"ତରାଜୁ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) ଟିକେNo edit summary |
|||
୩ କ ଧାଡ଼ି:
'''ତରାଜୁ''', ନିକିତି, ତୁଳା ବା ଦଣ୍ଡି ହେଉଛି କୌଣସି ସ୍ଥୂଳ ପଦାର୍ଥର ଓଜନ ମାପକ ଯନ୍ତ୍ର ବିଶେଷ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଏହାର ବହୁଳ ବ୍ୟବହାର ହେବା ସହିତ ଘରୋଇ କାମରେ ଯଥା ରୋଷେଇ ଘରେ, ଦେହର ଓଜନ ମାପିବା ଆଦିରେ ମଧ୍ୟ ଏହାର ବ୍ୟବହାର ହୋଇଥାଏ । ନ୍ୟାୟର ପ୍ରତୀକ ଭାବରେ ଦର୍ଶିତ ନାରୀମୂର୍ତ୍ତି ଆଖିରେ ଅନ୍ଧପୋଟଳି ବାନ୍ଧି ହାତରେ ଏକ ଦୁଇ ପଲା ବିଶିଷ୍ଟ ତରାଜୁ ଧରିଥିବାର ଦେଖାଯାଏ ଯାହା ନିରପେକ୍ଷତାକୁ ଦର୍ଶାଇଥାଏ ।
== ଇତିହାସ ==
ସର୍ବପ୍ରଥମେ ତୁଳାଯନ୍ତ୍ରର ବ୍ୟବହାର କେବେ ହେଲା ତାର ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ ।
== କ୍ରମବିକାଶ ==
=== ଦୁଇପଲା ତରାଜୁ ===
|