"ନୀଳକଣ୍ଠ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ clean up, replaced: → (30), ଠାରେ → ଠାରେ using AWB
୪ କ ଧାଡ଼ି:
| image = Nilakantha das.png
| caption = ନୀଳକଣ୍ଠ ଦାସ
| office = ବାଚସ୍ପତି, [[ଓଡ଼ିଶା ବିଧାନ ସଭା]]
| term_start = ୨୭ ମଇ ୧୯୫୭
| term_end = ୧ ଜୁଲାଇ ୧୯୬୧
| predecessor = [[ନନ୍ଦ କିଶୋର ଦାସ]]
| successor = ଲିଙ୍ଗରାଜ ପାଣିଗ୍ରାହୀ
|office1 = [[ବିଧାନସଭା ସଭ୍ୟ|ବିଧାୟକ]], [[ସତ୍ୟବାଦୀ (ବିଧାନସଭା ନିର୍ବାଚନମଣ୍ଡଳୀ)|ସତ୍ୟବାଦୀ]]
| term_start1 = ୧୯୫୧
| term_end1 = ୧୯୬୧
| predecessor1 =
| successor1 = ରାଜ ରାଜଦେବ
| birth_date = {{Birth date|df=yes|1884|08|05}}
| birth_place = ଶ୍ରୀରାମଚନ୍ଦ୍ରପୁର, [[ସାକ୍ଷୀଗୋପାଳ]], [[ପୁରୀ ଜିଲ୍ଲା|ପୁରୀ]], [[ଓଡ଼ିଶା]]
| death_date = {{Death date and age|df=yes|1967|11|06|1884|08|05}}
| death_place =
| party = [[ଭାରତୀୟ ଜାତୀୟ କଂଗ୍ରେସ]]
|otherparty =
| spouse = ରାଧାମଣି ଦେବୀ
| children = ୨ପୁଅ ଓ ୩ ଝିଅ
| alma_mater = [[କଲିକତା ବିଶ୍ଵବିଦ୍ୟାଳୟ]], [[ରେଭେନ୍ସା ମହାବିଦ୍ୟାଳୟ]]
| occupation = ସ୍ଵାଧୀନତା ସଂଗ୍ରାମୀ, ସାମ୍ବାଦିକ, ଲେଖକ, ବାଗ୍ମୀ, କବି
|profession = ଶିକ୍ଷକ
| religion = ହିନ୍ଦୁ
| website = [http://ws.ori.nic.in/ola/profilepage.asp ବିଧାନ ସଭା ସଭ୍ୟ ପୃଷ୍ଠା]
}}
 
'''ନୀଳକଣ୍ଠ ଦାସ''' (୧୮୮୪-୧୯୬୭) ଓଡ଼ିଶାର [[ପୁରୀ ଜିଲ୍ଲା]]ର [[ସାକ୍ଷୀଗୋପାଳ]] ଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ଵାଧିନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ''ପଣ୍ଡିତ ନୀଳକଣ୍ଠ ଦାସ'' ବୋଲି ମଧ୍ୟ ଡକାଯାଇଥାଏ ।
 
== ଶିକ୍ଷା ଓ ଜୀବନ ==
ପଣ୍ଡିତ ନୀଳକଣ୍ଠ ଦାସ ଜଣେ ମେଧାବୀ ଛାତ୍ର ଥିଲେ । ଭର୍ଣ୍ଣାକୁଲାର ପରୀକ୍ଷାଠାରୁ ଆରମ୍ଭ କରି ରେଭେନ୍ସା କଲେଜର ବି.ଏ. ପରୀକ୍ଷା ପର୍ଯ୍ୟନ୍ତ ସେ ଓଡ଼ିଶାରେ ପ୍ରଥମ ହୋଇଆସିଥିଲେ ।ଦର୍ଶନ ଶାସ୍ତ୍ର ଓ ରସାୟନ ବିଜ୍ଞାନ ବିଷୟକୁ ନେଇ ବି॰ଏ॰ ପରୀକ୍ଷାରେ ଉତ୍ତିର୍ଣ ହୋଇଥିଲେ । ପରେ ମାସିକ ବୃତ୍ତି ପାଇ ନୀଳକଣ୍ଠ [[ଦର୍ଶନ ଶାସ୍ତ୍ର]] [[କଲିକତା ବିଶ୍ୱବିଦ୍ୟାଳୟ]]ରୁ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ । ସେତେବେଳେ ତାହାର ମାନ ଖୁବ ଅଧିକ ଥିବାରୁ ତାଙ୍କୁ ଫିରିଙ୍ଗି ସରକାରଙ୍କ ଅଧିନରେ ଅନେକ ଉଚ୍ଚ ବେତନଯୁକ୍ତ ଚାକିରି ମିଳିଥିଲା,କିନ୍ତୁ ପଣ୍ଡିତ ଗୋପବନ୍ଧୁ ,ଆଚାର୍ଯ ହରିହର ଓ ପଣ୍ଡିତ ନୀଳକଣ୍ଠ ଭାର୍ଗବୀ ନଈରେ ବଢିପାଣିରେ ହଇଜାରେ ମରି ଭାଷି ଯାଉଥିବା ଶବ ଗୁଡିକୁ ଦେଖି ଶପଥ ନେଇଥିଲେ ,' ସରକାରୀ ଚାକିରୀ କରିବା ନାହିଁ,ଏଇଲେ ଦେଶକୁ ଯେମିତି ଦେଖୁଛେ ମଲା ବେଳକୁ ଆହୁରି ଭଲ ଦେଖି ମରିବା ।' ଅନଗ୍ରସର , ମୂକ ଓଡିଆ ଜାତିର ପାଟିରେ ଭାଷା ଦେବା ପାଇଁ ସତ୍ୟବାଦୀ ବନବିଦ୍ୟାଳୟ 190୯ ପ୍ରତିଷ୍ଠା ହେଲା ଓ ମାସିକ ୩୦ଟଙ୍କା ବେତନରେ [[ସତ୍ୟବାଦୀ ବନ ବିଦ୍ୟାଳୟ]]ର ପ୍ରଧାନ ଶିକ୍ଷକ ଭାବରେ କାମ ଆରମ୍ଭ କରିଥିଲେ ।<ref>{{cite web |url= http://independent.academia.edu/KrishanShri/Papers/623017/An_experiment_in_nationalist_education_Satyavadi_school_in_Orissa_1909-1926_ |title=An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu |work=academia.edu |year=2012 |quote=Nilakantha Das (1884-1967) joined the school in October1911 after completion of postgraduation in philosophy |accessdate=20 June 2012}}</ref>
 
