୂର୍ଣ୍ଣିମା|ଦେବ ସ୍ନାନ]] (ଜ୍ୟେଷ୍ଠ ପୂର୍ଣ୍ଣିମାରେ ବିଷ୍ଣୁ ପ୍ରତିମାଙ୍କ ସ୍ନାନବିଧି), ମନ୍ତ୍ର ସ୍ନାନ, ଗଙ୍ଗାସ୍ନାନ, ରକ୍ତସ୍ନାନ, ମୋକ୍ଷସ୍ନାନ (ସୂର୍ଯ୍ୟ ବା ଚନ୍ଦ୍ରଙ୍କର ଗ୍ରହଣରୁ ମୁକ୍ତ ହେବା ପରେ ହିନ୍ଦୁମାନଙ୍କର ସ୍ନାନ), ଗ୍ରସ୍ତ ସ୍ନାନ ବା ଗ୍ରହଣସ୍ନାନ (ସୂର୍ଯ୍ୟ ବା ଚନ୍ଦ୍ର ଗ୍ରହଣ ଲାଗିବା ବେଳେ ହିନ୍ଦୁଙ୍କର ସ୍ନାନ), ପ୍ରେତସ୍ନାନ (ମୃତ ବ୍ୟକ୍ତିଙ୍କ ପ୍ରେତ ଉଦ୍ଦେଶ୍ୟରେ କରାଯିବା ସ୍ନାନ), ନିତ୍ୟସ୍ନାନ, ନୈମିତ୍ତିକ ସ୍ନାନ (କୌଣସି ବିଶେଷ ନିମିତ୍ତ ଉପଲକ୍ଷରେ (ଯଥା: ଗ୍ରହଣ ସମୟରେ କୌଣସି କୁଟୁମ୍ବ ମୃତ ହେଲେ) କରାଯିବା ସ୍ନାନ, କାକସ୍ନାନ ମହାସ୍ନାନ, (ଦେବପ୍ରତିମାଙ୍କର ସ୍ନାନ, ଦେବ ମନ୍ଦିରରେ କୌଣସି ଅଶୁଭଜନକ ଘଟନା ଘଟିଲେ, ଯଥା: ଅସ୍ପୃଶ୍ୟ ବ୍ୟକ୍ତି ଦେବତାଙ୍କୁ ଛୁଇଁ ଦେଲେ, ମନ୍ଦିର ମଧ୍ୟରେ କେହି ଝାଡ଼ା ଫେରି ପକାଇଲେ ବା ପ୍ରସାବ କଲେ, ଦେବତାଙ୍କୁ ଗାଧୋଇଦେବାରୂପ କର୍ମ), କର୍ମସ୍ନାନ (ପ୍ରାଯଶ୍ଚିତ୍ତ, ଅଭିଷେକ, ଉପନଯନ, କର୍ଣ୍ଣବେଧ ଇତ୍ୟାଦି କାମ୍ୟ କର୍ମ ଉପଲକ୍ଷରେ ସ୍ନାନ), ସମୁଦ୍ର ସ୍ନାନ ବା ସାଗର ସ୍ନାନ, ନଦୀସ୍ନାନ, ଅଶୌଚସ୍ନାନ, ସଦ୍ୟଃସ୍ନାନ, ମକରସ୍ନାନ ବା ମାଘସ୍ନାନ, କାର୍ତ୍ତିକସ୍ନାନ, [[ବାରୁଣୀ ସ୍ନାନ]], ପ୍ରୟାଗସ୍ନାନ, ତ୍ରିବେଣୀ ସ୍ନାନ । ସ୍ନାନ ସାତ ପ୍ରକାର, ଯଥା:<ref>{{cite book|last=ପ୍ରହରାଜ|first=ଗୋପାଳ ଚନ୍ଦ୍ର|title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ|page=୮୭୯୮|url=http://dsalsrv02.uchicago.edu/cgi-bin/philologic/getobject.pl?p.40:903.praharaj|accessdate=30 March 2015}}</ref>
# ମାନ୍ତ୍ର ବା ମନ୍ତ୍ର ସ୍ନାନ: ମନ୍ତ୍ରପାଠପୂର୍ବକ କାଳ୍ପନିକ ବା ପ୍ରକୃତ ସ୍ନାନ
# ବାୟୁ ସ୍ନାନ: ବାୟୁଦ୍ଵାରା ଶରୀର କ୍ଷାଳନ
"https://or.wikipedia.org/wiki/ସ୍ନାନ"ରୁ ଅଣାଯାଇଅଛି