"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ →ସଦସ୍ୟ ନିର୍ବାଚନ ବ୍ୟବସ୍ଥା: clean up, replaced: ମାନଙ୍କ → ମାନଙ୍କ using AWB |
ଟିକେ clean up, replaced: → (148), ମାନେ → ମାନେ (2) using AWB |
||
୧ କ ଧାଡ଼ି:
{{ଛୋଟ|Odisha Legislative Assembly}}
{{Infobox legislature
| background_color
| text_color
| name
| native_name
| legislature
| coa_pic=Seal of Orissa.gif
| coa_res
| house_type
| leader1_type
| leader1
| party1
| leader2_type
| leader2
| party2
| leader3_type
| leader3
| party3
| leader4_type
| leader4
| party4
| leader5_type
| leader5
| party5
| members
| voting_system1
| last_election1
| session_room
| session_res
| meeting_place
| website
| footnotes
}}
'''ଓଡ଼ିଶା ବିଧାନସଭା''' ପୂର୍ବ[[ଭାରତ]]ର [[ଓଡ଼ିଶା]]ର ରାଜ୍ୟ ବିଧାନସଭା । ଏହା [[ଭୁବନେଶ୍ୱର]]ଠାରେ ଅବସ୍ଥିତ ଓ ଏହାର ସଭ୍ୟସଂଖ୍ୟା ୧୪୭ । ତନ୍ମଧ୍ୟରୁ ୨୨ ଓ ୩୪ ଆସନ ଯଥାକ୍ରମେ ଅନୁସୂଚିତ ଜାତି (S.C) ଓ ଅନୂସୂଚିତ ଜନଜାତି ବା ଆଦିବାସୀ (S.T)ଙ୍କ ପାଇଁ ସଂରକ୍ଷିତ । ଅବଶିଷ୍ଟ ୯୧ଟି ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ।<ref>{{cite web |url= http://legislativebodiesinindia.nic.in/orissa-w.htm |title=Orissa Legislative Assembly |first= |last= |work=legislativebodiesinindia.nic.in |year=2005 |quote=The strength of Assembly was later increased to 147 with effect from the Sixth Legislative Assembly (1974).
<!-- ତଳଲିଖିତ ଲେଖା "ବିଧାନସଭା" ପ୍ରସଙ୍ଗରେ ଲେଖାଯିବ->
ପ୍ରତି ରାଜ୍ୟରେ ଗୋଟିଏ ବିଧାନ ସଭା ରହିଛି । ସାବାଳକ ଭୋଟଦାନ ମାଧ୍ୟମରେ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ଲୋକମାନଙ୍କ ଦ୍ଵାରା ଲୋକ-ପ୍ରତିନିଧୀ ଚୟନ କରାଯାଇ ବିଧାନ ସଭା ଗଠିତ ହୁଏ । ବିଧାନ ସଭାର ସଦସ୍ୟ ସଂଖ୍ୟା ସର୍ବାଧିକ ୫୬୦୦ ଓ ସର୍ବନିମ୍ନ ୬୦ ଅଟେ ।-->
== ସଦସ୍ୟ ନିର୍ବାଚନ ବ୍ୟବସ୍ଥା ==
ରାଜ୍ୟ ବିଧାନ ସଭାର
ରାଜ୍ୟର ବିଧାନ ସଭାର ଆସନ ସଂଖ୍ୟା ଯେତିକି, ସେତିକି ସମାନ ସଂଖ୍ୟକ ଏକ-ସଭ୍ୟ ବିଶିଷ୍ଟ ଆଞ୍ଚଳିକ ନିର୍ବାଚନ ମଣ୍ଡଳୀରେ ପ୍ରତିରାଜ୍ୟକୁ ବିଭକ୍ତ କରାଯାଇଥାଏ । ପ୍ରତି ନିର୍ବାଚନ ମଣ୍ଡଳୀରୁ ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହୋଇଥାନ୍ତି ।