== ରଚନାବଳୀ ==
୭୦ କ ଧାଡ଼ି:
 
== ସମାଜ ସଂସ୍କାର ଓ ଭାରତର ସ୍ଵାଧିନତାରେ ଭୂମିକା ==
ସେ [[ଭାରତ|ଭାରତର]] ସ୍ଵାଧିନତା ଆନ୍ଦୋଳନରେ ଜଣେ ସକ୍ରିୟ କର୍ମୀ ଭାବରେ ଅଂଶ ଗ୍ରହଣ କରି ୩ ଥର ( ୨ ବର୍ଷ ୨ ମାସ ) ହଜାରୀ ବାଗ ଜେଲରେ କାରାବରଣ କରିଥିଲେ । "କେନ୍ଦ୍ର ବିଧାନ ସଭା" ଓ [[ଓଡ଼ିଶା ବିଧାନ ସଭା]]ରେ ତାଙ୍କର ଓଜସ୍ଵିନୀ ଭାଷଣ ଅନେକଙ୍କୁ ଦେଶସେବା ଆଡ଼କୁ ମୁହାଁଇଥିଲା । ସେ ଏକାଧାରରେ ଜଣେ ଦେଶ ସେବକ, ସୁବକ୍ତା, ସୁଲେଖକ, ବାଗ୍ମୀ ଓ ଭାଷାବିତ(ଦ) ଥିଲେ । ଜଣେ ସକ୍ରିୟ ସ୍ଵାଧୀନତା ସଂଗ୍ରାମୀ ଭାବରେ ସେ ଛୁଆଁ ଅଛୁଆଁ ଭେଦଭାବ ଓ ନାନାଦି ସାମାଜିକ କୁସଂସ୍କାର ବିରୋଧରେ ସ୍ଵର ଉଠାଇଥିଲେ ।<ref>http://www.orissadiary.com/personality/freedom_fighter/NilakanthaDas.asp></ref> ପଣ୍ଡିତ ନୀଳକଣ୍ଠ ଜାତିଭେଦ ମାନୁନଥିଲେ ଓ ନିଜ ଛାତ୍ରମାନଙ୍କୁ ମଧ୍ୟ ସେହି ଶିକ୍ଷା ଦେଉଥିଲେ । ସେତେବେଳେ ବ୍ରାହଣ ସମାଜରେ, ଦାଢୀ କାଟି ନିଶ ରଖିବା ମନା ଥିଲା । ଏହାର ପ୍ରତିବାଦ କରି, ସେ ଦାଢୀ କାଟି ନିଶ ରଖିଥିଲେ । ଏଥିପାଇଁ ତାଙ୍କୁ ଶାସନୀ ବ୍ରାହ୍ମଣ ସମାଜର ଘୋର ବିରୋଧର ସମ୍ମୁଖିନ ହୋଇଥିଲେ ଓ ତାଙ୍କୁ ଦାଢୀ ହେବାକୁ ପଡିଥିଲା । ଏହି ପ୍ରଥାକୁ ବିଦ୍ରୁପ କରି, ସେ ''ମୋ ନିଶ'' ନାମରେ ପ୍ରବନ୍ଧ ଲେଖିଥିଲେ ।
 
== ସମ୍ମାନ ==
* ଡି. ଲିଟ([[ଉତ୍କଳ ବିଶ୍ଵବିଦ୍ୟାଳୟ]])
* ଉତ୍କଳ ଗୁରୁ ଉପାଧି -୧୯୫୧<ref>ପ୍ରମେୟ ୦୫/୦୮/୨୦୧୪ ପୃଷ୍ଠା ୮</ref>
* ସାହିତ୍ୟ ଏକାଡେମୀ ପୁରସ୍କାର - ୧୯୬୩(ତାଙ୍କର ବହି ''ଆତ୍ମଜୀବନୀ'' ନିମନ୍ତେ) <ref>http://www.odisha360.com/infopedia/4/154/nilakantha-das</ref>
* ପଦ୍ମ ଭୂଷଣ, ୧୯୬୦