"ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
clean up, replaced: ମାନଙ୍କ → ମାନଙ୍କ (3), ଅଳ୍ପସଂଖ୍ୟକମାନଙ୍କ → ଅଳ୍ପସଂଖ୍ୟକଙ୍କ using AWB
ଟିକେ (clean up, replaced: ମାନଙ୍କ → ମାନଙ୍କ (3), ଅଳ୍ପସଂଖ୍ୟକମାନଙ୍କ → ଅଳ୍ପସଂଖ୍ୟକଙ୍କ using AWB)
| death_date =
| death_place =
| office = [[ଓଡ଼ିଶାର ରାଜ୍ୟପାଳ ମାନଙ୍କରରାଜ୍ୟପାଳମାନଙ୍କର ତାଲିକା|ରାଜ୍ୟପାଳ, ଓଡ଼ିଶା]]
| constituency =
| term = ୨୧ ଅଗଷ୍ଟ ୨୦୦୭ –୦୯ ମାର୍ଚ ୨୦୧୩
ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, [[ଓଡ଼ିଶା|ଓଡ଼ିଶାର]] ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟନିର୍ବାହ (୨୧ ଅଗଷ୍ଟ ୨୦୦୭ ରୁ ୦୯ ମାର୍ଚ ୨୦୧୩ ପର୍ଯ୍ୟନ୍ତ) କରିସାରିଛନ୍ତି । <ref>http://www.thehindu.com/todays-paper/tp-national/tp-otherstates/bhandare-accorded-ceremonial-farewell/article4521098.ece</ref> ସେ, [[ଭାରତୀୟ ଜାତୀୟ କଂଗ୍ରେସ]] ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇସାରିଛନ୍ତି । ଏହା ବ୍ୟତିତ, ସେ [[ସୁପ୍ରିମ କୋର୍ଟ]]ରେ ଜଣେ ବରିଷ୍ଠ ଆଇନଜୀବି ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିସାରିଛନ୍ତି ।
 
ଭଣ୍ଡାରେ, ଜାତିସଂଘର ଅଳ୍ପସଂଖ୍ୟକ ମାନଙ୍କଅଳ୍ପସଂଖ୍ୟକଙ୍କ ପାଇଁ ଗଠିତ କମିଶନର ଅଧ୍ୟକ୍ଷ (୧୯୮୪-୮୯) ଓ [[ୟୁନେସ୍କୋ]]ର ଆପିଲସ୍ ବଡ଼ିର ଅଧ୍ୟକ୍ଷ (୧୯୯୦-୨୦୦୩) ମଧ୍ୟ ରହିସାରିଛନ୍ତି ।<ref>http://www.orissadiary.com/Shownews.asp?id=4056</ref>
 
== ସମାଜ ସେବା ==
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମ ମାନଙ୍କଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।<ref>http://www.ouat.ac.in/Home/governer%20biodata.htm</ref>
 
ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।<ref>http://www.indianetzone.com/8/murlidhar_chandrakant_bhandare.htm</ref>
୧,୭୦୩

ଗୋଟି ସମ୍ପାଦନା