୬୧ କ ଧାଡ଼ି:
== ଅଧ୍ୟକ୍ଷ ବା ବାଚସ୍ପତି ==
ବିଧାନ ସଭାର ଅଧ୍ୟକ୍ଷଙ୍କୁ ବାଚସ୍ପତି ଓ ଉପାଧ୍ୟକ୍ଷଙ୍କୁ ଉପବାଚସ୍ପତି କୁହାଯାଏ । ସେ ଦୁଇଜଣ ବିଧାନସଭାର ନିର୍ବାଚିତ ସଦସ୍ୟ ଅଟନ୍ତି । ଗୃହର ସଦସ୍ୟମାନଙ୍କ ଦ୍ଵାରା ସେମାନେ ନିର୍ବାଚିତ ହୁଅନ୍ତି । ପରମ୍ପରା ଅନୁସାରେ ବାଚସ୍ପତି ଓ ଉପ-ବାଚସ୍ପତି ନିର୍ଦ୍ଦ୍ଵନ୍ଦରେ ନିର୍ବାଚିତ ହୋଇଥାନ୍ତି । ବାଚସ୍ପତି ପଦ ଶାସକ ଦଳ ରଖନ୍ତି ଓ ଉପବାଚସ୍ପତି ପଦଟି ବିରୋଧୀଦଳ ନେଇଥାନ୍ତି । ବିରୋଧୀଦଳର ନେତାଙ୍କ ସହିତ ଆଲୋଚନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବାଚସ୍ପତି ପଦପାଇଁ ବିରୋଧୀଦଳର ସହମତି ଆଣିଥାନ୍ତି । ବାଚସ୍ପତି ହେଉଛନ୍ତି ଗୃହର ନିର୍ବିବାଦୀୟ ଓ ନିରପକ୍ଷ ଅଧ୍ୟକ୍ଷ। ସେ ଗୃହର ସଭା କାର୍ଯ୍ୟ ଶୃଙ୍ଖଳାର ସହିତ ପରିଚାଳନା କରନ୍ତି । ଉଭୟ ବାଚସ୍ପତି ଓ ଉପବାଚସ୍ପତି ଗୃହର ସଦସ୍ୟମାନଙ୍କ ଦ୍ଵାରା ନିର୍ବାଚିତ ଓ ବହିଷୃତ ହୁଅନ୍ତି । ଜଣେ ଅନ୍ୟଜଣଙ୍କୁ ଲିଖିତ ଭାବରେ ଜଣାଇ ନିଜ ପଦରୁ ଇସ୍ତଫା ଦେଇଥାନ୍ତି । ବିଧାନ ସଭା ପାଞ୍ଚ ବର୍ଷର ସମୟସୀମା ପୂର୍ବରୁ ଭାଙ୍ଗିଗଲେ , ବାଚସ୍ପତି ପଦ ଶୂନ୍ୟ ରହେନାହିଁ । ନୂତନ ବିଧାନ ସଭା ବିଧିବଦ୍ଧ ଭାବରେ ଗଠିତ ହୋଇ ନୂତନ ବାଚସ୍ପତି ନିର୍ବାଚିତ ହେବା ପର୍ଯ୍ୟନ୍ତ ବାଚସ୍ପତି ନିଜ ଦାୟିତ୍ଵରେ ରହନ୍ତି । ୧୪ ଦିନ ପୂର୍ବରୁ ଲିଖିତ ସୂଚନା ଦେଇ ନିର୍ଦ୍ଦିଷ୍ଟ ପ୍ରଣାଳୀ ଅବଲମ୍ବନ ପୂର୍ବକ ଗୃହର
ଉଭୟ ବାଚସ୍ପତି ଓ ଉପ-ବାଚସ୍ପତି ଅନୁପସ୍ଥିତ ରହିଲେ, ସଭା କାର୍ଯ୍ୟ ପରିଚାଳନା ପାଇଁ ଏକ '''ଅଧ୍ୟକ୍ଷ ମଣ୍ଡଳୀ''' ରହିଛି । ତେବେ ବାଚସ୍ପତି ଅନୁପସ୍ଥିତ ରହିଲେ, ଉପବାଚସ୍ପତି ଗୃହକାର୍ଯ୍ୟ ଚଳାନ୍ତି । ବିଧାନ ସଭାର ବିଧି ଓ ନିୟମାବଳୀକୁ ବାଚସ୍ପତି ଅବତାରଣା କରି ନିଜର ଚୂଡାନ୍ତ ନିଷ୍ପତି ଦେଇଥାନ୍ତି । ବିବାଦୀୟ ବିଷୟରେ ସେ ଗୃହର ମତାମତ ଲୋଡନ୍ତି ଓ ସର୍ବଦଳୀୟ ବୈଠକ ଡାକନ୍ତି । ବାଚନିକ ଭୋଟଦାନ ଓ ଗୋପନୀୟ ଭୋଟଦାନ ପଦ୍ଧତି ଅନୁସରଣ କରି ସେ ଗୃହର ମତାମତ ଘୋଷଣା କରନ୍ତି । ଭୋଟଦାନରେ ସପକ୍ଷ ଓ ବିପକ୍ଷରେ ସମାନ ସଂଖ୍ୟକ ଭୋଟ ମିଳିଲେ, ବାଚସ୍ପତି ନିଜର ନିର୍ଣ୍ଣାୟକ ଭୋଟ ଦେଇଥାନ୍ତି ।
୭୨ କ ଧାଡ଼ି:
!ଆରମ୍ଭ
!ଶେଷ
!ବାଚସ୍ପତି <ref>{{cite web|title=List Of Honourable Speakers Year Wise As On
|-
|କ
୭୮ କ ଧାଡ଼ି:
|୦୩ ଫେବୃଆରୀ ୧୯୩୭
|୧୪ ଅକ୍ଟୋବର ୧୯୪୫
|ମୁକୁନ୍ଦ ପ୍ରସାଦ ଦାସ
|-
|ଖ
|ଦ୍ଵିତୀୟ
|୧୮ଅପ୍ରେଲ ୧୯୪୬
|୨୦ ଫେବୃଆରୀ ୧୯୫୨
|ଲାଲ ମୋହନ ପଟ୍ଟନାୟକ (୨୯ ମଇ ୧୯୪୬ -
|-
|୧
୧୬୨ କ ଧାଡ଼ି:
|୧୫ ମଇ ୨୦୦୪
|୧୯ ମଇ ୨୦୦୯
|[[ମହେଶ୍ଵର ମହାନ୍ତି]]
|-
|୧୪
|