"ବିଶ୍ୱନାଥ କର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୪୩ କ ଧାଡ଼ି:
 
== ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ ==
ଜଣେ ସ୍ଵାଧୀନତା ସଂଗ୍ରାମୀ ଭାବେ ସେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ସେ ଯୋଗଦାନ କରିଥିଲେ । ବିହାର ଓ [[ଓଡ଼ିଶା ବ୍ୟବସ୍ଥାପକ ସଭା]]କୁ ସେ ପ୍ରତିନିଧି ଭାବରେ ଯାଇଥିଲେ । ଓଡ଼ିଶା-ବିହାର କାଉନ୍‍ସିଲର ସଭ୍ୟ ଥିବା ସମୟରେ ବ୍ୟବସ୍ଥାପକ ସଭାରେ ସେ ନିଜ ମାତୃଭାଷା ଓଡ଼ିଆରେ ଭାଷଣ ଦେଇଥିଲେ । ସେଠାରେ ଅନ୍ୟ ସଭ୍ୟମାନେ ତାଙ୍କୁ ଇଂରାଜୀରେ କହିବା ଲାଗି ବାଧ୍ୟ କଲାପରେ ମଧ୍ୟ ସେ ମାତୃଭାଷା ଓଡ଼ିଆରେ ହିଁ ନିଜର ବକ୍ତବ୍ୟ ରଖିଥିଲେ । ସେହି ସଭାରେ ସେ କହିଥିଲେ<ref name=ordshareview>{{cite journal|last=Das|first=Jayanta Kumar|title=History of Separate Province of Orissa|journal=Odisha Review|date=April 2012|volume=LXVIII|issue=9|page=3-5|pages=112|url=http://odisha.gov.in/e-magazine/Orissareview/2012/April/engpdf/april.pdf|accessdate=25 August 2015}}</ref> :
{{Rquote|center|ଓଡ଼ିଆ ଏକ ସ୍ୱୀକୃତ ପ୍ରାଚୀନ ଭାଷା, ମୁଁ ଓଡ଼ିଆ, ମୋ ଭାଷା ଓଡ଼ିଆ । ମୋର ଓଡ଼ିଆ ଜିଭକୁ କାଟି ଦେବାର ଅଧିକାର ଏଠାରେ କୌଣସି ମାନ୍ୟବର ସଭ୍ୟଙ୍କର ନାହିଁ ।|ବିଶ୍ୱନାଥ କର<ref name="sambad"/>}}