"କାର୍ତ୍ତିକେୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ୤ > ।
ଟିକେ clean up, replaced: → (100), ଦେବାଦେବୀ → ଦେବଦେବୀ using AWB
୨ କ ଧାଡ଼ି:
{{ଛୋଟ|Karttikeya}}
{{Hdeity infobox| <!--Wikipedia:WikiProject Hindu mythology-->
Image = Murugan by Raja Ravi Varma.jpg
| Caption = ରାଜା ରବି ବର୍ମାଙ୍କ ଅଙ୍କିତ କାର୍ତ୍ତିକେୟ<!--Murugan by Raja Ravi Varma's impression-->
| Name = କାର୍ତ୍ତିକେୟ
| Tamil_Transliteration =
| Tamil_script =
| Affiliation = ଦେବତା
| God_of = ଯୁଦ୍ଧ ଓ ବିଜୟର ଦେବତା<!--God of war and victory-->
| Abode =
| Mantra =
| MantraWeapon = <!--[[Bow (weapon)|Bow]], =[[Vel]]-->
| Consort = ଦେବସେନା ଓ ବଲ୍ଲୀ
| Weapon = <!--[[Bow (weapon)|Bow]], [[Vel]]-->
| Mount = [[ମୟୂର]]
| Consort = ଦେବସେନା ଓ ବଲ୍ଲୀ
| Mount = [[ମୟୂର]]
}}
ପୁରାଣାନ୍ତର ମତରେ ଅଗ୍ନିଦେବ ସପ୍ତର୍ଷିମାନଙ୍କ ଭାର୍ଯ୍ୟାମାନଙ୍କ ରୂପରେ ମୋହିତ ହେବାର ଜାଣି ପାରି ତାଙ୍କ ସ୍ତ୍ରୀ ସ୍ଵାହାଦେବୀ ଅରୁନ୍ଧତୀଙ୍କ ଛଡ଼ା ଅନ୍ୟ ଛଅ ଜଣ ଋଷିପତ୍ନୀଙ୍କ ରୂପ ଛଅଥର ଧାରଣ କରି [[ଅଗ୍ନି]]ଙ୍କ ସହିତ ଛଥର ବିହାର କଲେ ଓ ଅଗ୍ନିଙ୍କ ବୀର୍ଯ୍ୟ କାଞ୍ଚନ କୁଣ୍ଡରେ ପଡ଼ିବାରୁ ସେହି ତେଜୋମୟ ରେତରୁ କାର୍ତ୍ତିକେୟ ଜନ୍ମିଲେ ।
୧୯ କ ଧାଡ଼ି:
ପୁରାଣମତେ [[ମହାଦେବ]] ପାର୍ବତୀଙ୍କୁ ସହବାସ କରିବା ସମୟରେ ଅଗ୍ନି କପୋତରୂପ ଧାରଣ କରି ଲୁଚି ରହିଥିଲେ । [[ମହାଦେବ]]ଙ୍କ ରେତ ସ୍ଖଳିତ ହେବାରୁ ପାର୍ବତୀ ସେହି ଉଗ୍ରତେଜଃସମ୍ପନ୍ନ ତେଗଃକୁ ଗର୍ଭରେ ଧାରଣ କରିବାକୁ ଅସମର୍ଥ ହେବାରୁ ତାହା [[ଅଗ୍ନି]]ଙ୍କ ଉପରେ ପତିତ ହେଲା । ଅଗ୍ନି ତାହା ସମ୍ଭାଳି ନ ପାରି ସ୍ଵର୍ଗଗଙ୍ଗାରେ ପକାଇଲେ । ଗଙ୍ଗା ତାହାକୁ ସମ୍ଭାଳି ନପାରି ଶରବଣରେ ପକାଇଲେ । ସେହି ସମୟରେ କୃତ୍ତିକାଦି ଛଅ ଜଣ ଋଷିପତ୍ନୀ ଗଙ୍ଗାକୁ ଗାଧୋଇବାକୁ ଆସୁ ଆସୁ ଉକ୍ତ ରେତକୁ ଦେଖି ଯତ୍ନପୂର୍ବକ ରଖିବାରୁ ସେଥିରୁ ଛଅଟି ମୁଖଯୁକ୍ତ ଗୋଟିଏ କୁମାର ଜାତ ହୋଇ ଛଅ ମାଆଙ୍କଠାରୁ ସ୍ତନ୍ୟ ପିଇଲେ । କାର୍ତ୍ତିକେୟ କୁମାରବ୍ରତଧାରୀ ଥିଲେ । ଏହାଙ୍କର ଅନ୍ୟନାମ ଗଙ୍ଗାପୁତ୍ର, ସ୍କନ୍ଦ, କୁମାର, ଶରଜନ୍ମା, କ୍ରୌଞ୍ଚଦାରଣ, ଷଣୁଖ, ଷଡ଼ାନନ, ସେନାନୀ, ତାରକଜିତ୍, ଅଗ୍ନିକୁମାର, ଅଗ୍ନିଭୁ, ଗୁହ । ଏହାଙ୍କ ବାହାନ ମୟୂର । ଏ ଶରଦ୍ଵାରା କ୍ରୌଞ୍ଚ ପର୍ବତକୁ ବିଦ୍ଧ କରିଥିଲେ । ଏ ଦେବସେନାଙ୍କ ସେନାପତି ହୋଇ ତାରକାସୁରଙ୍କୁ ଯୁଦ୍ଧରେ ବଧ କରିଥିଲେ ।
== ବାହନ ==
କାର୍ତ୍ତିକେୟଙ୍କର ବାହାନ ହେଉଛି ମୟୂର । ତାରକାସୁରର ବିନାଶ ପାଇଁ ତାଙ୍କୁ ଯେତେବେଳେ ବିଭିନ୍ନ ଦେବାଦେବୀଦେବଦେବୀ ବିଭିନ୍ନ ଆୟୁଧ ଓ ଭୂଷଣ ଦାନ କରୁଥିଲେ, ସେତିକି ବେଳେ ଗରୁଡ଼ ନିଜର ପୁତ୍ର ମୟୁରଙ୍କୁ ତାଙ୍କୁ ଦାନ କରିଥିଲେ । ସେହି ଗରୁଡ଼ ପୁତ୍ର ମୟୁର ହେଲେ କାର୍ତ୍ତିକେୟଙ୍କ ବାହନ ।
ଅନ୍ୟ ଏକ ପୌରାଣିକ ଉପାଖ୍ୟାନ ଅନୁସାରେ, ଦକ୍ଷିଣ ଭାରତର ମୟୁରପୁର ପର୍ବତଠାରେ କାର୍ତ୍ତିକେୟ ତାରକାସୁରକୁ ବିନାଶ କରିଥିଲେ ଏବଂ ତାରକାସୁର ଏକ ମୟୂର ରୂପରେ ପୁନର୍ଜନ୍ମ ନେଇଥିଲା । ସ୍କନ୍ଦପୁରାଣର ବୀରମହେନ୍ଦ୍ର କାଣ୍ଡ ଅନୁସାରେ, ମୟୂର ଏକ ଅସୁର । ସେ କାର୍ତ୍ତିକେୟଙ୍କ ସହ ଯୁଦ୍ଧ କରିଥିଲା । ମହାଭାରତ ଆଦିପର୍ବର ୬୫ ଅଧ୍ୟାୟ ଅନୁସାରେ, ମୃତ୍ୟୁ ପରେ ମୟୂର ବିଶ୍ଵ ନାମକ ଏକ ରାଜା ରୂପେ ପୁନର୍ଜନ୍ମ ଗ୍ରହଣ କରିଥିଲା ।
== ଆଧାର ==
୩୨ କ ଧାଡ଼ି:
 
{{ହିନ୍ଦୁ ଦେବୀ ଦେବତା ଓ ଗ୍ରନ୍ଥ}}
 
{{ମୁଣ୍ଡିଆ}}
 
[[ଶ୍ରେଣୀ:ହିନ୍ଦୁ ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଦେବତା]]
{{ମୁଣ୍ଡିଆ}}